Screenshot 2025 06 16 094922

ଯାଜପୁରରେ ଆଉ ୪ କଲେରା ରୋଗୀ ଚିହ୍ନଟ, ପଜିଟିଭ ସଂଖ୍ୟା ୩୧କୁ ବୃଦ୍ଧି

ଯାଜପୁର: ଯାଜପୁର ଜିଲ୍ଲାରେ ଆଉ ୪ ଜଣ କଲେରା ରୋଗୀ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ କଲେରା ପଜିଟିଭ ସଂଖ୍ୟା ଏବେ ୩୧କୁ ବୃଦ୍ଧି ଘଟିଛି । ସୂଚନା ଯୋଗ୍ୟଯେ, ଆକ୍ରାନ୍ତ ରୋଗୀଙ୍କର ମୋଟ ୨୦୮ଟି ନମୁନା ପରୀକ୍ଷା ପାଇଁ ପଠାଯାଇଥିଲା । ତନ୍ମଧ୍ୟରୁ ୧୨୯ଟି ନମୁନାର ପରୀକ୍ଷା ରିପୋର୍ଟ ମିଳିଥିବା ବେଳେ ସେଥିମଧ୍ୟରୁ ମୋଟ ୩୧ଟି ନମୁନାରେ ପଜିଟିଭ ବାହାରିଥିବା ସୂଚନା ମିଳିଛି । ଜିଲ୍ଲାରେ ଆଜି ସୁଦ୍ଧା ୧୫୪ଜଣ ସଂକ୍ରମିତ ହୋଇ ବିଭିନ୍ନ […]

Read More Text.
Firing

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ, ଛୁରା ଓ ଗୁଳି ମାଡ଼ ହୋଇଥିବା ଅଭିଯୋଗ

ମୟୁରଭଞ୍ଜ : ପୂର୍ବ ଶତ୍ରୁତା ଓ ଛେଳି ଚୋରିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ଆକ୍ରମଣ ।  ଆକ୍ରମଣ ବେଳେ ଛୁରାମାଡ଼ ଓ ଗୁଳି ମାଡ଼ ହୋଇଥିବା ଜଣାଯାଇଛି । ଜଣେ ମହିଳା ସମେତ ୩ ଜଣ ଗୁରୁତର ହୋଇଛନ୍ତି । ବାରିପଦା ଟାଉନ ଥାନା ଅନ୍ତର୍ଗତ କଳିକାପୁର ଅଞ୍ଚଳରୁ ଆସିଛି ଏମିତି ଅଭିଯୋଗ। ଗୁରୁତରମାନଙ୍କୁ ବାରିପଦା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ହସ୍ପିଟାଲରେ ଉତ୍ତେଜନା ଦେଖାଦେଇଛି । ତା ସହ ପୋଲିସକୁ […]

Read More Text.
Image 2025 06 24t143229.246

ଓଡ଼ିଶାର ଟେକ୍ନୋଲୋଜି ଅଭିବୃଦ୍ଧିରେ ଯୋଡ଼ିହେଲା ଲଜାଇଲର ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାକୁ ଏକ ବିଶ୍ୱସ୍ତରୀୟ ଟେକ୍ନୋଲୋଜି ହବରେ ପରିଣତ କରିବାପାଇଁ ରାଜ୍ୟ ସରକାର ପ୍ରୟାସ ଜାରି ରଖିଛନ୍ତି । ଅତ୍ୟାଧୁନିକ କର୍ମଶକ୍ତି ପରିଚାଳନା, ସାମର୍ଥ୍ୟର ଅପ୍ଟିମାଇଜେସନ୍ ଏବଂ ନବସୃଜନ ତଥା ଉତ୍କର୍ଷ ପ୍ରତି ପ୍ରତିବଦ୍ଧତା ରଖି ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଲଜାଇଲ୍ ଏହାର ନୂତନ ସହାୟକ କମ୍ପାନୀ ଏବଂ ବିଶ୍ୱସ୍ତରୀୟ ନବସୃଜନ କେନ୍ଦ୍ର ଭୁବନେଶ୍ବରରେ ଉଦଘାଟନ କରିଛି । କାର୍ଯ୍ୟକ୍ରମ ଆରମ୍ଭରେ ଲଜାଇଲର ପ୍ରତିଷ୍ଠାତା ତଥା ସିଇଓ ପୂର୍ଣ୍ଣ ମିଶ୍ର ଅତିଥିମାନଙ୍କୁ ସ୍ୱାଗତ ଜଣାଇବା […]

Read More Text.
Delhi z

ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲା, ଗିରଫ ଭୟରେ ଜୀବନ ହାରିବା ଉଦ୍ୟମ କରୁଥିଲେ ଅଭିଯୁକ୍ତ

