ଓଡ଼ିଆ ସ୍ୱାଭିମାନକୁ ଜାଳି ଦିଆଗଲା : ପ୍ରସନ୍ନ ଆଚାର୍ଯ୍ୟ

ସମ୍ବଲପୁର : ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକରେ ଥିବା ପ୍ରତିମୂର୍ତ୍ତିକୁ ଜାଳି ଦେଇଛନ୍ତି ଦୁର୍ବୃତ୍ତ । ବିଜୁ ବାବୁ ରାଜନୀତିରୁ ଉର୍ଦ୍ଧରେ ରହି ଓଡିଆଙ୍କ ପାଇଁ ଚିନ୍ତା କରି ଓଡିଶାର ଉନ୍ନତି ପାଇଁ କାର୍ଯ୍ୟ କରିଥିଲେ । ସେ ସମଗ୍ର ଓଡିଆ ଜାତି ପାଇଁ ଥିଲେ ଜନନେତା । ତାଙ୍କର ପ୍ରତିମୂର୍ତ୍ତିକୁ ଜାଳି ଦିଆଯିବା ପରେ ସାରା ରାଜ୍ୟରେ ଏହାର ବିରୋଧରେ ସ୍ୱର ଉଠିଛି । ଏହାକୁ ନେଇ ବିଧାନସଭାରେ ବିରୋଧି ଦଳର ଉପ ନେତା ତଥା […]

Read More Text.

ଶିକ୍ଷୟିତ୍ରୀଙ୍କ ବିରୋଧରେ ଜିଲ୍ଲାପାଳଙ୍କ ଠାରେ ଅଭିଯୋଗ

ବିଇଓ ଓ ଜନମଙ୍ଗଳ ସଂପ୍ରସାରଣ ଅଧିକାରୀଙ୍କୁ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଆଗରପଡ଼ା :ଭଦ୍ରକ ଜିଲ୍ଲା ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ଆଡ଼ିଆ ନୋଡ଼ାଲ ଉପ୍ରା ବିଦ୍ୟାଳୟ ସହକାରୀ ଶିକ୍ଷୟିତ୍ରୀ ଚମ୍ପାବତୀ ଯେନାଙ୍କୁ ଜାତିଗତ ବିଭେଦ ଓ ସାମ୍ପ୍ରଦାୟିକ ହିଂସା ସୃଷ୍ଟି କରୁଥିବା ନେଇ ତୁରନ୍ତ ଅନ୍ୟତ୍ର ବଦଳି ପାଇଁ ଆଡ଼ିଆ ଗ୍ରାମର ଗ୍ରାମବାସୀ,ଅଭିଭାବକ, ପରିଚାଳନା କମିଟି ସଭାପତି ଓ ସଭ୍ୟ/ସଭ୍ୟା ମଙ୍ଗଳବାର ଧାମନଗର ବ୍ଲକରେ ଆୟୋଜିତ ଜନ ଅଭିଯୋଗ ଶୁଣାଣିରେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିବା ସହ ଲିଖିତ ଅଭିଯୋଗ […]

Read More Text.

ବିଜୁବାବୁଙ୍କ ପ୍ରତିମୂର୍ତ୍ତି ଜଳିବା ଘଟଣା: ଥାନାରେ ମାମଲା ରୁଜୁ, ଅଭିଯୁକ୍ତ ଗିରଫ

ପାଟଣାଗଡ଼: ବଲାଙ୍ଗୀର ଜିଲ୍ଲା ପାଟଣାଗଡ଼ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ପାଟଣାଗଡ଼ ବ୍ଲକଛକରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ଜଣେ ଦୁର୍ବୃତ୍ତ ନିଆଁ ଲଗାଇ ଦେଇଛି। ଅଗ୍ନିକାଣ୍ଡ ଯୋଗୁଁ ବିଜୁବାବୁଙ୍କ ପ୍ରତିମୂର୍ତ୍ତି ପୋଡ଼ି ନଷ୍ଟ ହୋଇଯାଇଛି। ଏହି ଘଟଣାକୁ ତୀବ୍ର ନିନ୍ଦା କରି ବିଜୁ ଜନତା ଦଳ (ବିଜେଡି)ର ସ୍ଥାନୀୟ କର୍ମୀମାନେ ଆଜି ପାଟଣାଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୁଲିସ ମାମଲା ରୁଜୁ କରିଛି। ଅଭିଯୁକ୍ତକୁ ପୁଲିସ ଗିରଫ କରିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ […]

Read More Text.

