ସୂର ସଂଗୀତ କଳା କେନ୍ଦ୍ରର ବାର୍ଷିକ ପରୀକ୍ଷା
ବାରିପଦା : ଆଜି ମୟୂରଭଞ୍ଜ ଜିଲ୍ଲା ର ଅଗ୍ରଣୀ କଳା ଶିକ୍ଷା ଅନୁଷ୍ଠାନ ସୂର ସଂଗୀତ କଳା କେନ୍ଦ୍ର ର ବାର୍ଷିକ ପରିକ୍ଷା ସଂଗୀତ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କଳା କେନ୍ଦ୍ର ରେ ତାଲିମପ୍ରାପ୍ତ ପ୍ରଶିକ୍ଷଣ ଶିକ୍ଷକ ମାନଙ୍କ ଦ୍ବାରା ଭାରତୀୟ ଶାସ୍ତ୍ରୀୟ ସଂଗୀତ , ଓଡିଶୀ ସଂଗୀତ, ଓଡିଶୀ ନୃତ୍ଯ, ହିନ୍ଦୁସ୍ଥାନ ତବଲା ଏବଂ ଯନ୍ତ୍ର ବାଦ୍ଯର ଛାତ୍ର ଛାତ୍ରୀଙ୍କୁ ତାଲିମ ପ୍ରଦାନ କରାଜଉଅଛି । ଏହା ବ୍ୟତୀତ ଉଚ୍ଚାଙ୍ଗ ଘାରାନା […]
Read More Text.