ଯାଜପୁର : ଗିରଫ ଭୟରେ ବିଷ ପିଇଦେଲେ । ଦିଲ୍ଲୀ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ ମାମଲାରେ ବିଷ ପିଇ ଯୁବକଙ୍କ ଜୀବନ ହାରିବା ଉଦ୍ୟମ । ମାନସିକ ଭାରସାମ୍ୟ ହରାଇ ବିଷ ପିଇଥିବା ସୂଚନା ମିଳିଛି । ଗୁରୁତର ଅବସ୍ଥାରେ ଅଭିଯୁକ୍ତଙ୍କୁ ଯାଜପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ପୋଲିସ ହେପାଜତରେ ଅନିଲର ଚିକିତ୍ସା ଚାଲିଛି । ଅସଦାଚରଣ ଅଭିଯୋଗକୁ ଖଣ୍ଡନ କରିଛି ଅଭିଯୁକ୍ତ ଅନିଲ । ଏଥିରେ ସମ୍ପୃକ୍ତ ଅନ୍ୟ ଜଣଙ୍କୁ ଏବେବି ଖୋଜୁଛି ପୋଲିସ । […]

Read More Text.
Screenshot 2025 06 24 140000

ଆଠଗଡରେ ବିଜେଡି-ବିଜେପି କର୍ମୀ ମୁହାଁମୁହିଁ

କଟକ: ପଞ୍ଚାୟତ ବୈଠକ ପୂର୍ବରୁ ଆଠଗଡ଼ ବ୍ଲକ୍‌ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା । ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୋଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ତିନି ପ୍ଲାଟୁନ ପୋଲିସ ଫୋର୍ସ ସମେତ ଜଣେ ଅତିରିକ୍ତ ଏସପି, ୨ ଡିଏସପି ଓ ୮ରୁ ଉର୍ଦ୍ଧ୍ୱ ଆଇଆଇସି ମୁତୟନ କରାଯାଇଛି। ସୂଚନାଥାଉକି, ଆଜି ପଞ୍ଚାୟତ ବୈଠକରେ ଆଠଗଡ ବିଧାୟକ ଯୋଗଦେବାର ଥିଲା । ବିଧାୟକ ଯୋଗଦେବା ପୂର୍ବରୁ […]

Read More Text.
Img 20250623 wa0156

ଦୁଇଦିନିଆ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ

ବାରିପଦା –  ବାରିପଦା ନିକଟସ୍ଥ ଇନ୍ଦୁପାଇ ସ୍ଥିତ ପୂର୍ଣ୍ଣ ନିବାସରେ ସିନେମା କାହାଣୀ ଲିଖନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ସାନ୍ତାଳୀ ଆର୍ଟ ଏଣ୍ଡ ଫିଲ୍ମ ଡିଭେଲପମେଣ୍ଟ ଫାଉଣ୍ଡେସନ, ବାରିପଦା ଓ ଏମ୍ପ୍ଲିଫାୟାର ମିଡ଼ିଆ, କୋଲକାତା ର ମିଳିତ ସହଯୋଗରେ ଅନୁଷ୍ଠିତ ଏହି କର୍ମଶାଳରେ ମୟୁରଭଞ୍ଜ, ବାଲେଶ୍ୱର, ଭୁବନେଶ୍ୱର ସମେତ ଝାଡ଼ଖଣ୍ଡ ଓ ପଶ୍ଚିମବଙ୍ଗର ମୋଟ ଜଣ ୨୦ ଜଣ ପ୍ରତିଭାଗୀ ଯୋଗ ଦେଇଥିଲେ I ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୂର୍ବତନ ମନ୍ତ୍ରୀ ସରୋଜିନୀ […]

Read More Text.
Injured sibannand barik

ଗୁଳି ଫୁଟାଇ ଟଙ୍କା ଲୁଟ ଉଦ୍ୟମ, ଗୁରୁତର ଅବସ୍ଥାରେ ଯୁବକ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା: ଆଜି ପୂର୍ବାହ୍ନ ପାଖାପାଖି ୧୦.୩୦ ରୁ ୧୧ ଟା ସମୟ ମଧ୍ୟରେ ମୟୁରଭଞ ଜିଲା କୁଳିଅଣା ଥାନା ଅନ୍ତର୍ଗତ ବାଇଗଣବାଡିଆ ନିକଟରେ ଜାତୀୟ ରାଜପଥ ଉପରେ ଜଣେ ଯୁବକ ଉପରେ ଗୁଳିମାଡ କରି ତିନିଜଣ ଯୁବକ ଫେରାର ହୋଇଯାଇଛନ୍ତି । ମିଳିଥିବା ସୂଚନା ଅନୁଯାୟୀ ଆଜି କୁଳିଅଣା ବିଦେଶୀ ମଦଦୋକାନ ରେ କାର୍ଯ୍ୟକରୁଥିବା ଜଣେ ସ୍ଥାନୀୟ ଅଞ୍ଚଳର ଶିବାନନ୍ଦ ବାରିକ ନାମକ ଯୁବକ ଏକ ବାଇକ ରେ ପାଖାପାଖି ଆଠଲକ୍ଷ ଟଙ୍କା ଏକ ବ୍ୟାଗରେ ନେଇ […]