ବିଦେଶରେ ଉତ୍କଳ ଦିବସ, ପ୍ରଶାନ୍ତ ନନ୍ଦ ପାଇଲେ ‘ଉତ୍କଳ ବିଶ୍ୱ ଗୌରବ ସମ୍ମାନ’

ଭୁବନେଶ୍ବର : ଲଣ୍ଡନରେ ଉତ୍କଳ ଦିବସ ପାଳିଲେ ଓଡ଼ିଆ। ଓଡ଼ିଶା ସୋସାଇଟି ଅଫ୍ ୟୁନାଇଟେଡ୍‌ କିଙ୍ଗଡମ୍(ଓଏସୟୁକେ) ପକ୍ଷରୁ ଶନିବାର ଲଣ୍ଡନର ହାରୋଲ୍ଡ ହିଲ୍‌ସ୍ଥିତ ଡ୍ରାପର୍ସ ଏକାଡେମୀରେ ୯୦ତମ ଉତ୍କଳ ଦିବସ ମହାସମାରୋହରେ ପାଳନ କରାଯାଇଛି। ଦିନ ଗୋଟାଏରୁ ରାତି ୧୦ଟା ପର୍ଯ୍ୟନ୍ତ ଅନୁଷ୍ଠିତ ଏହି ଦିବସବ୍ୟାପୀ କାର୍ଯ୍ୟକ୍ରମ ଓଡ଼ିଶାର ସାଂସ୍କୃତିକ ଐତିହ୍ୟ, ଭାଷା ଏବଂ ମାନବିକ ଭାବନା ପ୍ରତି ଏକ ଉତ୍କୃଷ୍ଟ ଶ୍ରଦ୍ଧାଞ୍ଜଳି ଥିଲା, ଯେଉଁଥିରେ ୟୁକେ ଏବଂ ବାହାରର ପ୍ରବାସୀ ଓଡ଼ିଆ ପ୍ରବାସୀମାନେ ଯୋଗ ଦେଇଥିଲେ। […]

Read More Text.

‘ସୁଭଦ୍ରା’ ଟଙ୍କାରୁ ବଞ୍ଚିତ ଡଙ୍ଗରିଆ ମହିଳା

କଲ୍ୟାଣସିଂହପୁର: ସୁଭଦ୍ରା ଟଙ୍କା ପାଇଁ ସଂଘର୍ଷ କରିବାକୁ ପଡ଼ୁଛି ନିୟମଗିରି ପାହାଡ଼ରେ ବସବାସ କରୁଥିବା ଆଦିମ ଜନଜାତି ଡଙ୍ଗରିଆ ମହିଳାଙ୍କୁ। ବାରମ୍ବାର ଆବେଦନ ସତ୍ତ୍ବେ କଲ୍ୟାଣସିଂହପୁର ବ୍ଲକ ପାର୍ସଲୀ ପଞ୍ଚାୟତର ଅନେକ ଗ୍ରାମର ଡଙ୍ଗରିଆ ମହିଳା ସୁଭଦ୍ରା ଯୋଜନା ସହାୟତା ଅର୍ଥ ପାଇନାହାନ୍ତି। ଯୋଜନା ଆରମ୍ଭରୁ ଏପର୍ଯ୍ୟନ୍ତ ମହିଳାମାନେ ଜନସେବା କେନ୍ଦ୍ର ଓ ବ୍ୟାଙ୍କକୁ ଦୌଡ଼ି ଦୌଡ଼ି ନୟାନ୍ତ ହୋଇ ପଡ଼ିଲେଣି। ଡଙ୍ଗରିଆଙ୍କୁ ବ୍ୟାଙ୍କ ଜମା ଖାତା, ଜନ୍ମ ପ୍ରମାଣପାତ୍ର, ଆଧାର କାର୍ଡ, ଜବ୍‌କାର୍ଡ ଭଳି ଅତି […]

Read More Text.

୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ: ଜୁଲାଇ ୧୦ ସୁଦ୍ଧା ପାଠପଢା ଆରମ୍ଭ

ଭୁବନେଶ୍ଵର: ଏପ୍ରିଲ ୧୬ରୁ ଯୁକ୍ତ ୩ ନାମଲେଖା ଆବେଦନ ଆରମ୍ଭ ହେବାକୁ ଯାଉଛି। ଜୁଲାଇ ୧୦ ସୁଦ୍ଧା ଆରମ୍ଭ ହେବ ପାଠପଢା। ଶିକ୍ଷାବର୍ଷ ୨୦୨୫-୨୬ ସ୍ନାତକ ଶ୍ରେଣୀ ପାଠ୍ୟକ୍ରମରେ ନାମଲେଖା ନିମନ୍ତେ ଆବେଦନକାରୀମାନେ ଏପ୍ରିଲ ୧୬ ତାରିଖ ଠାରୁ ଫର୍ମ ପୂରଣ କରିପାରିବେ। ନାମଲେଖା ପ୍ରକ୍ରିୟା ଜାତୀୟ ଶିକ୍ଷା ନୀତି-୨୦୨୦ ଆଧାରରେ କରାଯିବ। ଜାତୀୟ ଶିକ୍ଷା ନୀତି ଅନୁସାରେ, ଛାତ୍ରଛାତ୍ରୀମାନେ SAMS ମାଧ୍ୟମରେ ଫର୍ମ ପୂରଣ କରିବା ସମୟରେ ନିଜ ପସନ୍ଦ ଅନୁଯାୟୀ ପାଠ୍ୟକ୍ରମର ବିଭିନ୍ନ ପ୍ରକାର […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ବ୍ୟୁରୋ ପକ୍ଷରୁ ଡ଼. ଭୀମରାଓ ଆମ୍ବେଦକର ଙ୍କ ଜୟନ୍ତୀ ପାଳନ

ବାରିପଦା: ଭାରତୀୟ ସମ୍ବିଧାନର ପ୍ରମୁଖ ବିନ୍ଧାଣି ଡ. ଭୀମରାଓ ଆମ୍ବେଦକରଙ୍କ ଜୟନ୍ତୀ ପାଳନ ପରିପ୍ରେକ୍ଷୀରେ ଆଜି ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ଜାତୀୟ ସେବା ଯୋଜନା ବ୍ୟୁରୋ ତରଫରୁ ଏକ ପଦଯାତ୍ରା ସହିତ ଶପଥ  ପାଠ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଶ୍ବବିଦ୍ୟାଳୟ ସ୍ନାତକତ୍ତୋର ପରିଷଦର ଭାରପ୍ରାପ୍ତ ଅଧ୍ୟକ୍ଷ ପ୍ରଫେସର ସୁକାନ୍ତ କୁମାର ନାୟକ, ଜାତୀୟ ସେବା ଯୋଜନା ବ୍ୟୁରୋର ସଂଯୋଜକ ଡକ୍ଟର ବସନ୍ତ କୁମାର ମହାନ୍ତ, ଜାତୀୟ ସେବା ଯୋଜନାର କାର୍ଯକାରୀ ଅଧିକାରୀ ଡକ୍ଟର ବିଷ୍ଣୁପ୍ରିୟା […]

Read More Text.

