IMG 20260410 WA0180

ମାଦଳ ମହୁରୀ ଉତ୍ସବ – ୨୦୨୬ ଉଦଯାପିତ ( ନାଟକ “ମରୀଚିକାର ଛାଇ” ମଞ୍ଚସ୍ଥ )

ବାରିପଦା :  ସ୍ଥାନୀୟ ସହିଦ ସ୍ମୃତି ଭବନରେ ଦୁର୍ଯ୍ୟ – ସରସ୍ବତୀ ସାଂସ୍କୃତିକ ପରିଷଦ ଓ ସୌଖିନ କଳାକାର କ୍ଲବ ଆନୁକୂଲ୍ୟରେ ଆୟୋଜିତ ୩ ଦିନିଆ ମାଦଳ ମହୁରୀ ଉତ୍ସବ – ୨୦୨୬ ଉଦଯାପିତ ହୋଇଯାଇଛି I ଶେଷ ସନ୍ଧ୍ୟାରେ କ୍ଷୀରୋଦ ସିଟଙ୍କ ରଚିତ ତଥା ନିର୍ଦ୍ଦେଶିତ ନାଟକ “ମରୀଚିକାର ଛାଇ” ରେ କାକୋଲୀ ନନ୍ଦି ଓ କ୍ରିଷ୍ଣା ଦାସଙ୍କ ଅଭିନୟ ଦର୍ଶକଙ୍କୁ ସ୍ତବ୍ଧ କରିଥିଲା I  ନାଟକ ପ୍ରାରମ୍ଭରେ ପରିଷଦର ମୁଖ୍ୟ ସଂଯୋଜକ କ୍ଷୀରୋଦ ବିହାରୀ […]

Read More Text.
IMG 20260410 WA0191

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ୭୨ ଦିନିଆ କାଉଣ୍ଟଡାଉନ୍ କାର୍ଯ୍ୟକ୍ରମ ସମାପନ

ବାରିପଦା (୧୦/୦୪) :  ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟର ଦୂର ଓ ଅନଲାଇନ୍ ଶିକ୍ଷା କେନ୍ଦ୍ର (ସିଡିଓଇ) ଦ୍ୱାରା ଶୁକ୍ରବାର ଦିନ, ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ଏକ ୭୨ ଦିନିଆ କାଉଣ୍ଟଡାଉନ୍ କାର୍ଯ୍ୟକ୍ରମ ଆୟୋଜନ ହୋଇଯାଇଛି । ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ, ନୂଆଦିଲ୍ଲୀ, ମୋରାରଜୀ ଦେଶାଇ ଜାତୀୟ ଯୋଗ ପ୍ରତିଷ୍ଠାନ ଦ୍ୱାରା ଜାରି ନିର୍ଦ୍ଦେଶାବଳୀକୁ ପାଳନ ପୂର୍ବକ ଏହି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏବଂ ଜନସାଧାରଣଙ୍କ ମଧ୍ୟରେ ଯୋଗ ବିଷୟରେ ସଚେତନତା […]

Read More Text.
IMG 20260410 WA0197

ଚୈତ୍ର ପର୍ବ ଓ ପଲ୍ଲିଶ୍ରୀ ମେଳା–୨୦୨୬ ପାଳନ : ୧୧ରୁ ୧୫ ତାରିଖ ଯାଏଁ ଅନୁଷ୍ଠିତ ହେବ

ପ୍ରଥମ ତିନି ଦିନ ବିଭିନ୍ନ ଛଉ ନୃତ୍ୟ ଆୟୋଜନ ହେବ ବାରିପଦା (୧୦/୦୪) : ମୟୂରଭଞ୍ଜ ଜିଲ୍ଲାର କଳା ସଂସ୍କୃତି ପାଇଁ ସ୍ୱତନ୍ତ୍ର ପରିଚୟ ପ୍ରାପ୍ତ ଚୈତ୍ର ପର୍ବ-୨୦୨୬ କୁ ମହା ଧୁମଧାମରେ ପାଳନ କରିବା ଜିଲ୍ଲା ପ୍ରଶାସନ ପ୍ରସ୍ତୁତ ଚୂଡ଼ାନ୍ତ କରିଛି । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଏହାର ବିଭିନ୍ନ ରୂପରେଖ ସମ୍ପର୍କରେ ସୂଚନା ଦେଇଥିଲେ । ଚଳିତ ବର୍ଷ ଚୈତ୍ର ପର୍ବ […]

