ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ସଂଯୁକ୍ତ ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଶୁଭାରମ୍ଭ ସମ୍ପର୍କିତ ଆଭାସୀ ବୈଠକ
ବାରିପଦା : ଆଜି ଜିଲ୍ଲାପାଳଙ୍କ ଅଧ୍ୟକ୍ଷତା ରେ ଆଭାସୀ ଜରିଆରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଆରୋଗ୍ୟ ସଂଯୁକ୍ତ ଯୋଜନା ସ୍ୱାସ୍ଥ୍ୟ କାର୍ଡ ବଣ୍ଟନ ଶୁଭାରମ୍ଭ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଥିଲା ପ୍ରାରମ୍ଭ ରେ ଜିଲ୍ଲାପାଳ କହିଥିଲେ ଯେ କେନ୍ଦ୍ର ସରକାର ଏବଂ ଓଡିଶା ସରକାରଙ୍କ ଯୁଗାନ୍ତକାରୀ ପଦକ୍ଷେପ କ୍ରମରେ ଆସନ୍ତା କାଲି ତା ୧୧-୦୪-୨୦୨୫ ରିଖ ଓଡିଶାବାସୀଙ୍କ ବହୁପ୍ରତିକ୍ଷିତ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ […]
Read More Text.