ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୭ ବର୍ଷ ପରେ ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡାଦେଶ
ପଟଣାଗଡ଼ : ପଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା । ଦୋଷୀ ପୁଞ୍ଜିଲାଲକୁ ମିଳିଲା ଆଜୀବନ ଜେଲ୍ ଦଣ୍ଡ । ସବୁ ପ୍ରମାଣ ଓ ସାକ୍ଷ୍ୟକୁ ଯାଞ୍ଚ କରିବା ପରେ ଅଭିଯୁକ୍ତ ପୁଞ୍ଜିଲାଲକୁ ଦୋଷୀ ସାବ୍ୟସ୍ତ କରିବା ସହ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ପାଟଣାଗଡ଼ ଏଡିଜେ କୋର୍ଟ । ଦୀର୍ଘ ୭ ବର୍ଷ ପରେ ଅଧ୍ୟାପକ ରବୀନ୍ଦ୍ର ସାହୁଙ୍କ ପରିବାରକୁ ମିଳିଲା ନ୍ୟାୟ । ୨୦୧୮ ଫେବ୍ରୁଆରି ୨୩ ତାରିଖରେ ରବୀନ୍ଦଙ୍କ ପୁଅ ସୌମ୍ୟ ଶେଖରଙ୍କ ବିବାହରେ ମୃତ୍ୟୁର […]
Read More Text.