Read More Text.
Cabinate 300x169

ରାଜ୍ୟ କ୍ୟାବିନେଟରେ ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର

ଭୁବନେଶ୍ୱର : ୫ ବିଭାଗର ୧୧ ପ୍ରସ୍ତାବକୁ ମୋହର ।  ଜଳସଂପଦ ବିଭାଗର ୫ଟି ଟେଣ୍ଡରକୁ ଅନୁମୋଦନ । ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପାନୀୟଜଳ ପରିଚାଳନା ଓ ରକ୍ଷଣାବେକ୍ଷଣ ନୀତିକୁ ମଞ୍ଜୁରୀ । ୩ ,୪୦୦ କୋଟିର ଅଟକଳ ବସଷ୍ଟାଣ୍ଡ ଯୋଜନାକୁ ଅନୁମୋଦନ । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣାବେକ୍ଷଣ ନୀତି ଆଣିଲେ ରାଜ୍ଯ ସରକାର । ଏହାକୁ ରାଜ୍ଯ କ୍ୟାବିନେଟରେ ଆଜି ଅନୁମୋଦନ ମିଳିଛି। ଏହି ନୀତି […]

Read More Text.
Vote

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି: ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର : ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ । ଏପ୍ରିଲ୍ ସୁଦ୍ଧା ସିଟ୍ ସଂରକ୍ଷଣ ଶେଷ କରିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ । ସରପଞ୍ଚଙ୍କ ଠାରୁ ଜିଲ୍ଲା ପରିଷଦ, କାହା ପାଇଁ କେଉଁ ସିଟ୍ ସଂରକ୍ଷଣ ରହିବ ହେବ ଚିହ୍ନଟ । ୫୦% ମହିଳାଙ୍କ ପାଇଁ ସଂରକ୍ଷଣ ହେବ । ଏପ୍ରିଲ୍ ୧୭ ସୁଦ୍ଧା ଆପତ୍ତି ଅଭିଯୋଗ କରିପାରିବେ ଜନସାଧାରଣ । ଆସନ୍ତାବର୍ଷ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଓଡ଼ିଶା ସରକାର ପ୍ରକ୍ରିୟା ତ୍ୱରାନ୍ୱିତ କରିଛନ୍ତି […]

Read More Text.
SCHOOL 300x169

୨୭ ସୁଦ୍ଧା ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP

ଭୁବନେଶ୍ୱର : କେବେ ଖରା ଛୁଟି ହେବ ନିଷ୍ପତ୍ତି ହୋଇନି । ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ପୋଷାକ ବଣ୍ଟନ ନେଇ SOP ଜାରି ହୋଇଛି । ଛୁଟି ଭିତରେ ସମସ୍ତଙ୍କୁ ଡ୍ରେସ ଯୋଗାଇ ଦିଆଯିବ। ତେବେ କେବେ ସ୍କୁଲ ଛୁଟି ହେବ କିଛି ନିଷ୍ପତ୍ତି ହୋଇନି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି । ସମୟ ଦେଖି ସଠିକ୍ ସମୟରେ ନିଷ୍ପତ୍ତି ନିଆଯିବ। ଏଥରକ ଖରା ଛୁଟି ପୂର୍ବରୁ ସବୁ […]

Read More Text.

ବାତିଲ ହୋଇନି ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବରରେ ମେଟ୍ରୋ ପ୍ରକଳ୍ପ ନେଇ ନଗର ଉନ୍ନୟନ ମନ୍ତ୍ରୀ ପ୍ରତିକ୍ରିୟା ଦେଇଅଛନ୍ତି । ବାତିଲ ହୋଇନି ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ, ସାମୟିକ ଭାବେ ସ୍ଥଗିତ ରଖାଯାଇଛି । ମୁଖ୍ୟମନ୍ତ୍ରୀ କେଉଁଠି ମନା କରିନାହାନ୍ତି, ପ୍ରକଳ୍ପ ମୁଖ୍ୟମନ୍ତ୍ରୀଙ୍କ ବିଚାରଧୀନ ରହିଥିବା କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଆଜି ନ ହେଲେ କାଲି ମେଟ୍ରୋର ଆବଶ୍ୟକତା ରହିଥିବା ମନ୍ତ୍ରୀ କହିଛନ୍ତି । ଏଥିପାଇଁ ଆନ୍ତଃମନ୍ତ୍ରୀସ୍ତରୀୟ କମିଟି ଗଠନ କରାଯାଇଛି । କେଉଁ ଉପାୟରେ ମେଟ୍ରୋ ପ୍ରକଳ୍ପ […]

