ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ
ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବିଜୁ ପଟ୍ଟନାୟକ ପାର୍କରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ନବୀନ ପଟ୍ଟନାୟକ । ଏହି ଅବସରରେ ନବୀନ ପଟ୍ଟନାୟକ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ଓଡ଼ିଆଙ୍କ ସ୍ୱାଭିମାନ, ମହାନ ଜନନାୟକ ବିଜୁ ବାବୁଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି। ତାଙ୍କ ନିର୍ଭୀକ ଜୀବନ, ଅଦମ୍ୟ ସାହସ କୋଟି କୋଟି ଓଡ଼ିଆଙ୍କ ପାଇଁ ପ୍ରେରଣା। ଲୋକଙ୍କ ସହ ରହିବା ଓ ଲୋକଙ୍କ ଲାଗି କାମ କରିବାକୁ […]
Read More Text.