୧୮ ହଜାର ଡେଟୋନେଟର ଓଡ଼ିଶା- ଝାଡ଼ଖଣ୍ଡ ସୀମାରୁ ଜବତ କଲେ ସୁରକ୍ଷାବାହିନୀ
ରାଉରକେଲା : ଏକ ବଡ଼ ଷଡ଼ଯନ୍ତ୍ରକୁ ପଣ୍ଡ କଲେ ସୁରକ୍ଷାବାହିନୀ । ଜବତ ହେଲା ୧୮ ହଜାର ଡେଟୋନେଟର । ସୁରକ୍ଷାବାହିନୀ ଦ୍ବାରା ୧୮ହଜାର ଡେଟୋନେଟର ଜବତ ହୋଇଛି । ଓଡ଼ିଶା- ଝାଡ଼ଖଣ୍ଡ ସୀମା ଜରେଇକେଲା ଥାନା ସରଣ୍ଡା ଜଙ୍ଗଲରୁ ଜବତ କରିଛନ୍ତି ସୁରକ୍ଷାବାହିନୀ । ଉଦ୍ଧାର ପରେ ବୋମା ନିଷ୍କ୍ରିୟକାରୀ ଦଳ ସହାୟତାରେ ସେଗୁଡିକୁ ନଷ୍ଟ କରିଦିଯାଇଛି। ଟଣ୍ଟୋ ଥାନା ହୁସିପି ଗାଁର ଜଙ୍ଗଲ ଓ ପାହାଡ଼ରେ ଏସବୁ ବିସ୍ଫୋରକ ଲୁଚାଇ ରଖାଯାଇଥିଲା । ଗୁପ୍ତ ସୂଚନା […]
Read More Text.