୨ ପୋଲିସ୍ କର୍ମଚାରୀଙ୍କ ମୃତ୍ୟୁ ଘଟଣା, ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ପିସିଆର୍ ଭ୍ୟାନ ଉପରେ ଚଢ଼ିଗଲା ହାଇୱା । ଦୁଇ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଶୋକସନ୍ତପ୍ତ ପରିବାରକୁ ଜଣାଇଲେ ସମବେଦନା । ଉଭୟ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ମୂଳକ ସହାୟତା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳୁ ସିଆରଆରଆଇ ଥାନା ପିସିଆର ପାଟ୍ରୋଲିଂ ବେଳେ କଟକ-ପାରାଦୀପ ରାସ୍ତାର ଗତିରାଉତପାଟଣାରେ ପୋଲିସ ପିସିଆରକୁ ଏକ […]
Read More Text.