କୃଷି ଓଭର୍ସିଅରଙ୍କ ମାସିକ ଗସ୍ତଭତ୍ତା ୪୫୦ରୁ ୧୫୦୦ ଟଙ୍କାକୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟ ସରକାର କୃଷି ଓଭର୍ସିଅରମାନଙ୍କ ମାସିକ ଗସ୍ତଭତ୍ତା ବୃଦ୍ଧି କରିଛନ୍ତି। ଏହି ଭତ୍ତା ୪୫୦ ଟଙ୍କାରୁ ୧୫୦୦ ଟଙ୍କାକୁ ବୃଦ୍ଧି ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି। ରାଜ୍ୟରେ ସମୁଦାୟ ୧୫୬୭ ଟି କୃଷି ଓଭର୍ସିଅର ପଦବି ଥିବାବେଳେ ବର୍ତ୍ତମାନ ୧୨୫୭ ଜଣ କାର୍ଯ୍ୟରତ ଅଛନ୍ତି। ସୂଚନାଯୋଗ୍ୟ ଯେ, କୃଷି ଓଭର୍ସିଅରମାନଙ୍କୁ ଅତି କମରେ ୨୦ ଦିନ ଗସ୍ତ କରିବାକୁ ପଡ଼ିଥାଏ। ପୂର୍ବରୁ ସେମାନଙ୍କ ମାସିକ ଗସ୍ତଭତ୍ତା ୩୦୦ ଟଙ୍କା […]
Read More Text.