କାଠ ଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଘଟଗାଁ: ପାରିବାରିକ କଳହରୁ କରୁଣ ପରିଣତି । କାଠଫାଳିଆରେ ପିଟି ପିଟି ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ । କେନ୍ଦୁଝର ଜିଲ୍ଲା ଘଟଗାଁ ଥାନା ବାଙ୍କପାଟୁଳି ଗାଁରୁ ଆସିଛ ଏହି ଅଭିଯୋଗ । ଅଭିଯୁକ୍ତ ସ୍ତ୍ରୀ ଯାତ୍ରୀ ମୁଣ୍ଡାଙ୍କୁ ଗିରଫ କରିଛି ପୋଲିସ । ସୂଚନା ଅନୁସାରେ ଗତ ୧୦ ତାରିଖରେ ମୃତକ ଆନନ୍ଦ ମୁଣ୍ଡା ଏବଂ ତାଙ୍କ ପତ୍ନୀ ଯାତ୍ରୀ ମୁଣ୍ଡାଙ୍କ ମଧ୍ୟରେ କୌଣସି ଏକ କାରଣକୁ ନେଇ ପାଟିତୁଣ୍ଡ ଓ ଝଗଡା ହୋଇଥିଲା । ପରେ […]

Read More Text.

ପ୍ରକାଶ ପାଇଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ; ପାସ୍ ହାର ୬୩.୬୪%

କଟକ : ମାଧ୍ୟମିକ ଶିକ୍ଷା ପରିଷଦ, ଓଡ଼ିଶା ପକ୍ଷରୁ ୨୦୨୬ ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା (୨ୟ), ୨୦୨୬ର ଫଳାଫଳ ପ୍ରକାଶ ପାଇଛି ।  ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍‌ ପରୀକ୍ଷାରେ ମୋଟ ୫,୭୬୦ ଜଣ ପରୀକ୍ଷା ଦେଇଥିବା ବେଳେ ୩,୬୬୬ ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି । ପାସ୍ ହାର ୬୩.୬୪ ପ୍ରତିଶତ ରହିଛି। ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ A2ରେ ୫, B1ରେ ୧୨, B2ରେ ୫୩, Cରେ ୧୯୨, Dରେ ୫୩୬ […]

Read More Text.

ସିଟିଟିସିଠାରେ ଓଡ଼ିଶା ରକ୍ତଦାତା ମହାସଂଘ ଦ୍ୱାରା ସଫଳ ରକ୍ତଦାନ ଶିବିର ଅନୁଷ୍ଠିତ, ୧୬୨ ୟୁନିଟ୍ ରକ୍ତ ସଂଗୃହିତ

ଭୁବନେଶ୍ୱର — ଋତୁକାଳୀନ ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ରକ୍ତଦାତା ମହାସଂଘ ଦ୍ୱାରା ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (CTTC) ଠାରେ ଏକ ବୃହତ୍ ରକ୍ତଦାନ ଶିବିର ସଫଳତାର ସହ ଆୟୋଜିତ ହୋଇଯାଇଛି। ସିଟିଟିସି କର୍ତ୍ତୃପକ୍ଷଙ୍କ ସହଯୋଗରେ ଏବଂ କଟକ ଏସସିବି ମେଡିକାଲ କଲେଜ ରକ୍ତଭଣ୍ଡାରର ଚିକିତ୍ସା ସହାୟତାରେ ଏହି ଶିବିର ସମ୍ପାଦିତ ହୋଇଥିଲା। ଏହି ଶିବିରରେ ସମୁଦାୟ ୧୬୨ ୟୁନିଟ୍ ରକ୍ତ ସଂଗୃହିତ […]

Read More Text.

ସିଟିଟିସିଠାରେ ଓଡ଼ିଶା ରକ୍ତଦାତା ମହାସଂଘ ଦ୍ୱାରା ସଫଳ ରକ୍ତଦାନ ଶିବିର ଅନୁଷ୍ଠିତ, ୧୬୨ ୟୁନିଟ୍ ରକ୍ତ ସଂଗୃହିତ

ଭୁବନେଶ୍ୱର — ଋତୁକାଳୀନ ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ ବଡ଼ ପଦକ୍ଷେପ ସ୍ୱରୂପ, ଓଡ଼ିଶା ରକ୍ତଦାତା ମହାସଂଘ ଦ୍ୱାରା ଭୁବନେଶ୍ୱରସ୍ଥିତ ସେଣ୍ଟ୍ରାଲ ଟୁଲ୍ ରୁମ୍ ଆଣ୍ଡ ଟ୍ରେନିଂ ସେଣ୍ଟର (CTTC) ଠାରେ ଏକ ବୃହତ୍ ରକ୍ତଦାନ ଶିବିର ସଫଳତାର ସହ ଆୟୋଜିତ ହୋଇଯାଇଛି। ସିଟିଟିସି କର୍ତ୍ତୃପକ୍ଷଙ୍କ ସହଯୋଗରେ ଏବଂ କଟକ ଏସସିବି ମେଡିକାଲ କଲେଜ ରକ୍ତଭଣ୍ଡାରର ଚିକିତ୍ସା ସହାୟତାରେ ଏହି ଶିବିର ସମ୍ପାଦିତ ହୋଇଥିଲା।ଏହି ଶିବିରରେ ସମୁଦାୟ ୧୬୨ ୟୁନିଟ୍ ରକ୍ତ ସଂଗୃହିତ ହୋଇଛି। […]

Read More Text.

