ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ , ସଂଖ୍ୟା ୧୨କୁ ବୃଦ୍ଧି
ଭୁବନେଶ୍ବର: କୋଭିଡ୍-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ତେଣେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଞ୍ଚ କରାଯାଉଛି। ଓଡ଼ିଶାରେ ଆଜି ପୁଣି […]
Read More Text.