ନୂଆପଡ଼ାରେ ବାଘ ଆତଙ୍କ, ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ
ନୂଆପଡ଼ା : ନୂଆପଡ଼ାରେ ବାଘ ଆତଙ୍କ । ଗୁହାଳରେ ପଶି ଗାଈକୁ ମାରିଲା କଲରାପତରିଆ । ଧରମବନ୍ଧା ଥାନା ପଣ୍ଡରିପାଣି ଗାଁରେ ବାଘ ଆତଙ୍କ ଦେଖିବାକୁ ମିଳିଛି । ଆଶରାମ ରାଉତଙ୍କ ଗୁହାଳରେ ପଶି ଗାଈକୁ ମାରିଦେଇଥିବା ଅଭିଯୋଗ ହୋଇଛି । ଗ୍ରାମବାସୀଙ୍କ ହୋହଲ୍ଲା ପରେ ବାଘଟି ଗାଈକୁ ଛାଡ଼ି ଜଙ୍ଗଲକୁ ପଳାଇଥିଲା । ଏହା ପରେ ଭୟଭୀତ ଅବସ୍ଥାରେ ଅଛନ୍ତି ଗ୍ରାମବାସୀ । କଲରାପତରିଆ ବାଘ ଗାଁ ନିକଟ ଜଙ୍ଗଲରେ ରହିଥିବା ଜଣାପଡ଼ିଛି। ପଣ୍ଡରୀପାଣି ଗାଁରେ ପହଞ୍ଚି […]
Read More Text.