ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ, ସାତ ଦିନ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ
ପୁରୀ : ଦଇତାପତି ସେବକ ରାମକୃଷ୍ଣ ଦାସ ମହାପାତ୍ରଙ୍କୁ କୈଫିୟତ୍ ତଲବ । ନୋଟିସ ପାଇବାର ୭ ଦିନ ମଧ୍ୟରେ କୈଫିୟତ୍ ଦାଖଲ କରିବାକୁ ସମୟ ଦିଆଯାଇଛି । ନିଜର ଦ୍ବନ୍ଦ୍ବାତ୍ମକ ବୟାନ ଦ୍ବାରା ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଅଗଣିତ ଭକ୍ତ ତଥା ଶ୍ରଦ୍ଧାଳୁଙ୍କ ମନରେ ବିଭ୍ରାନ୍ତି ସୃଷ୍ଟି ଏବଂ ଶ୍ରୀମନ୍ଦିର ଗରିମାକୁ କ୍ଷୁଣ୍ଣ କରିବା ଅଭିଯୋଗରେ ତାଙ୍କୁ ଏହି ନୋଟିସ୍ ଜାରି କରାଯାଇଛି । ନୋଟିସ୍ ଜାରି କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ । ସାତ ଦିନ ଭିତରେ […]
Read More Text.