କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ
ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ। ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ । କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ । ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଇଷ୍ଟ କୋଷ୍ଟ ଏକ୍ସପ୍ରେସ ଧକ୍କାରେ ଯୁବକ ମୃତ । ମୃତ ଯୁବକଙ୍କ ପରିଚୟ ମିଳି ନାହିଁ । ସ୍ଥାନୀୟ ଲୋକେ କହିବା […]
Read More Text.