Pruthwiraj harichandan

ଚଳିତ ମାସଠାରୁ ଲାଗୁ ହେବ ନୂଆ ଅବକାରୀ ନୀତି, ନୂଆ ମଦ ଦୋକାନ ଖୋଲିବାକୁ ମିଳିବନି ଅନୁମତି

ଭୁବନେଶ୍ବର: ରାଜ୍ୟରେ ଚଳିତ ମାସ ନୂତନ ଅବକାରୀ ନୀତି ଲାଗୁ ହେବ। ରାଜ୍ୟ ସରକାରଙ୍କ ପାଇଁ ଏହା ଏକ ନୂଆ ଆହ୍ୱାନ ହେବ। ନୂତନ ଅବକାରୀ ନୀତିରେ ନୂଆ ଦୋକାନ ଖୋଲିବାର ନାହିଁ। ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଓଡ଼ିଶାରେ ନୂତନ ମଦ ନୀତି ଆରମ୍ଭ ହେବା ପୂର୍ବରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ରାଜ୍ୟ ଅବକାରୀ ବିଭାଗ ଅନ୍ୟ ଚାରୋଟି ରାଜ୍ୟର ଅବକାରୀ ନୀତି ଅନୁଧ୍ୟାନ କରିବା ପାଇଁ ବରିଷ୍ଠ ଅଧିକାରୀଙ୍କ […]

Read More Text.
Tiger

ନନ୍ଦନକାନନରେ ଧଳାବାଘ ଛୁଆର ମୃତ୍ୟୁ

ଭୁବନେଶ୍ୱର : ନନ୍ଦନକାନନ ପ୍ରାଣୀଉଦ୍ୟାନରେ ଧଳା ବାଘ ଛୁଆର ମୃତ୍ୟୁ ।  ମୃତ ବାଘ ଛୁଆ ଶରୀରରେ ମାର୍ଚ୍ଚରୁ ପଙ୍ଗୁ ହେବାର ଲକ୍ଷଣ ଦେଖାଯାଇଥିଲା ।  ଫଳରେ ଡାଇଗ୍ନୋଷ୍ଟିକ୍ ଇମେଜିଂ, ଔଷଧ ଓ ପୁଷ୍ଟିକର ଖାଦ୍ୟ ସମେତ ନିୟମିତ ଚିକିତ୍ସା ଯତ୍ନ ନିଆଯାଉଥିଲା । ଗତବର୍ଷ ନଭେମ୍ବର ୨ରେ ରୁପାର ୩ ଗର୍ଭରୁ ୪ଟି ଶାବକ ଜନ୍ମ କରିଥିଲା ।  ଗତ ଶନିବାର ରାତିରେ ବାଘ ଛୁଆର ମୃତ୍ୟୁ ଘଟିଛି ।  ପୋଷ୍ଟମର୍ଟମ ପରେ ମୃତ୍ୟୁର କାରଣ ଜଣାପଡିବ […]

Read More Text.
Image 2025 06 02t160352.527

ସିକ୍କିମରେ ପର୍ଯ୍ୟଟକ ନିଖୋଜ ଘଟଣା, ଘରକୁ ଫେରିଲେ ଇତିଶ୍ରୀଙ୍କ ପରିବାର

ଭୁବନେଶ୍ଵର: ଓଡିଶା ଫେରିଛନ୍ତି ସିକ୍କିମ ଦୁର୍ଘଟଣାରେ ନିଖୋଜ ଥିବା ବିଜେପି ନେତ୍ରୀ ଇତିଶ୍ରୀ ଜେନାଙ୍କ ପରିବାର । ଆଜି ସକାଳେ ଯାଜପୁରରୋଡ ଷ୍ଟେସନରେ ପହଞ୍ଚିଛନ୍ତି ପରିବାରର ୪ ଜଣ ସଦସ୍ୟ । ନିଜ ମାଟିକୁ ଫେରିବା ପରେ ସେଦିନର ଛାତିଥରା ଘଟଣା ବିଷୟରେ କହିଛନ୍ତି । ଆଜି ସକାଳେ ଇତିଶ୍ରୀଙ୍କ ଦୁଇ ଭଉଣୀ ମଞ୍ଜୁଲତା ଦେଓ, ଝରଣା ମହାପାତ୍ର, ଦୁଇ ଝିଆରୀ ଯାଜପୁରରୋଡରେ ପହଞ୍ଚିଛନ୍ତି । ତେବେ ୧୧ ଜଣ ସାଙ୍ଗ ହୋଇ ବୁଲିବାକୁ ଯାଇଥିବାବେଳେ ମାତ୍ର […]

