ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ପାଳିତ, ବରପୁତ୍ରଙ୍କୁ ଉଚିତ ସମ୍ମାନ ଦେବା ପାଇଁ ଶପଥ 

ସବୁଠି ବରପୁତ୍ର ଙ୍କ ପ୍ରତିମୂର୍ତ୍ତି ସ୍ଥଳ ରେ ସଫେଇ ସହିତ ଶ୍ରଦ୍ଧା ସୁମନ ଅର୍ପଣ  ବାରିପଦା : ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନ ଆମେ ମୟୂରଭଂଜିଆ ର ଆହ୍ୱାନ କ୍ରମେ ପୂର୍ବ ବର୍ଷ ପରି ଚଳିତ ବର୍ଷ ମଧ୍ୟ ଏପ୍ରିଲ 21 ତାରିଖରେ ସବୁଠି ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନା ଏବଂ ଶ୍ରଦ୍ଧା ଓ ଆନ୍ତରିକତାର ସହିତ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ ପାଳିତ ହୋଇଛି l ଜିଲ୍ଲାର ଚାରି ଗୋଟି ଉପଖଣ୍ଡ ର ବିଭିନ୍ନ […]

Read More Text.

ମେ ୫ ଓ ମେ ୨୦ ଦେଶବ୍ୟାପୀ ବିକ୍ଷୋଭ, ସାଧାରଣ ଧର୍ମଘଟର ସଫଳତା ପାଇଁ ଏଆଇଟିୟୁସି, ମୟୂରଭଞ୍ଜ ଜିଲ୍ଲା ସମ୍ମିଳନୀ ଅନୁଷ୍ଠିତ 

ବାରିପଦା: ଅଖିଳ ଭାରତ ଟ୍ରେଡ ୟୁନିଅନ କଂଗ୍ରେସ, ଏଆଇଟିୟୁସି ମୟୂରଭଞ୍ଜ ଜିଲ୍ଲା ସମ୍ମେଳନ ସ୍ଥାନୀୟ ହାମିଲଟନ ଆମ୍ବ ବଗିଚାରେ ମହିଳା ଶ୍ରମିକ ସାଥୀ ସୁବାସିନୀ ବିନ୍ଧାଣିକ ସଭାପତିତ୍ବରେ ଅନୁଷ୍ଠିତ ହୋଇ ଯାଇଛି। ଏହି ସମ୍ମେଳନକୁ ସିପିଆଇ, ରାଜ୍ୟ ସମ୍ପାଦକ ମଣ୍ଡଳୀ ସଦସ୍ୟ ସାଥୀ ଡା ପ୍ରଶାନ୍ତ ମିଶ୍ର ଉଦଘାଟନ କରି କହିଥିଲେ, କେନ୍ଦ୍ରରେ ବିଜେପି କ୍ଷମତା ଦଖଲ କଲା ପରେ କର୍ପୋରେଟ ସ୍ୱାର୍ଥରେ ଶ୍ରମିକମାନଙ୍କ ପାଇଁ ଉଦ୍ଦିଷ୍ଟ ଶ୍ରମ ଆଇନ ଗୁଡିକୁ କେନ୍ଦ୍ରୀୟ ଶ୍ରମିକ ସଂଗଠନ ମାନଂକ […]

Read More Text.

ସ୍ତ୍ରୀକୁ ହତ୍ୟା କରି ମୃତଦେହକୁ ବକ୍ସଖଟରେ ଲୁଚାଇ ରଖିଥିଲା ସ୍ବାମୀ

ଉମରକୋଟ : ବକ୍ସ ଖଟରେ ସ୍ତ୍ରୀର ଡେଡ୍ ବଡି । ସ୍ତ୍ରୀକୁ ହତ୍ୟା କରି ଖଟରେ ଥିବା ବାକ୍ସରେ ଲୁଚାଇ ଘରକୁ ତାଲା ପକାଇ ସ୍ୱାମୀ ଫେରାର । ଘଟଣାଟି ଘଟିଛି ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ଥାନା ଅନ୍ତର୍ଗତ ହଳଦି ଗାଁରେ । ମୃତ ମହିଳା ଜଣକ ହେଲେ ଅନିତା ସୋରି। ହତ୍ୟାକାରୀ ସ୍ୱାମୀ ହେଲେ ଦୁଷ୍ମନ୍ତ ନାୟକ । ମହିଳାଙ୍କ ପରିବାର ଲୋକେ ଚନ୍ଦାହାଣ୍ଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘର […]

Read More Text.