Read More Text.
Diarrhea 300x166

ଧର୍ମଶାଳାରେ ଝାଡ଼ାବାନ୍ତି ଆତଙ୍କ, ସ୍ଥିତି ପରଖିଲେ CDMO

ଯାଜପୁର : ଧର୍ମଶାଳାରେ ବ୍ୟାପୁଛି ଝାଡ଼ାବାନ୍ତି । ସ୍ଥିତି ପରଖିଲେ CDMO । ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ ବାଉଁଶଡୋଳ ଗାଁରେ ଝାଡାବାନ୍ତିରେ ୫ରୁ ଅଧିକ ଆକ୍ରାନ୍ତ ହୋଇଛନ୍ତି । ଧର୍ମଶାଳା ଗୋଷ୍ଠୀସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇ ଚିକିତ୍ସିତ ହେଉଛନ୍ତି। ତେବେ ଉକ୍ତ ଗାଁର ଜଣେ ଯୁବକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହୋଇ ଫେରିବା ପରେ ତାଙ୍କର ମୃତ୍ୟୁ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଜୟ […]

Read More Text.
IMG 20260409 WA0207

୧୦୦ ଦିନ, ୧୦୦ ସହର, ୧୦୦ ଅନୁଷ୍ଠାନ: ୨୦୨୬ ଅନ୍ତର୍ଜାତୀୟ ଯୋଗ ଦିବସ ପାଇଁ ୭୨ ଦିନିଆ କାଉଣ୍ଟଡାଉନ୍

ବାରିପଦା : ଭାରତ ସରକାରଙ୍କ ଆୟୁଷ ମନ୍ତ୍ରଣାଳୟ ଅନ୍ତର୍ଜାତୀୟ ଯୋଗ ଦିବସ ଆୟୋଜନରେ ନେତୃତ୍ୱ ନେଇଛି ଯାହା ସାରା ବିଶ୍ୱରେ ପ୍ରବଳ ଉତ୍ସାହ ଏବଂ ସମର୍ଥନ ସଂଗ୍ରହ କରିଛି । ଭାରତର ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଜୀଙ୍କ ଦ୍ୱାରା ପୂର୍ବରୁ ଦିଆଯାଇଥିବା ପରାମର୍ଶ ଉପରେ ଆଧାରିତ ୨୦୧୪ରେ ମିଳିତ ଜାତିସଂଘ ଦ୍ୱାରା ଗୃହୀତ ଏକ ସଂକଳ୍ପ ସହିତ ଏହି ପରମ୍ପରା ଆରମ୍ଭ ହୋଇଥିଲା । ସାରା ବିଶ୍ୱରେ, ଯୋଗର ଗ୍ରହଣୀୟତା ଏତେ ବୃଦ୍ଧି ପାଇଛି ଯେ […]

Read More Text.
IMG 20260409 WA0204

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବହିହାଟ ସମାପନ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ବିଶ୍ୱବିଦ୍ୟାଳୟ ସାହିତ୍ୟ ଓ ସାଂସ୍କୃତିକ ପରିଷଦ ଦ୍ୱାରା ଆୟୋଜିତ ବହିହାଟ ସମାପନ ହୋଇଯାଇଛି । ଓଡ଼ିଶା ସରକାରଙ୍କ ‘ଓଡ଼ିଆ ପକ୍ଷ’ ପାଳନ ଅବସରରେ ‘ଆସ ବହିଟିଏ କିଣିବା’ କାର୍ଯ୍ୟକ୍ରମ ଅନୁଯାୟୀ ମୟୂରଭଞ୍ଜ ତଥା ବହିରାଗତ ଲେଖକ ଓ ବିତରକ ମାନଙ୍କ ପ୍ରଦର୍ଶିତ ବହିହାଟରେ ୨୯ଟି ଷ୍ଟଲ୍‌ରେ ବହି ବିକ୍ରି ହୋଇଥିଲା । ବିଶ୍ୱବିଦ୍ୟାଳୟ ସମ୍ମିଳନୀ କକ୍ଷ ସମ୍ମୁଖରେ ଅନୁଷ୍ଠିତ ହୋଇଥିବା ଏହି ବହିହାଟକୁ ମୁଖ୍ୟ ଅତିଥି ଭାବେ ଯୋଗଦେଇ […]

Read More Text.