ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା, ସାଙ୍ଗଠନିକ ନିର୍ବାଚନ ସଂପର୍କରେ ଆଲୋଚନା
ଭୁବନେଶ୍ୱର : ନବୀନ ନିବାସରେ ବିଜେଡିର ବରିଷ୍ଠ ନେତା । ନବୀନଙ୍କୁ ଭେଟିଲେ ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂଦେଓ, ପ୍ରତାପ ଦେବ, କଳିକେଶ ନାରାୟଣ ସିଂହଦେଓ, ଅରୁଣ ସାହୁ, ସଂଜୟ ଦାସ ବର୍ମାଙ୍କ ଭଳି ବରିଷ୍ଠ ନେତା। ସାଂଗଠନିକ କାର୍ଯ୍ୟକ୍ରମକୁ ନେଇ ନବୀନଙ୍କୁ ଭେଟିଛନ୍ତି । ସାଙ୍ଗଠନିକ ନିର୍ବାଚନ ସଂପର୍କରେ ଆଲୋଚନା ହୋଇଛି । ସଂଗଠନିକ ନିର୍ବାଚନର ଅଗ୍ରଗତି ନେଇ ବିଜେଡି ସୁପ୍ରିମୋଙ୍କୁ ଅବଗତ କରିଛନ୍ତି ପ୍ରତାପ ଦେବ। ଦଳ କିଭଳି ଆଗକୁ ବଢିବ ସେନେଇ ଆଲୋଚନା […]
Read More Text.