ଓଡିଶା ଡିଜିଟାଲ ମିଡ଼ିଆ ମହାସଂଘ, ମୟୁରଭଞ୍ଜ ଶାଖାର ପ୍ରଥମ ବାର୍ଷିକ ବୈଠକ ଅନୁଷ୍ଠିତ
ବାରିପଦା : ସ୍ଥାନୀୟ ଜୁବୁଲି ଲାଇବ୍ରେରୀ ସମ୍ମିଳନୀ କକ୍ଷରେ ଓଡିଶା ଡିଜିଟାଲ ମିଡ଼ିଆ ମହାସଂଘ, ମୟୁରଭଞ୍ଜ ଶାଖାର ପ୍ରଥମ ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସଙ୍ଘର ଜିଲ୍ଲା ସଭାପତି ସୁଭାଶିଷ ଚୌଧୁରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସମ୍ପାଦକ ଅଜୟ କୁମାର ନାୟକ ଏକ ବର୍ଷ ମଧ୍ୟରେ ସଂଘର କାର୍ଯ୍ୟକଳାପ ଉପରେ ବିବରଣୀ ପ୍ରଦାନ କରିଥିଲେ । ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମାଜସେବୀ ସୋମନାଥ ସିଂହ ରାଷ୍ଟ୍ର ଗଠନରେ ମିଡ଼ିଆର ଭୂମିକା ଉପରେ ଆଲୋକପାତ କରିବା […]
Read More Text.