Pra

ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ଵର: କାମାକ୍ଷାନଗରର ପୂର୍ବତନ ବିଧାୟକ ପ୍ରସନ୍ନ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ଭୁବନେଶ୍ଵରର ଏକ ଘରୋଇ ହସ୍ପିଟାଲରେ ୭୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। କାମାକ୍ଷାନଗର ନିର୍ବାଚନ ମଣ୍ଡଳୀରୁ ୩ ଥର ବିଧାୟକ ହୋଇଥିଲେ ପ୍ରସନ୍ନ। ସେ ଥିଲେ ରାଜ୍ୟର ପ୍ରଥମ ବିଜେପି ବିଧାୟକ। ୧୯୭୭ରେ ପ୍ରଥମ କରି ଜନତା ପାର୍ଟିରୁ ନିର୍ବାଚିତ ହୋଇଥିଲେ ପ୍ରସନ୍ନ ପଟ୍ଟନାୟକ। ତାଙ୍କ ଦେହାନ୍ତରେ ପରିବାରରେ ଶୋକର ଛାୟା ଖେଳିଯାଇଛି। ମାତ୍ର ୨୮ ବର୍ଷ […]

Read More Text.
Zzzz

କୋରାପୁଟ ପୁଲିସକୁ ସଫଳତା, ଅପରେସନ୍ ବେଳେ ଧରାପଡ଼ିଲା ଦୁର୍ଦ୍ଦାନ୍ତ ନକ୍ସଲ

କୋରାପୁଟ : କୋରାପୁଟ ଜିଲ୍ଲା ପୁଲିସକୁ ମିଳିଛି ବଡ଼ ସଫଳତା। ଜଣେ ଏରିଆ କମିଟି ମେମ୍ବର (ACM) ସ୍ତରର କ୍ୟାଡର ନକ୍ସଲକୁ ଗିରଫ କରିବାରେ ସଫଳ ହୋଇଛି ପୁଲିସ। ଗିରଫ ନକ୍ସଲର ନାଁ କୁଞ୍ଜମ ହିଡ଼ମା। ତା’ ପାଖରୁ ଗୋଟିଏ ଏକେ-୪୭ ରାଇଫଲ, ୩୫ ରାଉଣ୍ଡ ଗୁଳି, ଗୋଟିଏ ମାଗାଜିନ, ୨୭ଟି ଇଲେଟ୍ରିକ୍‌ ଡେଟୋନେଟର, ୯୦ଟି ନନ୍‌-ଇଲେଟ୍ରିକ୍ ଡେଟୋନେଟର ଓ ପ୍ରାୟ ୨ କେଜି ଗନ୍ ପାଉଡର ସହିତ ଅନ୍ୟାନ୍ୟ ସାମଗ୍ରୀ ଜବତ କରାଯାଇଛି। କୋରାପୁଟ ଜିଲ୍ଲା ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ପେଟାଗୁଡ଼ା […]

Read More Text.
Zzzzz

ଗୃହରକ୍ଷୀ ପରୀକ୍ଷା: ଆଉ ଜଣେ ଯୁବକଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

ଭୁବନେଶ୍ବର: ଗୃହରକ୍ଷୀ ପରୀକ୍ଷାରେ ଆଉ ଏକ ଅଘଟଣ ଘଟିଥିବା ସୂଚନା ମିଳିଛି। ଗଜପତିରେ ଗୃହରକ୍ଷୀ ପରୀକ୍ଷା ବେଳେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ହେଲେ ଦୀପକ ପାଡ଼ାଲ। ସୂଚନା ଅନୁସାରେ ରାୟଗଡ଼ ବ୍ଲକ ନାରାୟଣପୁର ଗାଁର ଦୀପକ ଗଜପତିରେ ଆୟୋଜିତ ଗୃହରକ୍ଷୀ ପରୀକ୍ଷାରେ ଯୋଗ ଦେଇଥିଲେ। ଶାରୀରିକ ପରୀକ୍ଷା ବେଳେ ସେ ଦୌଡ଼ିବା ବେଳେ ଅସୁସ୍ଥ ହୋଇଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁରସ୍ଥିତ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର […]

Read More Text.
Zzzzzz

ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବଲପୁରରେ ଆୟୋଜିତ ପ୍ରସିଦ୍ଧ ‘ଶୀତଳଷଷ୍ଠୀ ଯାତ୍ରା’ ପାଇଁ ୫୦ ଲକ୍ଷ ଟଙ୍କାର ଅନୁଦାନ ଦେଇଛନ୍ତି। ଏହି ଅବସରରେ ସେ କହିଛନ୍ତି, ଆମ ସଂସ୍କୃତି, ପରମ୍ପରାର ଅନନ୍ୟ ବାର୍ତ୍ତାବହ। ଦେବ ଦେବ ମହାଦେବ ଓ ମାତା ପାର୍ବତୀଙ୍କ ବିବାହ ଉତ୍ସବ ଐତିହ୍ୟ ସମ୍ପନ୍ନ ‘ଶୀତଳ ଷଷ୍ଠୀ’ ଯାତ୍ରାକୁ ଆହୁରି ଭବ୍ୟ କରିବା ସହ ଏହାର ପ୍ରଚାର, ପ୍ରସାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିଜସ୍ୱ ପାଣ୍ଠିରୁ ୫୦ ଲକ୍ଷ ଟଙ୍କାର ଆର୍ଥିକ ଅନୁଦାନ ପ୍ରଦାନ […]

