Wreer

ଭୁଶୁଡିଲା ଖୋର୍ଦ୍ଧା-ବଲାଙ୍ଗିର ନିର୍ମାଣାଧୀନ ରେଳ ଟନେଲ୍‌

ବୌଦ୍ଧ: ନିମ୍ନ ମାନର କାମ ଯୋଗୁଁ ଭୁଷୁଡି ପଡ଼ିଲା ୫ କିମି ଦୂରତା ବିଶିଷ୍ଟ ଓଡ଼ିଶାର ସର୍ବ ବୃହତ୍ତମ ରେଳ ଟନେଲ, ଖୋର୍ଦ୍ଧା ବଲାଙ୍ଗୀର ରେଳ ପ୍ରକଳ୍ପ ର ବୌଦ୍ଧ ଜିଲ୍ଲା ଆଡ଼େଣିଗଡ଼ ନିର୍ମାଣ ଧିନ ରେଳ ଟନେଲ ଭୁଷୁଡି ପଡିଛି, ୩୦ ମିଟର ଗୋଲେଇର ଏକ ଗର୍ତ୍ତ ସୃଷ୍ଟି ହୋଇଛି । ଟନେଲ ଭିତରେ କେତେଜଣ ଶ୍ରମିକ କାମ କରୁଥିଲେ ସେମାନଙ୍କୁ ଉଦ୍ଧାର କରାଗଲା ନା ନାହିଁ ତାହା ସ୍ପଷ୍ଟ କରୁନାହିଁ ଟନେଲ କାମ ହାତକୁ […]

Read More Text.
Press

“ପ୍ରେସ କାଉନସିଲ ଅଫ ଇଣ୍ଡିଆ” କିମ୍ବା ଏହାର ହିନ୍ଦୀ ଅନୁବାଦ “ଭାରତୀୟ ପ୍ରେସ ପରିଷଦ” ନାମରେ ନିବନ୍ଧନ ଓ ବ୍ୟବହାରକୁ ବାରଣ

ବାରିପଦା: ପ୍ରେସ କାଉନ୍ସିଲ୍ ଅଫ୍ ଇଣ୍ଡିଆ ହେଉଛି ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ଏକ ବୈଧାନିକ ଅଙ୍ଗ, ଯାହାକି ‘ପ୍ରେସ କାଉନ୍ସିଲ୍ ଆକ୍ଟ, ୧୯୭୮ ଅନୁଯାୟୀ ଗଠିତ। ଏହାର ଦୁଇଟି ମୁଖ୍ୟ ଉଦ୍ଦେଶ୍ୟ ହେଉଛି – ପ୍ରେସର ସ୍ୱାଧୀନତାକୁ ସୁରକ୍ଷିତ କରିବା ଓ ଭାରତରେ ସମ୍ବାଦପତ୍ର ଓ ସମ୍ବାଦ ସଂସ୍ଥାମାନଙ୍କର ମାନଦଣ୍ଡକୁ ରକ୍ଷା କରିବା। ଏଠାରେ ଉଲ୍ଲେଖ ଯୋଗ୍ୟକି, ନୂଆ ଦିଲ୍ଲୀସ୍ଥିତ ସୂଚନା ଭବନ,ସିଜିଓ କମ୍ପ୍ଲେକ୍ସ, ଲୋଦି ରୋଡ଼ ଠାରେ ପ୍ରେସ କାଉନସିଲର ସଚିବାଳୟ […]

Read More Text.
Img 20250526 wa0194

ସାପ କାମୁଡ଼ାରେ ଜଣେ ମହିଳା ଙ୍କ ସମେତ ନାବାଳିକାର ମୃତ୍ୟୁ 

ବାରିପଦା : ମୟୂରଭଞ୍ଜ ଜିଲ୍ଲା ଵହଳଦା ଥାନା ଅନ୍ତର୍ଗତ ତେନ୍ତଳା ଗ୍ରାମରେ ସାପ କାମୁଡାରେ ଜଣେ ୧୨ ବର୍ଷୀୟା  ନାବାଳିକାର ମୃତ୍ୟୁ ହୋଇଥିବା ଏକ ଅଭାବନୀୟ  ଦୁଃଖଦ ଘଟଣା ଘଟି ଯାଇଛି । ସୂଚନାଯୋଗ୍ୟ  ତେନ୍ତଳା ଗ୍ରାମର ଗରିବ ପରିବାରର ମୁରବି ଶ୍ୟାମ ମାରାଣ୍ଡି ନିଜର ପରିବାର ଗୁଜୁରାଣ ମେଣ୍ଟାଇବା ପାଇଁ ଭୁବନେଶ୍ବରକୁ କାମ କରିବା ପାଇଁ ଯାଇଛନ୍ତି ।ଘରେ ତା’ ର ସ୍ତ୍ରୀ ଏବଂ ୧୨ ବର୍ଷୀୟା କନ୍ୟା ସିନଗୋ ମାରାଣ୍ଡି ଅଛନ୍ତି  । ସେମାନେ […]