ନବ ଦାସ ହତ୍ୟା ମାମଲା: ଅଭିଯୁକ୍ତ ଗୋପାଳର ହେବ କଲ୍ ରେକର୍ଡ ଯାଞ୍ଚ

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ସ୍ବର୍ଗତଃ ନବଦାସ ହତ୍ୟା ମାମଲା । ଅଭିଯୁକ୍ତ ଗୋପାଳ ଦାସର ହେବ କଲ୍ ରେକର୍ଡ ଯାଞ୍ଚ । ହତ୍ୟା କାଣ୍ଡର ଦୁଇ ମାସ ପୂର୍ବରୁ କେଉଁ ମାନଙ୍କ ସହ କଲ୍ ରେ ଯୋଗାଯୋଗ କରିଥିଲା ଗୋପାଳ ସେନେଇ ଖୋଳତାଡ ଆରମ୍ଭ କରିଛି କ୍ରାଇମ୍‌ବ୍ରାଞ୍ଚ । ଆବଶ୍ୟକ ପଡିଲେ କଲ୍ ରେକର୍ଡ ଡାଟା ମିଳିବା ପରେ କିଛି ଅନ୍ୟ ବ୍ୟକ୍ତିଙ୍କୁ ଜେରା ହୋଇପାରେ ବୋଲି ସୂଚନା ରହିଛି । ସ୍ପଟ୍ ଇନ୍‌କ୍ୱାରୀ ସହ କ୍ରାଇମ୍‌ବ୍ରାଞ୍ଚର […]

Read More Text.

ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ, ଝାରସୁଗୁଡାରେ ସର୍ବାଧିକ ୪୫.୪ °C ରେକର୍ଡ଼

ରାଜ୍ୟକୁ ପୁଣି ଫେରିଲା ଗ୍ରୀଷ୍ମ ପ୍ରବାହ ।  ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ତାପମାତ୍ରା ୪୫. °C ଟପିଛି  ।   ୩ ଦିନ ଭିତରେ ୩ ରୁ ୫ ଡିଗ୍ରୀ ତାପମାତ୍ରା ବଢିବା ସହ ଜାରି ହେବ ଅସମ୍ଭାଳ ତାତି । ଆନ୍ତାକାଲିଠୁ ରାଜ୍ୟରେ ହିଟ ୱେଭ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ବଲାଙ୍ଗୀର, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡକୁ ଅସମ୍ଭାଳ ତାତିକୁ ନେଇ ୟେଲୋ ବର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ […]

Read More Text.

ନାବାଳକକୁ ସାବାଳକ ସଜାଇ ଗିରଫ କଲା ପୋଲିସ, ଭୁଲ ଧରିଲେ ଆଇନସେବା ପ୍ରାଧିକରଣର ସଚିବ

ନୟାଗଡ : ନାବାଳକକୁ ପୋଲିସ ୧୯ ବର୍ଷ ଦର୍ଶାଇ କରିଛି ଗିରଫ ।  ଏଭଳି ପୋଲିସର ତ୍ରୁଟିକୁ ଧରିଛିନ୍ତି ଆଇନସେବା ପ୍ରାଧିକରଣର ସଚିବ ।  ଗତମାସ ୧୯ତାରିଖ ସନ୍ଧ୍ୟା ସମୟରେ ଇଟାମାଟି ପୋଲିସ ସଂଖେଇ, ନୋତାର ଓ ଖଇରପଟି ଅଞ୍ଚଳକୁ ପାଟ୍ରୋଲିଙ୍ଗ କରିବା ପାଇଁ ଯାଇଥିଲା । ପୋଲିସ ଖବର ପାଇଥିଲା କି ସଂଖେଇ ହାଇସ୍କୁଲ ନିକଟରେ ୧୯ ରୁ ୧୦ ଜଣ ଯୁବକ ମାରଣା ଅସ୍ତ୍ର ଧରି ଡକାୟତି କରିବାପାଇଁ ପ୍ରସ୍ତୁତ ହେଉଛନ୍ତି । ପୋଲିସ ସେଠାରେ […]

Read More Text.