Read More Text.
Capital hospital

କ୍ୟାପିଟାଲ ହସ୍ପିଟାଲରେ ସ୍ତ୍ରୀର ମୃତଦେହକୁ ଛାଡି ସ୍ୱାମୀ ଫେରାର

ଭୁବନେଶ୍ୱର : କ୍ୟାପିଟାଲ ହସ୍ପିଟାଲରେ ଏକ ଅଭାବନୀୟ ଘଟଣା ଆଜି ଦେଖିବାକୁ ମିଳିଛି । ସ୍ତ୍ରୀ କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କଲା ପରେ ସେଠାରେ ଡାକ୍ତର ମାନେ ମୃତ ଘୋଷିତ କରିଥିଲେ ।  ଏହାପରେ ସ୍ଵାମୀ ସ୍ତ୍ରୀ ର ମୃତଦେହ କୁ ଛାଡି ଫେରାର ହୋଇ ଯାଇଥିଲେ । ସେମାନେ ମଞ୍ଚେଶ୍ୱର ଥାନା ଚକେଇଶିଆଣି ଅଞ୍ଚଳର ବାସିନ୍ଦା ବୋଲି ଜଣାପଡିଛି । ସୂଚନା ଅନୁସାରେ ପରକିଆପ୍ରୀତି ରୁ ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ଗଣ୍ଡଗୋଳ ପରେ ସ୍ତ୍ରୀ ଆତ୍ମହତ୍ୟା […]

Read More Text.
Heat wave

ରାଜ୍ୟରେ ପୁଣି ବଢିଲା ତାତି

ଭୁବନେଶ୍ୱର: ଦକ୍ଷିଣ-ପଶ୍ଚିମ ମୌସୁମୀର ଉତ୍ତର ଆଡକୁ ଅଗ୍ରସର ହେଉଥିବା ବେଳେ ମେ ୨୯ ତାରିଖରୁ ଏଥିରେ ବିରାମ ଲାଗିଛି। ଫଳରେ ଜୁନ୍ ୬ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ଗରମ ଏବଂ ଆର୍ଦ୍ରତା ଜାରି ରହିପାରେ ବୋଲି ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ସୋମବାର ସୂଚନା ଦେଇଛି। ଜୁନ୍ ୨ ରୁ ୬ ତାରିଖ ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଏବଂ ଗଜପତି ପାଇଁ ପାଣିପାଗ ବିଭାଗ ପକ୍ଷରୁ […]

Read More Text.
Rathayatra

ରଥଯାତ୍ରା ପାଇଁ ବସିବ କୋଭିଡ ସମୀକ୍ଷା ବୈଠକ

ଭୁବନେଶ୍ୱର : ରାଜ୍ୟରେ ବଢୁଥିବା କୋଭିଡ ରୋଗୀଙ୍କ ସଂଖ୍ୟାକୁ ଦେଖି ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ଚିନ୍ତା ବଢିଛି । ତେଣୁ ଆସନ୍ତାକାଲି କିମ୍ବା ଦୁଇଦିନ ମଧ୍ୟରେ ହେବ ସମୀକ୍ଷା ବୈଠକ । ସମୀକ୍ଷା ପରେ ରଥଯାତ୍ରା ନେଇ ନିଆ ଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ରାଜ୍ୟ ଅଥରିଟିଙ୍କ ପାଖରେ ପ୍ରେଜେଣ୍ଟ କରାଯିବ। ରାଜ୍ୟବାସୀଙ୍କୁ ସତର୍କ ରହିବାକୁ ଆହ୍ୱାନ ଦେଲା ସ୍ୱାସ୍ଥ୍ୟ ବିଭାଗ। ଷ୍ଟାଣ୍ଡର୍ଡ ପ୍ରୋଟୋକୋଲ ମାନିବାକୁ ପରାମର୍ଶ। ଲୋକଙ୍କୁ ଗହଳିକୁ ନ ଯିବାକୁ ପରାମର୍ଶ, ହାତ ଧୋଇବା […]

Read More Text.
Screenshot 2025 06 02 132402

ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ, ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ

ବୌଦ୍ଧ: ଦିନକୁ ଦିନ ହାତୀ ଚୋରା ଚାଲାଣକାରୀଙ୍କ ଦୈରାତ୍ମ୍ୟ ବୃଦ୍ଧି ପାଇବାରେ ଲାଗିଛି। ବୌଦ୍ଧ ଜିଲ୍ଲାରେ ପୁଣି ଏପରି ଏକ ମାମଲା ସାମ୍ନାକୁ ଆସିଛି। ଏଠାରୁ ୫୦ ଲକ୍ଷ ଟଙ୍କାର ହାତୀ ଦାନ୍ତ ଜବତ କରିଥିବା ସୂଚନା ରହିଛି। ସୂଚନା ଅନୁସାରେ ବୌଦ୍ଧ ଜିଲ୍ଲାରେ ହାତୀ ଦାନ୍ତ ଚୋରା ଚାଲାଣକାରୀକୁ ମାଡ଼ି ବସିଲା ଏସଟିଏଫ। ତେଲିବନ୍ଧ ଛକ ନିକଟରେ ପ୍ରମୋଦ ପରିଡ଼ାକୁ ଧରିଲା ଏସଟିଏଫ। ତେବେ ଏହି ଘଟଣାରେ ପ୍ରମୋଦ ଠାରୁ ଦୁଇଟି ହାତୀ ଦାନ୍ତ ଜବତ […]

Read More Text.
Mao

ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି  : ମାଓ ସଂଗଠନକୁ ବଡ଼ ଝଟକା । ଛତିଶଗଡ ସୁକୁମା ଜିଲ୍ଲାରେ ୧୬ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଏମାନଙ୍କ ମଧ୍ୟରେ ଅଛନ୍ତି ଦୁଇ ଜଣ କୁଖ୍ୟାତ ମାଓ ନେତା । ଦୁଇ ହାଡକୋର ମାଓବାଦୀଙ୍କ ମୁଣ୍ଡ ଉପରେ ୧୬ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା ହୋଇଥିଲା। ସେହିପରି ଛଅ ଜଣଙ୍କ ମୁଣ୍ଡ ଉପରେ ୨୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଘୋଷଣା କରିଥିଲେ ଛତିଶଗଡ ସରକାର । ଏମାନେ ସୁକୁମା ବିଜାପୁର ଓ […]

Read More Text.
Image 2025 06 02t125058.791

ଜେଇଇ ଆଡଭାନ୍ସଡ-୨୦୨୫; ହଂସ ଦାରୁକା ଓଡ଼ିଶା ଟପ୍ପର

ଭୁବନେଶ୍ବର: ପ୍ରକାଶ ପାଇଲା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଜେଇଇ) ଆଡଭାନ୍ସଡ ପରୀକ୍ଷାଫଳ । ଆଇଆଇଟି କାନପୁର ଦ୍ଵାରା ପରିଚାଳିତ ପରୀକ୍ଷାର ରେଜଲ୍ଟ ଆଜି ପ୍ରକାଶ ପାଇଛି । ଏଥିରେ ଆଇଆଇଟି ଦିଲ୍ଲୀ ଜୋନର ରଜିତ୍ ଗୁପ୍ତା ସର୍ବଭାରତୀୟ ଟପ୍ପର ହୋଇଛନ୍ତି । ସେ ୩୬୦ ରୁ ୩୩୨ ମାର୍କ ରଖି ଅଲ୍ ଇଣ୍ଡିଆ ରାଙ୍କ ୧ରେ ରହିଛନ୍ତି । ସେହିପରି ଓଡ଼ିଶା ପାଇଁ ଗର୍ବ ଆଣିଛନ୍ତି ହଂସ ଦାରୁକା ଓ ନବନିତ । ଓଡ଼ିଶା ଟପ୍ପର ହୋଇଛନ୍ତି […]

Read More Text.
Image 2025 06 02t100403.932

ଅତିରିକ୍ତ ତହସିଲଦାରଙ୍କୁ ମାଡ ମାରି ଗାଡି ଭାଙ୍ଗିଲେ ବାଲି ମାଫିଆ

ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଥାନା ସମ୍ମୁଖରେ ଅତିରିକ୍ତ ତହସିଲଦାରଙ୍କୁ ବାଲି ମାଫିଆଙ୍କ ମରଣାନ୍ତକ ଆକ୍ରମଣ । ଥାନା ଆଗରେ ଆକ୍ରମଣ ସହ ଗାଡ଼ି ଭାଙ୍ଗିଦେଲେ । ମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀ ଆହତ ହୋଇଛନ୍ତି । ଆକ୍ରମଣ ବେଳେ ଥାନାକୁ ଦୌଡ଼ି ପଳାଇବାରୁ ଅଳ୍ପକେ ବଞ୍ଚିଗଲା ଅତିରିକ୍ତ ତହସିଲଦାର ଭୀମକାନ୍ତ ମାଝୀଙ୍କ ଜୀବନ । ଖବର ମୁତାବକ, ଆଜି ସକାଳ ସମୟରେ ବେଆଇନ ଚୋରା ବାଲି ଚାଲାଣ ଧରପଗଡ଼ ପାଇଁ କାର୍ଯ୍ୟାଳୟରୁ ନିଜ […]

Read More Text.