ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ, ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ
ବୌଦ୍ଧ: ଦିନକୁ ଦିନ ହାତୀ ଚୋରା ଚାଲାଣକାରୀଙ୍କ ଦୈରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବୌଦ୍ଧ ଜିଲ୍ଲାରେ ପୁଣି ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରୁ ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ କରିଥିବା ସୂଚନା ରହିଛି। ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରେ ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ। ତେଲିବନ୍ଧ ଛକ ନିକଟରେ ପ୍ରମୋଦ ପରିଡ଼ାକୁ ଧରିଲା ଏସଟିଏଫ। ତେବେ ଏହି ଘଟଣାରେ ପ୍ରମୋଦ ଠାରୁ ଦୁଇଟି ହାତୀ ଦାନ୍ତ ଜବତ […]
Read More Text.