Read More Text.
Img 20250525 wa0171

ରଖେ ହରି ମାରେ କିଏ? ଶିଶୁକୁ ଛାଡି ମା’ ର ଜୀବନ ନେଲା ଗଜରାଜ

ବାରିପଦା: ପେଟପାଟଣା ପାଇଁ ଜଙ୍ଗଲ ଯାଇ ହାତୀ ଆକ୍ରମଣରେ ପ୍ରାଣ ହରାଇଲେ  ଶିଶୁ ପୁତ୍ରର ମା। ମୟୂରଭଞ୍ଜ ଜିଲ୍ଲା ବିଶୋଇ ବନଖଣ୍ଡ ଅଧିନ ଗାରଗାଡି ବିଟ୍  ଅଧିନସ୍ଥ ଟୁଙ୍ଗୁରୁ ସଂରକ୍ଷିତ  ଜଙ୍ଗଲରେ ଶନିବାର ଘଟିଛି ଏକ ଅଭାବନୀୟ ଘଟଣା। ଜଙ୍ଗଲକୁ କାଠି ପତ୍ର ଆଣିବାକୁ ଯାଇ ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି ମହିଳା ।  ସୌଭାଗ୍ୟ ବସତଃ ତାଙ୍କର ଏକବର୍ଷର ଶିଶୁ ପୁତ୍ର ରକ୍ଷା ପାଇଯାଇଛି। ସୂଚନା ମୁତାବକ  ବିଶୋଇ ଥାନା ଅନ୍ତର୍ଗତ  ଲୁହାକାନି  ପଞ୍ଚାୟତର  କାଶିପେଣ୍ଟ […]

Read More Text.
Wre

ପୃଥକ ପୃଥକ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ

ବାରିପଦା : ରାଞ୍ଚି – ବିଜୟଓ୍ବାଡା ଜାତୀୟ ରାଜପଥ ୨୨୦ ନମ୍ବର ମରଣଯନ୍ତା ପାଲଟିଛି ।ଵିଶେଷତଃ ଯଶିପୁର – ରାଇରଙ୍ଗପୁର – ତିରିଂ ମଧ୍ୟରେ ଯାଇଥିବା ଏହି ରାସ୍ତାରେ ବାରମ୍ବାର ଛୋଟ ବଡ଼ ଦୁର୍ଘଟଣା ଘଟି ଚାଲିଛି । ରାଇରଙ୍ଗପୁର ଟାଉନଥାନା ଅନ୍ତର୍ଗତ ୯ ନମ୍ବର ଓ୍ବାର୍ଡର ଅଁଳାଡୁବା ଗ୍ରାମର ବାବୁ ମହାନ୍ତିଙ୍କ ପୁଅ ଯୁବକ ଇଞ୍ଜିନିୟର ମିଲନ ମହାନ୍ତି(୨୮) ନିଜ କାମ ସାରି ଵହଳଦା – ରାଇରଙ୍ଗପୁର ଆଡ଼କୁ  ବାଇକରେ ଆସୁଥିବା ବେଳେ ଏକ ଅଜଣା […]

Read More Text.
Gajapati maharaja 640x375

ଦୀଘା ଜଗନ୍ନାଥ ଧାମ ନାମକରଣ ସଂସ୍କୃତି ବିରୁଦ୍ଧ : ଗଜପତି ମହାରାଜା ଦିବ୍ୟ ସିଂହ ଦେବ

ପୁରୀ : ଦୀଘା ଜଗନ୍ନାଥଧାମ ନାମକରଣ ପରମ୍ପରା ବିରୁଦ୍ଧ ।  ଶ୍ରୀମନ୍ଦିର ପରିଚାଳନା କମିଟି ଉଚ୍ଚସ୍ତରୀୟ ବୈଠକ ପରେ ପ୍ରତିକ୍ରିୟା ରଖିଛନ୍ତି ଗଜପତି ମହାରାଜ ଦିବ୍ୟସିଂହ ଦେବ। ଜଗନ୍ନାଥ ଧାମ କହିଲେ କେବଳ ପୁରୁଷୋତ୍ତମ କ୍ଷେତ୍ର, ଶ୍ରୀକ୍ଷେତ୍ର, ପୁରୀକୁ ବୁଝାଏ ।  ଦୀଘା ଜଗନ୍ନାଥ ମନ୍ଦିରର ଏଭଳି ନାମକରଣକୁ ନେଇ ଆମେ ଆଶ୍ଚର୍ଯ୍ୟ । ବିଶ୍ବରେ ଅନେକ ଜଗନ୍ନାଥ ମନ୍ଦିର ନିର୍ମାଣ ହୋଇଛି ।  କିନ୍ତୁ ଏଭଳି ନାମକରଣ କେହି କରିନାହାନ୍ତି। କେବଳ ଶ୍ରୀକ୍ଷେତ୍ର ପୁରୀ ହେଉଛି ଜଗନ୍ନାଥ […]

Read More Text.

