ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସହ କରିବେ ଆଲୋଚନା
ଭୁବନେଶ୍ୱର : ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୋଇଡାରେ HCL ଟେକ୍ନୋଲୋଜି ଲିମିଟେଡ୍ ପରିଦର୍ଶନ କଲେ । ବହୁ ପ୍ରତିଷ୍ଠିତ ଶିଳ୍ପପତିଙ୍କ ସମେତ ଅନ୍ୟ ଅଂଶୀଦାରଙ୍କ ସହ ଆଲୋଚନା କରିବେ। ନିବେଶ ପାଇଁ ରାଜ୍ୟସରକାର ଗ୍ରହଣ କରିଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଜି ଶିଳ୍ପ ନେତୃତ୍ବଙ୍କ ସହ ଆଲୋଚନା କରିବେ । ଆସନ୍ତାକାଲି ହେବ ଏମଓୟୁ ସ୍ବାକ୍ଷର । ତାଜ୍ ହୋଟେଲରେ IOCL, ISPRL ଓ ପେଟ୍ରୋନେଟ୍ LNG ସହ ରାଜ୍ୟ ସରକାର ଏମଓୟୁ […]
Read More Text.