ସମ୍ବଲପୁରରେ ଲୋକଙ୍କ ଦୁଃଖ ଶୁଣିଲେ ମୁଖ୍ୟମନ୍ତ୍ରୀ

ସମ୍ବଲପୁର: ଜନଶୁଣାଣି ପାଇଁ ଲୋକାରଣ୍ୟ ହୋଇ ଉଠିଥିଲା ସମ୍ବଲପୁର ମହାନଗର ନିଗମ କାର୍ଯ୍ୟାଳୟ ପରିସର। କାରଣ ଲୋକଙ୍କ ସମସ୍ୟା ଓ ଅଭିଯୋଗ ଶୁଣିବା ପାଇଁ କେବଳ ମୁଖ୍ୟମନ୍ତ୍ରୀ ନୁହନ୍ତି ତାଙ୍କ ସହିତ ଥିଲେ ୧୦ ଜଣ ମନ୍ତ୍ରୀ ଓ ରାଜ୍ୟ ପ୍ରଶାସନର ବିଭିନ୍ନ ବିଭାଗ ଦାୟିତ୍ୱରେ ଥିବା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ପ୍ରମୁଖ ଶାସନ ସଚିବ ଓ ସଚିବ ସ୍ତରୀୟ ଅଧିକାରୀ। ଆଜି ଅଭିଯୋଗ ଶୁଣାଣିର ୧୦ମ ପାଳି ଥିଲା। ଅନ୍ୟ ନଅ’ଟି ପାଳି ଠାରୁ […]

Read More Text.

ନବୀନ ନିବାସରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା

ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା ।  ନବୀନ ପଟ୍ଟନାୟକ ନବମ ଥର ସଭାପତି ହେବା ପରେ ଭେଟିଛନ୍ତି ଦଳର ବରିଷ୍ଠ ନେତା ।  ଦେବୀ ପ୍ରସାଦ ମିଶ୍ର, ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, ସଞ୍ଜୟ ଦାସବର୍ମା, ଅରୁଣ ସାହୁ ପ୍ରମୁଖ ଭେଟିଛନ୍ତି । ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା ହେବାର ସୂଚନା ମିଳିଛି ।  ଦଳକୁ କିପରି ସୁଦୃଢ କରିବେ ସେନେଇ ମଧ୍ୟ ହୋଇପାରେ ଆଲୋଚନା । […]

Read More Text.

ଭୁବନେଶ୍ୱରରେ ଡାଇରିଆ ଆତଙ୍କ; ୬ ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର: ଭୁବନେଶ୍ୱରରେ ପୁଣି ଥରେ ଡାଇରିଆ ଭଳି ଲକ୍ଷଣ ଦେଖାଯାଇଛି। ସୂଚନା ଅନୁଯାୟୀ, ଗାନ୍ଧୀ ବିଦ୍ୟାପୀଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଛଅ ଜଣ ଛାତ୍ରଛାତ୍ରୀ ପ୍ରବଳ ବାନ୍ତି ଏବଂ ଝାଡା ନେଇ ଅଭିଯୋଗ କରିବା ପରେ ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସ୍ଥିତି ଉପରେ ନଜର ରଖିବା ପାଇଁ ସ୍ୱାସ୍ଥ୍ୟ ବିଭାଗର ଏକ ଟିମ୍ ପରିସରରେ ମୁତୟନ କରାଯାଇଛି। ତେବେ କଲେଜ ଏବଂ ଏହାର ହଷ୍ଟେଲର ଚାରୋଟି ସ୍ଥାନରୁ ପାଣି ନମୁନା ମଧ୍ୟ ସଂଗ୍ରହ କରାଯାଇ […]

Read More Text.

ହାସ୍ୟ ଅଭିନେତା ଅଜୟ ନାୟକଙ୍କ ପରଲୋକ

ଭୁବନେଶ୍ବର : ଟେଲିଭିଜନର ହାସ୍ୟ ଅଭିନେତା ଅଜୟ ନାୟକଙ୍କର ରବିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ସେ ଘରୋଇ ଓଟିଭି ଚାନେଲର ‘ଗ୍ରେଟ୍‌ ଓଡ଼ିଶା ପଲିଟିକାଲ ସର୍କସ’ ଶୋ’ରେ ଦୀର୍ଘ ବର୍ଷ ଧରି ହାସ୍ୟ ଅଭିନୟ କରୁଥିଲେ। ମିଳିଥିବା ସୂଚନା ଅନୁସାରେ ସେ ରବିବାର ସନ୍ଧ୍ୟାରେ ଘର ନିକଟସ୍ଥ ବଜାରରୁ ସଉଦା କରି ଫେରୁଥିବାବେଳେ ହଠାତ୍‌ ଅସୁସ୍ଥତା ଅନୁଭବ କରିଥିଲେ। ତୁରନ୍ତ ତାଙ୍କୁ କ୍ୟାପିଟାଲ ହସ୍‌ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ୍ୟୁ ଘୋଷଣା […]

Read More Text.