ମାନସିକ ଭାରସାମ୍ୟ ହରାଇ ଯୁବକଙ୍କ ଆତ୍ମହତ୍ୟା

ବାରିପଦା : ଦିନକୁ ଦିନ ଯୁବ ମହଲରେ ଅବସାଦ ଓ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି ଯାହାକି ସାମାଜିକ କର୍ମି ମହଲରେ ଚିନ୍ତାର ବିଷୟ ପାଲଟିଛି ।  ସୂଚନାଯୋଗ୍ୟ ମୟୂରଭଂଜ ଜିଲ୍ଲାର ସିମାନ୍ତ ତିରିଂ ଥାନା ଅଞ୍ଚଳର ଦୁବୁଲାବେଡା ଗ୍ରାମର  ବାଦଲ ପାତ୍ରର ରୋଜଗାରିଆ  ୨୪ ଵର୍ଷୀୟ ଭେଣ୍ଡିଆ ପୁଅ ସାଧୁ ପାତ୍ର ସୋମବାର ରାତିରେ ନିଜ ଘରେ ମାନସିକ ଭାରସାମ୍ୟ ହରାଇ ବେକରେ ଶାଢ଼ୀ ଗୁଡ଼ାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ଖବର ପାଇ […]

Read More Text.

ନିର୍ମାଣାଧୀନ ଘରୁ ଯୁବକଙ୍କ ମୃତଦେହ ଉଦ୍ଧାର; ଜଣେ ଅଟକ

ବାରିପଦା : ମୟୁରଭଞ୍ଜ ଜିଲ୍ଲା   ବିଶୋଇ ଥାନା ଅନ୍ତର୍ଗତ  ବାଢୁଣିଆ ଗ୍ରାମ କଲୋନୀସାହିରେ ଆଜି ଏକ ଅର୍ଦ୍ଧ ନବନିର୍ମାଣଧୀନ ଘର ମଧ୍ୟରୁ  ରକ୍ତଜୁଡୁବୁଡୁ ଅବସ୍ଥାରେ ଜଣେ ଯୁବକର ମୃତଦେହ ଉଦ୍ଧାର ହୋଇଛି।ମୃତ ଯୁବକ ଜଣଙ୍କ ହେଲେ ବାଢୁଣିଆ କଲୋନୀସାହିର  ଜନୈକ ୪୦ ବର୍ଷୀୟ ଅବିବାହିତା ଯୁବକଶିରିଶ ପଟେଲ  ଓରଫ ମାଳି।ଏହି ଘଟଣାକୁ ନେଇ ବିଶୋଇ ଥାନାରେ କେସ୍ ନଂ ୧୭୮/୨୬ ରେ ଏକ ମାମଲା ରୁଜ୍ଜୁ ହୋଇଥିବାବେଳେ ହତ୍ୟା ସନ୍ଦେହରେ ଉକ୍ତ ଗ୍ରାମର  ଜଣେ ବୃଦ୍ଧକୁ […]

Read More Text.

ଉପାନ୍ତ ଅଞ୍ଚଳରେ ୫-ଜି ନେଟୱର୍କ ସୁବିଧା ଯୋଗାଇବା ପାଇଁ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣୀରେ ଅଭିଯୋଗ 

ବାରିପଦା :  ମୟୂରଭଞ୍ଜ ଜିଲ୍ଲାର ବହଳଦା ବ୍ଲକ ଅନ୍ତର୍ଗତ ଯୋଶିପୁର ଗ୍ରାମ ପଞ୍ଚାୟତ ର କେତେଗୁଡିଏ ଗ୍ରାମ ଯଥା, କୁଦରସାହି, ଯୋଶିପୁର, ରଙ୍ଗାମାଟିଆ , ନନ୍ଦାବସା, ଅସୁରଘାଟି, ନୁଆଗାଁ ଏବଂ ସାପଘରା  ଅଞ୍ଚଳରେ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ  ୫ ଜି  ନେଟୱର୍କ ସୁବିଧା ଉପଲବ୍ଧ ନଥିବା ଯୋଗୁଁ ସାଧାରଣ ଲୋକ, ଛାତ୍ରଛାତ୍ରୀ, ଯୁବପିଢ଼ି, ଡିଜିଟାଲ ସେବା, ଡିଜିଟାଲ ବ୍ୟାଙ୍କିଙ୍ଗ ସାଧାରଣ ଉପଭୋକ୍ତା ଏବଂ କେତେ ଗୁଡ଼ିଏ ସରକାରୀ କାର୍ଯ୍ୟକ୍ରମ ଆୟୁଷ୍ମାନ କାର୍ଡ ଏକ୍ଟିବ୍ ସହିତ  ବିଭିନ୍ନ ସରକାରୀ ଯୋଜନା […]

Read More Text.

ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦଙ୍କ ଘରେ ED ରେଡ୍, କୋଟିଏରୁ ଊର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ଠାବ

ଭୁବନେଶ୍ୱର : ଅଡ଼ୁଆରେ ବିଶାଖାପାଟନମର ପୂର୍ବତନ ବିଧାୟକ ମାଲା ବିଜୟ ପ୍ରସାଦ। ବହୁ ସ୍ଥାବର ଓ ଅସ୍ଥାବର ସମ୍ପତି ଠାବ କରିଛି ED । ଚିଟଫଣ୍ଡ ଦୁର୍ନୀତି ମାମଲାରେ କୋଟିଏରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ ସହ ନାମୀ କାର ବି ମିଳିଛି । ଏଥିରେ ରହିଛି ମର୍ସଡିଜ,ବିଏମଡବ୍ଲୁ ଓ ମୋରେସ ଗ୍ୟାରେଜ ଭଳି କମ୍ପାନିର ଦାମୀ କାର । ଯାହାକୁ ସିଜ ପାଇଁ ପ୍ରକ୍ରିୟା ଆରମ୍ଭ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଏଥି ସହ ତାଙ୍କ ନାଁରେ […]

Read More Text.

ଇନସ୍ୟୁରାନ୍ସ ଓ ପଲ୍ୟୁସନ ସାର୍ଟିଫିକେଟ୍‌ ନଥିଲେ ସିଜ୍‌ ହେବ ଗାଡି

ଭୁବନେଶ୍ୱର : ଅମାନିଆ ଗାଡି ଚାଳକଙ୍କୁ ଆଉ ତ୍ରାହିଁ ନାହିଁ । ବିନା ଇନସ୍ୟୁରାନ୍ସ, ପଲ୍ୟୁସନ ସାର୍ଟିଫିକେଟ୍‌ ନଥାଇ ଗାଡି ଚଳାଇଲେ ଏଣିକି କଡା କାର୍ଯ୍ୟାନୁଷ୍ଠାନ । ଯେଉଁସବୁ ଗାଡ଼ିର ବୀମା ନଥିବ ଏବଂ ବାରମ୍ବାର ଜରିମାନା ଚାଲାଣ କଟୁଥିବା ସତ୍ତ୍ୱେ ବୀମା କରୁନଥିବେ ସେହିସବୁ ଗାଡ଼ିଗୁଡ଼ିକୁ ଜବତ କରାଯିବ ବୋଲି ପରିବହନ ବିଭାଗ ପକ୍ଷରୁ ନିର୍ଦ୍ଦେଶନମା ଜାରି କରାଯାଇଛି । ରାଜ୍ୟରେ ୬୫ଲକ୍ଷ ୭୩ ହଜାର ୬୩୩ଟି ଗାଡ଼ିର ବୈଧ ବୀମା ନଥିବା ଜଣାପଡ଼ିଛି । ସୁପ୍ରିମକୋର୍ଟଙ୍କ […]

Read More Text.

ଓଡ଼ିଶା ଡିଜିପି ନିଯୁକ୍ତିକୁ ନେଇ ସୁପ୍ରିମକୋର୍ଟରେ ମାମଲା, ଆସନ୍ତା ୧୨ରେ ଶୁଣାଣି

ନୂଆଦିଲ୍ଲୀ: ଓଡ଼ିଶାର ପରବର୍ତ୍ତୀ ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ସୁପ୍ରିମକୋର୍ଟରେ ଏକ ଗୁରୁତର ଅଭିଯୋଗ ଉଠିଛି। DGP ନିଯୁକ୍ତି ନେଇ ସର୍ବୋଚ୍ଚ ଅଦାଲତ ପୂର୍ବରୁ ଦେଇଥିବା ନିର୍ଦ୍ଦେଶକୁ ଓଡ଼ିଶା ସରକାର ଏଡ଼ାଇବାକୁ ଚେଷ୍ଟା କରୁଥିବା ଦର୍ଶାଇ ଏକ ଜନସ୍ୱାର୍ଥ ମାମଲା (PIL) ଦାଏର ହୋଇଛି। ଏହି ମାମଲାର ଜରୁରୀ ଶୁଣାଣି ପାଇଁ ସୁପ୍ରିମକୋର୍ଟ ରାଜି ହୋଇଛନ୍ତି ଏବଂ ଅଗଷ୍ଟ ୧୨ ଅର୍ଥାତ୍ ବୁଧବାର ଏହାର ଶୁଣାଣି ହେବ। ଭାରତର ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ, ବିଚାରପତି […]

Read More Text.