ହୀରାକୁଦରେ ବଢୁଛି ବନ୍ୟାଜଳ ପରିମାଣ, ଖୋଲିଲା ଆଉ ୫ଟି ଗେଟ୍‌

ବୁର୍ଲା : ହୀରାକୁଦ ଜଳଭଣ୍ଡାରର ଉପରମୁଣ୍ଡରେ ବର୍ଷା ପରିମାଣ ବୃଦ୍ଧି ଯୋଗୁଁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ଅତ୍ୟଧକ ବନ୍ୟାଜଳ ପ୍ରବେଶ କରିବା ଆରମ୍ଭ କରିଛି। ଫଳରେ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ ପାଇଁ ସୋମବାର ସକାଳେ ପୁଣି ୫ଟି ଗେଟ୍‌ ଖୋଲାଯାଛି। ଫଳରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରୁ ବାମ ପାର୍ଶ୍ୱର ୫ ଓ ଦକ୍ଷିଣ ପାର୍ଶର ୨ଟି ମିଶି ମୋଟ୍‌ ୭ଟି ସ୍ଲୁଇସ୍‌ ଗେଟ୍‌ ଜରିଆରେ ଅତିରିକ୍ତ […]

Read More Text.

ଏଆଇଟିୟୁସି ମୟୁରଭଞ୍ଜ ଜିଲ୍ଲା ସମ୍ମିଳନୀ

 ବ୍ୟାପକ ଶ୍ରମିକ ଆନ୍ଦୋଲନ ପାଇଁ ଆହ୍ୱାନ ବାରିପଦା :.ଅଖିଳ ଭାରତ ଟ୍ରେଡ୍ ୟୁନିଅନ,କଂଗ୍ରେସ (ଏଆଇଟିୟୁସି)ର ମୟୂରଭଞ୍ଜ ଜିଲ୍ଲା ସମ୍ମିଳନୀ ପାଲବଣି କମ୍ୟୁନିଟି ହଲ୍ ଠାରେ ପତାକା ଉତ୍ତୋଳନ ପୂର୍ବକ ଅନୁଷ୍ଠିତ ହୋଇଯାଇଛି। ସାଥୀ କାହ୍ନୁଚରଣ ବେହେରା, ହୃଷୀକେଶ ସାହୁ ଓ ସୁଷମା ବାରିକଙ୍କୁ ନେଇ ଗଠିତ ସଭାପତି ମଣ୍ଡଳୀ ସଭା ପରିଚାଳନା କରିଥିଲେ। ଏଆଇଟିୟୁସି ରାଜ୍ୟ ସାଧାରଣ ସମ୍ପାଦକ ସାଥୀ ବିଜୟ ଜେନା ସମ୍ମିଳନୀକୁ ଉଦଘାଟନ କରି କହିଥିଲେ,୧୯୨୦ ମସିହାରୁ ପ୍ରତିଷ୍ଠିତ ଏଆଇଟିୟୁସି ବିଗତ ଦିନମାନଙ୍କରୁ ଆଜି […]

Read More Text.

ପ୍ରତିଶ୍ରୁତି ପ୍ରତିଷ୍ଠାନ ପକ୍ଷରୁ ଜିଲ୍ଲାସ୍ତରୀୟ ବହୁଭାଷୀ କବି ସମ୍ମିଳନୀ, ସାରସ୍ୱତ ସମାରୋହ ଓ ସମ୍ବର୍ଦ୍ଧନା ଉତ୍ସବ

ବାରିପଦା: ଦୀର୍ଘ ୪୪ ବର୍ଷ ଧରି ଭାଷା, ସାହିତ୍ୟ , ସଂସ୍କୃତି , କଳା ଓ ଆଧ୍ୟାତ୍ମିକ ଚେତନାର ବିକାଶ ପାଇଁ କାର୍ଯ୍ୟ କରୁଥିବା ପ୍ରତିଶ୍ରୁତି ପ୍ରତିଷ୍ଠାନ ତରଫରୁ ୮୦ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଏକ ବହୁଭାଷୀ କବି ସମ୍ମିଳନୀ, ସାରସ୍ୱତ ସମାରୋହ ଓ ସମ୍ବର୍ଦ୍ଧନା ଉତ୍ସବ ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ(ସଦ୍‌ଭାବନା ସଭା ଗୃହ) ଠାରେ ପ୍ରତିଷ୍ଠାନର ସ୍ଥାୟୀ ସଭାପତି ଡା. ପାର୍ଥ ସାରଥୀ ଜେନାଙ୍କ ପୌରହିତ୍ୟରେ ଏକ ଆଡମ୍ବରପୂର୍ଣ୍ଣ ପରିବୋରେ ଅନୁଷ୍ଠିତ ହୋଇଯାଇଛି […]

Read More Text.

