ମଇ ୨୭ ତାରିଖ ସୁଦ୍ଧା କେରଳ ଛୁଇଁବ ମୌସୁମୀ
ଭୁବନେଶ୍ବର: ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବାକୁ ପାଗ ସମ୍ପୂର୍ଣ୍ଣ ଅନୁକୂଳ ରହିଛି। ଆସନ୍ତା ମେ’ ୨୭ ବେଳକୁ ମୌସୁମୀ ଭାରତ […]
Read More Text.