ଲଘୁଚାପ ସୃଷ୍ଟି : ଆସନ୍ତା ୩୧ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୩୧ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘଡଘଡି ସହ ପବନ ବହିବା ନେଇ ପାଣିପାଗ ବିଭାଗ ଆକଳନ କରିଛି । ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଆସନ୍ତାକାଲି ପାଇଁ ୪ ଉପକୂଳବର୍ତ୍ତୀ ଜିଲା ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଯାଜପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।  ଦକ୍ଷିଣ ପଶ୍ଚିମ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ […]

Read More Text.
Bijay pradhan

ବଲାଙ୍ଗୀରରେ ସାମ୍ବାଦିକଙ୍କୁ ନିର୍ମମ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ, ମୁଖ୍ୟ ଠିକାଦାର ଫେରାର

ବଲାଙ୍ଗୀର: ଖବର ସଂଗ୍ରହ କରୁଥିବା ବେଳେ ଜଣେ ସାମ୍ବାଦିକଙ୍କୁ ଅମାନବୀୟ ନିର୍ଯାତନାର ଶିକାର ହେବାର ଘଟଣା ବଲାଙ୍ଗୀର ଜିଲ୍ଲା ସମେତ ସାରା ରାଜ୍ୟରେ ତୀବ୍ର ଆଲୋଡ଼ନ ସୃଷ୍ଟି କରିଛି। ପୁଇଁତଳା ଥାନା ଅନ୍ତର୍ଗତ କୁଲଥିପାଲି ଗାଁରେ ଏକ ନିର୍ମାଣ କାର୍ଯ୍ୟରେ ଦୁର୍ନୀତି ଅଭିଯୋଗର ତଦନ୍ତ କରୁଥିବା ସାମ୍ବାଦିକ ବିଜୟ କୁମାର ପ୍ରଧାନଙ୍କୁ ଠିକାଦାର ଓ କିଛି ଅସାମାଜିକ ବ୍ୟକ୍ତି ମିଳିତ ଭାବେ ଆକ୍ରମଣ କରିଥିଲେ। ଏହି ଘଟଣାରେ ବଲାଙ୍ଗୀର ପୋଲିସ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ […]

Read More Text.
Uu vc

ପ୍ରଫେସର ଯଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି

ଭୁବନେଶ୍ବର : ପ୍ରଫେସର ଜଜ୍ଞେଶ୍ବର ଦଣ୍ଡପାଟ ଉତ୍କଳ ବିଶ୍ବବିଦ୍ୟାଳୟର ନୂଆ ଭାରପ୍ରାପ୍ତ କୁଳପତି ଭାବେ ଦାୟିତ୍ବ ଗ୍ରହଣ କରିବେ । ରାଜଭବନ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି । ବର୍ତ୍ତମାନ ସେ ଉତ୍କଳ ବିଶ୍ବବିଦ୍ୟାଳୟ ବାୟୋଟେକ୍ନୋଲୋଜି ବିଭାଗ ଦାୟିତ୍ବରେ ଅଛନ୍ତି । ନଭେମ୍ବର ୨୦୨୪ ରେ ପୂର୍ବ ଭିସି ପ୍ରଫେସର ସବିତା ଆଚାର୍ଯ୍ୟଙ୍କ କାର୍ଯ୍ୟକାଳ ବୃଦ୍ଧି ପରେ ଏକ ପ୍ରଶାସନିକ ପରିବର୍ତ୍ତନର ଏକ ଅଂଶ ଭାବରେ ତାଙ୍କର ନିଯୁକ୍ତି ଆସିଛି। ବିଶ୍ୱବିଦ୍ୟାଳୟ ଅଧିକାରୀ ଏବଂ ଅଧ୍ୟାପକମାନେ ପ୍ରଫେସର […]

Read More Text.
Rain

ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା, ୨୭ ରୁ ୩୦ ଯାଏ ହୋଇପାରେ ପ୍ରବଳରୁ ଅତି ବର୍ଷା

ଭୁବନେଶ୍ୱର : ଆସୁଛି ଲଘୁଚାପ । ୨୭ ରୁ ୩୦ ଯାଏ ପ୍ରବଳରୁ ଅତି ବର୍ଷା ସମ୍ଭାବନା ।  ୨୯ ରୁ ୧ ଯାଏ ବର୍ଷା ସହ ୫୦ କିମି ପବନ ବହିବାର ସମ୍ଭାବନାକୁ ନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମନା ପାଇଁ ସତର୍କ କରାଇଛି ପାଣିପାଗ ବିଭାଗ ।  ଆସନ୍ତାକଲି ଅର୍ଥାତ୍ ୨୭ ତାରିଖ ରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ […]

Read More Text.