 ଆନନ୍ଦ ଉଲ୍ଲାସ ସହିତ ପାଳିତ ହେଲା ଉପଖଣ୍ଡସ୍ତରୀୟ  ୮୦ତମ ସ୍ୱାଧୀନତା ଦିବସ

ବନ୍ଦେ ମାତରମ* ରାଷ୍ଟ୍ରୀୟ ଗୀତ ଗାନରୁ ଆରମ୍ଭ ହେଲା ଆନୁଷ୍ଠାନିକ ଉତ୍ସବ କାର୍ଯ୍ୟକ୍ରମ  ବାରିପଦା : ବାମନଘାଟୀ ସଦରମହକୁମା ରାଇରଙ୍ଗପୁର ଠାରେ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି. ଏହି ପବିତ୍ର ଦିବସ ପାଳନ ଅବସରରେ ସକାଳ ଘ.୦୯-୧୫ ମିନିଟ ସମୟ ରେ ସ୍ଥାନୀୟ ଷ୍ଟାଡିୟମ ପଡିଆ ଠାରେ ଆୟୋଜିତ ଉପଖଣ୍ଡ ସ୍ତରୀୟ ଆନୁଷ୍ଠାନିକ ଉତ୍ସବରେ ରାଇରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ, ଭାରତୀୟ ପ୍ରଶାସନିକ ସେବା ଅଧିକାରୀ  ଅଜିତ କୁମାର   ମୁଖ୍ୟ ଅତିଥି ଭାବେ ଯୋଗ ଦେଇ […]

Read More Text.

 ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଗରିମାମୟ ପରିବେଶରେ ପାଳିତ

ବାରିପଦା : ବାରିପଦାସ୍ଥିତ ରିଜର୍ଭ ପୋଲିସ ପଡ଼ିଆରେ ଜିଲ୍ଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ଆଜି ଆନନ୍ଦ, ଉତ୍ସାହ ଓ ଗରିମାମୟ ପରିବେଶରେ ପାଳିତ ହୋଇଛି। ଜିଲ୍ଲାପାଳ ତଥା ଜିଲ୍ଲା ଦଣ୍ଡାଧିକାରୀ ହେମକାନ୍ତ ସୟ୍ ମୁଖ୍ୟ ଅତିଥି ଭାବେ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ ।                      ଏହି ଅବସରରେ ମୁଖ୍ୟଅତିଥି ଶ୍ରୀ ସୟ୍ ନିଜ ଅଭିଭାଷଣରେ ସ୍ୱାଧୀନତା […]

Read More Text.

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଅବସର ନେଲେ ୱାଇ.ବି. ଖୁରାନିଆ

କଟକ: ଓଡ଼ିଶା ପୁଲିସର ଡିଜିପି ପଦରେ ପରିବର୍ତ୍ତନ ହୋଇଛି। ଡିଜିପି ୱାଇ.ବି. ଖୁରାନିଆ ରବିବାର ଚାକିରିରୁ ଅବସର ନେବା ପରେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଅନ୍ତରୀଣ ଡିଜିପି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଅପରାହ୍ନରେ କଟକସ୍ଥିତ ପୁଲିସ ମୁଖ୍ୟାଳୟରେ ପହଞ୍ଚି ସେ ଦାୟିତ୍ୱ ନେଇଥିଲେ। ଅବସରପ୍ରାପ୍ତ ଡିଜିପି ୱାଇ.ବି. ଖୁରାନିଆ ତାଙ୍କୁ ଦାୟିତ୍ୱ ହସ୍ତାନ୍ତର କରିଥିଲେ। ଦୁଇ ଦିନ ପୂର୍ବରୁ ରାଜ୍ୟ ସରକାର ୧୯୯୩ ବ୍ୟାଚ୍‌ର ଆଇପିଏସ୍‌ ଅଧିକାରୀ ବିନୟତୋଷ ମିଶ୍ରଙ୍କୁ ଅନ୍ତରୀଣ […]

Read More Text.

