ଗୋପାଳପୁରରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲାରେ ହସ୍ତକ୍ଷେପ କଲା ଏନସିଡବ୍ଲ୍ୟୁ
ଗୋପାଳପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ମାମଲା । ଘଟଣାରେ ୧୦ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ, ଏଥିରେ ଜାତୀୟ ମହିଳା କମିଶନ (ଏନସିଡବ୍ଲ୍ୟୁ) ହସ୍ତକ୍ଷେପ କରିଛନ୍ତି । ଜାତୀୟ ମହିଳା କମିଶନ ମାମଲାରେ ଉଦବେଗ ପ୍ରକାଶ କରିବା ସହ ନିଜ ଆଡୁ ଏକ ମାମଲା ରୁଜୁ କରିଛନ୍ତି । ଜାତୀୟ ମହିଳା କମିଶନ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ମାମଲା ସହିତ ଜଡ଼ିତ ଅନ୍ୟ ଅଭିଯୁକ୍ତଙ୍କୁ […]
Read More Text.