ଡାଇରିଆ ଆତଙ୍କ: ଯାଜପୁରରେ ପହଞ୍ଚିଲା କେନ୍ଦ୍ରୀୟ ଟିମ, ଧର୍ମଶାଳାରେ ବିଭିନ୍ନ ଦୋକାନରେ ଝୁଲିଲା ତାଲା
ଯାଜପୁର: ଯାଜପୁରରେ ପୁଣି ପହଞ୍ଚିଲା କେନ୍ଦ୍ରୀୟ ଟିମ୍ । ଡାଇରିଆ ଆତଙ୍କ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କେନ୍ଦ୍ରୀୟ ପ୍ରତିନିଧି ଦଳ ସହ ଗୁରୁତ୍ୱପୂର୍ଣ୍ଣ ବୈଠକ ହୋଇଛି । ଏହା ପରେ ବିଭିନ୍ନ ବ୍ଲକ ଗସ୍ତ କରିବ ୧୦ ଜଣିଆ କେନ୍ଦ୍ରୀୟ ଟିମ୍ । ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟ ସମେତ ୧୩ ଟି ମେଡିକାଲରେ ୨୧୦ ଜଣ ରୋଗୀ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ପୁଣି ବଢ଼ିଲା ଝାଡ଼ାବାନ୍ତି ମୃତ୍ୟୁ ସଂଖ୍ୟା । ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି । […]
Read More Text.