ବଢୁଛି ବୈତରଣୀ ଜଳସ୍ତର, ବନ୍ଧ ଉପରେ ଆଶ୍ରୟ ନେଲେ ବିପନ୍ନ ପରିବାର

ଭଦ୍ରକ: ବଢୁଛି ବୈତରଣୀ ନଦୀର ଜଳସ୍ତର। ବୈତରଣୀରେ ଚତୁର୍ଥ ଥର ବନ୍ୟା ଆସିଛି। ଆଖୁଆପଦା ଠାରେ ବିପଦ ସଂକେତ ଅତିକ୍ରମ କଲା ବନ୍ୟା ଜଳ। ଆଖୁଆପଦାଠାରେ ବିପଦ ସଂକେତ ୧୮.୩୩ ମିଟର ଥିବାବେଳେ ଏବେ ୧୮.୩୫ ମିଟର ଉପରେ ବନ୍ୟାଜଳ ପ୍ରଭାବିତ ହେଉଛି। ବୈତରଣୀରେ ବନ୍ୟା ଯୋଗୁଁ ଏବେ ଧାମନଗର ବ୍ଲକର ୧୨ ଓ ତିହିଡି ବ୍ଲକର ୨ଟି ପଞ୍ଚାୟତ ଜଳାର୍ଣ୍ଣବ ରହିଛି। ଭଦ୍ରକ -ଆରଡି, ଧୂଷୁରୀ -ହସନାବାଦ, ପତ୍ରି -ଫତେପୁର, ଗୁଡ଼ୁ ପୋଖରୀ -ଭଉରିଆ ବାଙ୍କ […]

Read More Text.

ବଙ୍ଗୋପସାଗରରେ ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ୨୧ ଯାଏ ଜାରି ରହିବ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ରବିବାର ପ୍ରତ୍ୟୁଷରେ ଏକ ନୂଆ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରାୟ ଉତ୍ତର-ପଶ୍ଚିମ ଦିଗକୁ ଗତି କରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅଧିକ ସ୍ପଷ୍ଟ ହେବାର ସମ୍ଭାବନା ଅଛି ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଅଗଷ୍ଟ ୧୭ ତାରିଖରେ ଉତ୍ତର ଓଡ଼ିଶା ଏବଂ ଗାଙ୍ଗେୟ ପଶ୍ଚିମବଙ୍ଗରେ ପୃଥକ ଭାବରେ ପ୍ରବଳ ବର୍ଷା ହୋଇପାରେ। ଅଗଷ୍ଟ ୧୬-୧୮ […]

Read More Text.

ସାରସ୍ବତ ସାଧକ ସାତକଡ଼ି ହୋତାଙ୍କ ରଚନା ମାନବ ଜୀବନର ସବୁ ଦିଗକୁ ସ୍ପର୍ଶ କରିଥାଏ

ଭୁବନେଶ୍ୱରରେ ଅନୁଷ୍ଠିତ ହେଲା ସ୍ମୃତି ଆଲୋଚନା ଚକ୍ର ଭୁବନେଶ୍ୱର : ପବିତ୍ର ସ୍ୱାଧୀନତା ଦିବସର ଶୁଭ ଅବସରରେ ରାଜଧାନୀସ୍ଥିତ ବୁଦ୍ଧ ମନ୍ଦିର ପରିସରରେ ବିଶିଷ୍ଟ ସାହିତ୍ୟିକ ସ୍ୱର୍ଗତ ସାତକଡ଼ି ହୋତାଙ୍କ ସ୍ମୃତିରେ ଏକ ଭବ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ‘ସାତକଡ଼ି ହୋତା ସ୍ମୃତି ସଂସଦ’ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମର ଶିର୍ଷକ ଥିଲା ‘ସାତକଡ଼ି ହୋତାଙ୍କ କୃତି ଓ କୃତିତ୍ୱ’। ଏହି ଅବସରରେ ବିଶିଷ୍ଟ ଅତିଥି ଓ ବକ୍ତାମାନେ ଯୋଗଦେଇ ସାତକଡ଼ି ହୋତାଙ୍କ ବହୁମୁଖୀ ପ୍ରତିଭା […]

Read More Text.

ବଡ଼ବେତରା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ୮୦ତମ ସ୍ୱାଧୀନତା ଦିବସ ପାଳିତ : ଦେଶଭକ୍ତିର ସ୍ୱରରେ ରଞ୍ଜିତ ହେଲା ପରିବେଶ

କେନ୍ଦ୍ରାପଡ଼ା(ବିକାଶ ବେହେରା)  : କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବଡ଼ବେତରା ଉଚ୍ଚପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ଦେଶର ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଉତ୍ସାହ, ଉଦ୍ଦୀପନା ଓ ଦେଶଭକ୍ତିର ମାହୋଲ ମଧ୍ୟରେ ପାଳିତ ହୋଇଯାଇଛି। ସକାଳୁ ବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ଗହଣରେ ଏକ ଗୁରୁତ୍ୱପୂର୍ଣ୍ଣ ସଭାର ଆୟୋଜନ କରାଯାଇଥିଲା। ଏହି ସ୍ମରଣୀୟ ଉତ୍ସବରେ ଗ୍ରାମର ପ୍ରତିଷ୍ଠିତ ବୟୋଜ୍ୟଷ୍ଠ ବ୍ୟକ୍ତିତ୍ୱ ତଥା ବିଶିଷ୍ଟ ସମାଜସେବୀ ନଗେନ୍ଦ୍ର ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା […]

Read More Text.