ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ବାର୍ଷିକ ଉତ୍ସବ ଉଦଘାଟିତ
ବାରିପଦା (୪/୪) : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ‘ବାର୍ଷିକ ଉତ୍ସବ -୨୦୨୬’ ଉଦ୍ଘାଟିତ ହୋଇଯାଇଛି । ବିଶ୍ଵବିଦ୍ୟାଳୟ ସମ୍ମେଳନ କକ୍ଷରେ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର୍ କମଳ ଲୋଚନ ବାରିକଙ୍କ ଅଧ୍ୟକ୍ଷତାରେ ଅନଷ୍ଠିତ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ବାରିପଦା ବିଧାୟକ ପ୍ରକାଶ ସୋରେନ୍ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ନିଜ ବକ୍ତବ୍ୟ ରେ ଛାତ୍ର ଜୀବନରେ ଶୃଙ୍ଖଳା ଓ ନୈତିକତାର ଆବଶ୍ୟକତା ଉପରେ ଏକ ସାରଗର୍ଭକ ଭାଷଣ ପ୍ରଦାନ କରିଥିଲେ । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର୍ […]
Read More Text.