ଆରଆଇ, ଅମିନ ପରୀକ୍ଷା ଫଳ: ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍
ଭୁବନେଶ୍ୱର: ଆରଆଇ, ଅମିନ ପରୀକ୍ଷା ଫଳ ପ୍ରକାଶ ପାଇଛି। ସବୁ ପରୀକ୍ଷାର୍ଥୀ ପ୍ରିଲିମ୍ ପାସ୍ କରିଛନ୍ତି।ସମସ୍ତ ପରୀକ୍ଷାର୍ଥୀ ପାସ୍ କରିଥିବା ଓଏସଏସଏସସି ସୂଚନା ଦେଇଛି । ୨୦୨୪ ସେପ୍ଟେମ୍ୱର ୨୦ରୁ ଅକ୍ଟୋବର ୮ ତାରିଖ ପର୍ଯ୍ୟନ୍ତ ପ୍ରିଲିମ୍ ପରୀକ୍ଷା ହୋଇଥିଲା। ପ୍ରିଲିମନାରୀ ପରୀକ୍ଷା ଦେଇଥିବା ସମସ୍ତ ଆଶାୟୀ ମେନ୍ ପରୀକ୍ଷା ଦେଇପାରିବେ । କେବଳ ପ୍ରିଲିମ୍ରେ କପି କରି ଧରା ପଡିଥିବା ୯ ଜଣ ମେନ୍ ଦେଇପାରିବେନି ବୋଲି ଓଏସଏସଏସସି ପକ୍ଷରୁ କୁହାଯାଇଛି। ହେଲେ କେବେ ମେନ୍ […]
Read More Text.