Read More Text.
Photo for the news of jana abhiyog sunani

ବନ୍ତ ବ୍ଳକରେ ଜନ ଅଭିଯୋଗ ଶୁଣାଣି

ଆଗରପଡ଼ା :ସୋମବାର ବନ୍ତ ବ୍ଳକରେ ଜିଲ୍ଲାପାଳଙ୍କ ଦ୍ୱାରା ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଦିଲୀପ ରାଉତରାୟ ଉକ୍ତ ଶିବିରରେ ଯୋଗ ଦେଇ ସମୁଦାୟ ୧୦୦ଟି ଅଭିଯୋଗ ଶୁଣିଥିଲେ । ଉକ୍ତ ଶିବିରରେ ଜିଲ୍ଲାପାଳଙ୍କ ସମେତ ଆରକ୍ଷୀ ଅଧିକ୍ଷକ ମନୋଜ ରାଉତ,ଜିଲ୍ଲା ମୁଖ୍ୟ ଗ୍ରାମ୍ୟ ଉନ୍ନୟନ ଅଧିକାରୀ ସୁରେନ୍ଦ୍ର ସାମଲ,ଅତିରିକ୍ତ ଜିଲ୍ଲାପାଳ ସରୋଜ ଦତ୍ତ,ଉପଜିଲ୍ଲାପାଳ ସୌରଭ ଚକ୍ରବର୍ତ୍ତିୀ,ବିଡ଼ିଓ ସିତାକାନ୍ତ ରାଉତ,ତହସିଲଦାର ସାର ହେମ୍ବ୍ରମ,ବନ୍ତ ଥାନାଧିକାରିଣୀ ମୋନାଲିସା କର,ବ୍ଲକ ଅଧ୍ୟକ୍ଷ ମନୋରଜଂନ ଘଡ଼େଇ ପ୍ରମୁଖ […]

Read More Text.
Photo for the news of swagat utsav

ସ୍କୁଲ ପିଲାଙ୍କୁ ସ୍ୱାଗତ ଉତ୍ସବ

ଆଗରପଡ଼ା :ଗ୍ରୀଷ୍ମ ଅବକାଶ ପରେ ସୋମବାର ସ୍କୁଲଗୁଡ଼ିକ ଖୋଲିଛି । ଏହି ଅବସରରେ ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ଓଡ଼ଙ୍ଗ ଜେକେ ନୋଡାଲ ଉପ୍ରା ବିଦ୍ୟାଳୟ ପରିସରରେ ସ୍ୱାଗତ ଉତ୍ସବର ଆୟୋଜନ କରାଯାଇଥିଲା । ଛାତ୍ରଛାତ୍ରୀମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରାଯାଇଥିଲା । ସିଆରସିସି ପରମେଶ୍ୱର ପୃଷ୍ଟିଙ୍କ ଅଧ୍ୟକ୍ଷତା ଓ ପ୍ରଧାନଶିକ୍ଷକ ମାଧବାନନ୍ଦ ମୁଣ୍ଡାଙ୍କ ସଂଯୋଜନାରେ ଆୟୋଜିତ ସଭାରେ ପ୍ରଦୀପ ପଲେଇ, ସତ୍ୟାନନ୍ଦ ଜେନା, ସନାତନ ଦାସ, ନିରଞ୍ଜନ ବେହେରା, ବିସୟା ପଲେଇ, ନୟନା ଜେନା, ମମତା ଗିରି, […]

Read More Text.
Ewq

ଆଗରପଡ଼ା ରଥଖଳା ଚଳଚଂଚଳ

ଆଗରପଡ଼ା :ଜିଲ୍ଲାର ଅନ୍ୟତମ ପ୍ରମୁଖ ତଥା ପୁରାତନ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଦ୍ରୁତଗତିରେ ଚାଲିଛି । ଏଥିପାଇଁ ରଥ ଖଳା ଚଳଚଞ୍ଚଳ ହୋଇ ଉଠିଛି । ଯୁବ ଠାକୁର ରାଜା ତଥା ସୁପ୍ରିମକୋର୍ଟ ଆଡ଼ଭୋକେଟ ଜଗତମୋହନ ସିଂହଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହା ଚାଲିଛି । ଏହି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏଠାରେ ଶାନ୍ତିଶୃଙ୍ଖଳା ଭାବେ ସମାପନ ପାଇଁ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି ଶ୍ରୀ ସିଂହ ।

Read More Text.