କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି, ଲକ୍ଷଣ ଥିଲେ ଆସନ୍ତୁ ନାହିଁ
ଭୁବନେଶ୍ୱର : କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି। ରଥଯାତ୍ରା ପାଇଁ କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟୋବୃଦ୍ଧ ବ୍ୟକ୍ତି ଓ କୋମରବିଡ଼ିଟି ବା ଗୁରୁତର ରୋଗ ରହିଥିବା ଲୋକେ ରଥଯାତ୍ରାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଯେଉଁମାନେ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଓ ହାତ ଧୋଇବା, ସ୍ଵଛ ପିଇବା ପାଣି ପିଇବାକୁ […]
Read More Text.