୧୧ ଜିଲ୍ଲାରେ ୩୮୭୮ କୋଟିର ୧୭ଟି ପ୍ରକଳ୍ପକୁ ମଞ୍ଜୁରୀ ଦେଲେ ରାଜ୍ୟ ସରକାର
ଭୁବନେଶ୍ବର: ରାଜ୍ୟ ସରକାର ସିଙ୍ଗିଲ ୱିଣ୍ଡୋ କ୍ଲିୟରାନ୍ସ ବୈଠକରେ ୧୭ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରାଜ୍ୟରେ ୩୮୭୮.୮୬ କୋଟିର ପୁଞ୍ଜି ନିବେଶକୁ ମଞ୍ଜୁରୀ ମିଳିଛି। ୧୧ଟି ଜିଲ୍ଲାରେ ୧୭ଟି ପ୍ରକଳ୍ପ ନିର୍ମାଣ ହେବ। ଫଳରେ ୧୦ ହଜାର ୫୮୪ ନିଯୁକ୍ତି ସୃଷ୍ଟି ହେବ। ପ୍ଲାଷ୍ଟିକ, ଟେକ୍ସଟାଇଲ, ପର୍ଯ୍ୟଟନ କ୍ଷେତ୍ରରେ ପୁଞ୍ଜି ନିବେଶ ହେବ। ରାଜ୍ୟରେ ବେକାରୀ ସଂଖ୍ୟା ବଢିବାରେ ଲାଗିଛି। ଆବଶ୍ୟକତା ଅନୁସାରେ କଳକାରଖାନା ଓ […]
Read More Text.