Read More Text.
Image 2025 05 28t153226.577

ପୁଞ୍ଜିଲାଲ ଲେଖିଥିବା ଚିଠି ଦେଖାଇଲା ବାଟ : ଅରୁଣ ବୋଥ୍ରା

ପାଟଣାଗଡ଼ : ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାରେ ପୁଞ୍ଜିଲାଲଙ୍କୁ ଗିରଫ କରିଥିଲେ ତତ୍କାଳୀନ କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରା ।  ୨୦୧୮ ଫେବ୍ରୁଆରୀ ୨୩ ତାରିଖରେ ବୋମା ବିସ୍ଫୋରଣ ହୋଇଥିଲା ।  ଅନେକ ଦିନ ଯାଏଁ ଘଟଣାରେ କେହି ଗିରଫ ହୋଇ ନଥିଲେ।  ସେତେବେଳର କ୍ରାଇମବ୍ରାଞ୍ଚ ଆଇଜି ଅରୁଣ ବୋଥ୍ରାଙ୍କୁ ଦିଆଯାଇଥିଲା ତଦନ୍ତ ଭାର। ତତ୍କାଳୀନ ଡିଜିପି ଆର ପି ଶର୍ମା ତଦନ୍ତ ଭାର ଦେଇଥିଲେ। ୨୦୧୮ ଏପ୍ରିଲ ୨୪ ତାରିଖରେ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଧରିଥିଲା […]

Read More Text.

ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଅଘଟଣ: ଟଳିପଡ଼ିଲେ ଜଣେ ପ୍ରାର୍ଥୀ, ୭ ଗୁରୁତର, ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଜପତି : ଗଜପତିରେ ହୋମଗାର୍ଡ ପଦବୀ ଲାଗି ଚାଲିଥିବା ଶାରୀରିକ ପରୀକ୍ଷା ସମୟରେ ଅଘଟଣ। ଏଥିରେ ଜଣେ ପ୍ରାର୍ଥୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପାରଳାଖେମୁଣ୍ଡି ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ମୃତକ ଜଣଙ୍କ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗ୍ରାମର ସୁଲନ୍ତ ମିଶାଲ। ସୂଚନାନୁଯାୟୀ, ଗୁରୁବାର ସକାଳେ ଶାରିରୀକ ପରୀକ୍ଷା ଆରମ୍ଭ ହୋଇଥଲା । ରାଣିପେଣ୍ଠ ଠାରୁ ପଦ୍ମପୁର ଦୁଇ କିମି ରାସ୍ତାରେ ସକାଳୁ […]

Read More Text.
Arrest 1 1140x570 1 e17484347772

ଅନଲାଇନ୍ ବେଟିଂ ଜରିଆରେ ୧ କୋଟିରୁ ଅଧିକ ଠକେଇ, ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ଏକ ଅନଲାଇନ୍ ବେଟିଂ ରାକେଟର ପର୍ଦ୍ଦାଫାସ କରିଛି। ଏଥିରେ ଦୁଇଜଣ ବ୍ୟକ୍ତି ଯାଜପୁରର ଜଣେ ବାସିନ୍ଦାଙ୍କ ଠାରୁ ୧.୦୮ କୋଟି ଟଙ୍କା ଠକି ନେଇଥିଲେ। ଗିରଫ ୨ ବ୍ୟକ୍ତି ହେଲେ ପଶ୍ଚିମବଙ୍ଗର କଣ୍ଟାଇର ରାୟପୁର ପଶିମ୍ବର୍ହରର ରୋହନ ଓରଫ ଏସକେ ୱାସିଉଲ୍ ଇସଲାମ (୨୯) ଏବଂ ଭୁବନେଶ୍ୱରର ୟୁନିଟ୍-୩ର ଜ୍ୟୋତି ପ୍ରକାଶ ପଲ୍ଲାଇ (୩୬)। ଇସଲାମ କ୍ରୀଡା ସାମଗ୍ରୀ ଏବଂ କାଜୁ ବ୍ୟବସାୟ କରୁଥିବା ବେଳେ ଜ୍ୟୋତି ପ୍ରକାଶ ନିର୍ମାଣ କାର୍ଯ୍ୟରେ […]

Read More Text.
Screenshot 2025 05 28 114805 750

ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ, ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ

ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି । ସେହିପରି ଜିଲାପାଳ, ଏସ୍‌ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦ ଟଙ୍କାକୁ ବୃଦ୍ଧି ପାଇଛି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି ହୋଇଛି । ପ୍ରମୁଖ […]

Read More Text.
Monsoon

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର :  ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ […]

Read More Text.
Whatsapp image 2025 05 28 at 14

ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା ଭଳି ମନ୍ତବ୍ୟ ଦେଇଥିଲେ। ସେବେଠାରି ବିଜେପି ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଉଥିଲା।

Read More Text.