ଶେଷ ହେଲା ଗଞ୍ଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା

ଗଞ୍ଜାମ: ବେଲ-କାଠରେ ପ୍ରସ୍ତୁତ ହୋଇଥିଲା ମେରୁ-ଖୁଣ୍ଟି । ତଳେ ରହିଥିଲା ଅଗ୍ନି-କୁଣ୍ଡ । ପାଟଭୋକ୍ତାଙ୍କୁ ଓଲଟା ରଖି ତିନିଥର ଝୁଲାଇ ଦିଆଗଲା । ବେଲ-ଖୁଣ୍ଟିରେ ବନ୍ଧାଯାଇଥିବା ଆମ୍ବ ଏବଂ ଖଜୁରୀ କୋଳିକୁ ଭକ୍ତଙ୍କ ଭିତରେ ବାଣ୍ଟିଲେ ପାଟଭକ୍ତା । ଶେଷରେ ମା’ ରୁଦ୍ର-କାଳୀଙ୍କୁ ଗମ୍ଭୀରାରେ ବିଜେ କରାଇଲେ । ଏମିତି ଭାବରେ ମେରୁ ଯାତ୍ରା ମାଧ୍ୟମରେ ଶେଷ ହୋଇଛି ଗଂଜାମ ଦଣ୍ଡପର୍ବର ମାସନ୍ତ ମେରୁ ଯାତ୍ରା । ଏ ହେଉଛି ଗଂଜାମ ଜିଲ୍ଲାର ଗାଲେରୀ ଗୋବରା ଏବଂ ବାଲିଭାଗ […]

Read More Text.

ହସ୍ପିଟାଲରୁ ପିଲା ଚୋରି ହେଲେ ଲାଇସେନ୍ସ ହେବ ରଦ୍ଦ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୫।୪: ଶିଶୁ ଚାଲାଣ ମାମଲା ଉପରେ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଦେଇଛନ୍ତି। ନବଜାତ ଶିଶୁ ଚୋରି ସହ ଜଡିତ ମାମଲା ଉପରେ ରାଜ୍ୟ ସରକାରମାନେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କୋର୍ଟ କହିଛନ୍ତି। ପ୍ରଥମତଃ, ଯେଉଁ ହସ୍ପିଟାଲରୁ ନବଜାତ ଶିଶୁ ଚୋରି ହୁଏ, ସେହି ହସ୍ପିଟାଲର ଲାଇସେନ୍ସ ବାତିଲ କରାଯିବା ଉଚିତ। ବାରାଣସୀ ଏବଂ ଆଖପାଖର ଡାକ୍ତରଖାନାଗୁଡ଼ିକରେ ଶିଶୁ ଚୋରି ମାମଲାରେ ଅଭିଯୁକ୍ତମାନଙ୍କୁ ଆହ୍ଲାବାଦ ହାଇକୋର୍ଟ ୨୦୨୪ ମସିହାରେ ଜାମିନ ପ୍ରଦାନ କରିଥିଲେ। […]

Read More Text.

ନବୀନଙ୍କୁ ଚିଠି ଲେଖିଲେ ରଣେନ୍ଦ୍ର: କହିଲେ, ‘ଦଳକୁ ହାଇଜାକ୍ କରିବାକୁ ଦିଆନଯାଉ’

ଭୁବନେଶ୍ବର: ବିଜେଡିର ସାଂଗଠନିକ ନିର୍ବାଚନ ଚାଲିଥିବା ବେଳେ ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ଗତ କିଛି ଦିନରେ ଯାହା ଚାଲିଛଇ ଏବଂ ଆଗକୁ ଦଳ କେଉଁ ଆଭିମୁଖ୍ୟ ନେଇ ଚାଲିବା ଉଚିତ୍ ସେନେଇ ନବୀନଙ୍କୁ କିଛି ପ୍ରସ୍ତାବ ଦେଇଥିବା ବେଳେ, ଦଳ ହାଇଜାକ୍ ହେବାକୁ ନଦେବା ପାଇଁ ଚିଠିରେ ଉଲ୍ଲେଖ୍‌ କରିଛନ୍ତି । ଯାହାକୁ ନେଇ ଏବେ ନେଇ ଏବେ ହଟଚମଟ ସୃଷ୍ଟି […]

Read More Text.