ମୟୂରଭଞ୍ଜ ଜିଲ୍ଲାରେ ଶିକ୍ଷାର ଅବ୍ୟବସ୍ଥାକୁ ସୁଧାରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭଞ୍ଜସେନା ପ୍ରତିଷ୍ଠାତାଙ୍କ ନିବେଦନ
ବାରିପଦା : ଆଦିବାସୀ ବହୁଳ ମୟୁରଭଞ୍ଜ ଜିଲ୍ଲାରେ ଶତକଡା ୮୦ ଭାଗରୁ ଉର୍ଦ୍ଧ୍ବ ଗରୀବ, ଖଟିଖିଆ, ଦିନ ମଜୁରିଆ, ଙ୍କ ସହିତ ବହୁ ମଧ୍ୟବିତ୍ତ ପରିବାର ବର୍ଗ ନିଜ ଛୁଆମାନଙ୍କୁ ଶିକ୍ଷିତ କରିବା ନିମନ୍ତେ ମୁଖ୍ୟତଃ ଅଙ୍ଗନବାଡି କେନ୍ଦ୍ର, ପ୍ରାଥମିକ, ଉଚ୍ଚପ୍ରାଥମିକ ବିଦ୍ୟାଳୟ, ହାଇସ୍କୁଲ, କେଜିଭିବି ବାଳିକା ବିଦ୍ୟାଳୟ, ଆଦର୍ଶ ଓ ଏକଲବ୍ୟ ସ୍କୁଲ ସହିତ ଏସଟିଏସି/ମାଇନରଟି ବିଭାଗର ଆଶ୍ରମ, ଏସଏସଡି ବାଳିକା ବିଦ୍ୟାଳୟ ଗୁଡିକ ଉପରେ ନିର୍ଭର କରିଥାନ୍ତି | […]
Read More Text.