ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି
କଟକ: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ସାମୟିକ ଆଶ୍ବସ୍ତି । ସିବିଆଇ ଚଢ଼ାଉ ମାମଲାରେ ମିଳିଲା ସାମୟିକ ଆଶ୍ବସ୍ତି । ପରବର୍ତ୍ତୀ ଶୁଣାଣି ଯାଏ ଅନ୍ତରୀଣ ସୁରକ୍ଷା ଦେଲେ ହାଇକୋର୍ଟ । ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଛନ୍ତି ବିଷ୍ଣୁପଦ । ଆସନ୍ତା ୮ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ସୂଚନାଯୋଗ୍ୟ ଯେ, ପୂର୍ବରୁ ବିଷ୍ଣୁପଦଙ୍କ ଆବେଦନ ଖାରଜ କରିଥିଲେ ଓଡିଶା ହାଇକୋର୍ଟ । ଓଡିଶା ବ୍ରିଜ୍ ଏଣ୍ଡ୍ ରୁଫ୍ କର୍ପୋରେସନ ଲାଞ୍ଚ […]
Read More Text.