Img 20250522 wa0150

ଜିଲ୍ଲା ସ୍ତରୀୟ ପିସି-ପିଏନଡ଼ିଟି ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ

ବାରିପଦା: ଆଜି ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଜିଲ୍ଲା ସ୍ତରୀୟ ପିସିପିଏନଡ଼ିଟି ପରାମର୍ଶଦାତା କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି I ଲିଙ୍ଗ ନିରୂପଣକୁ କିଭଳି କଡାକଡି ଭାବରେ ରୋକାଯାଇପାରିବ ସେଥିପାଇଁ ଗୁରୁତର ସହ ଧ୍ୟାନ ଦେବାକୁ ଜିଲ୍ଲାପାଳ ସ୍ୱାସ୍ଥ୍ୟ ବିଭାଗକୁ ନିର୍ଦେଶ ଦେଇଥିଲେ I ଉକ୍ତ ବୈଠକରେ କାର୍ଯ୍ୟକ୍ଷମ ଥିବା ପଞ୍ଜିକୃତ ଅଲ୍ଟ୍ରାସାଉଣ୍ଡ କ୍ଲିନିକ ଗୁଡିକର ସମୀକ୍ଷା କରାଯାଇଥିଲା I ବୈଠକରେ ନୂତନ […]

Read More Text.
Hirakud

ଜୁନ୍ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର, ଆଲର୍ଟରେ ୧୫ ଜିଲ୍ଲା

ସମ୍ବଲପୁର: ଉପରମୁଣ୍ଡରେ ଲଗାତାର ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାର ଲାଗିଛି । ଯାହାକୁ ନଜରରେ ରଖି ଜୁନ ୧ରେ ଖୋଲିବ ହୀରାକୁଦ ଜଳଭଣ୍ଡାର । ଏନେଇ ହୀରାକୁଦ ଡ୍ୟାମ କର୍ତ୍ତୃପକ୍ଷ ଏକ ଚେତାବନୀ ଜାରି କରିଛନ୍ତି । ତଳ ମୁଣ୍ଡର ୧୫ଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ କରାଯାଇଛି । କର୍ତ୍ତୃପକ୍ଷଙ୍କ ଚିଠି ଅନୁସାରେ, ଜୁନ୍ ୧ରୁ ୩୧ ଜୁନ୍ ମଧ୍ୟରେ ଯେକୌଣସି ସମୟରେ ହୀରାକୁଦ ଡ୍ୟାମର ଗେଟ୍ ଖୋଲାଯାଇପାରେ । […]

Read More Text.
Arrest 2 1

ଦୁଇ ଇଂଜିନିୟରଙ୍କୁ କୋଟିଏ ୫ ଲକ୍ଷ ଠକେଇ, ଅଭିଯୁକ୍ତକୁ ବାନ୍ଧିଲା କ୍ରାଇମବ୍ରାଞ୍ଚ

ଖୋର୍ଦ୍ଧା: ଇଂଜିନିୟରଙ୍କୁ ଲକ୍ଷଲକ୍ଷ ଟଙ୍କାର ଚୂନ । ଅଭିଯୁକ୍ତକୁ ଗିରଫ କଲା କ୍ରାଇମବ୍ରାଞ୍ଚ ।  ଖୋର୍ଦ୍ଧା ବେଗୁନିଆ ଅଞ୍ଚଳର ଅଭିଯୁକ୍ତ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଓରଫ ବିରଞ୍ଚି ପଟ୍ଟନାୟକ ଦୁଇ ଜଣ ଇଂଜିନିୟଙ୍କୁ କୋଟିଏରୁ ଅଧିକ ଟଙ୍କାର ଚୂନ ଲଗାଇଥିଲା । ଉଚ୍ଚ ଦରମାରେ ନିଯୁକ୍ତି ଦେବ କହି ଜଣେ ଏରୋନେଟିକ ଇଂଜିନିୟରଙ୍କୁ ୯୦ ଲକ୍ଷ ଟଙ୍କାର ଚୂନ ଲଗାଇଥିଲା ।  ବ୍ରିଟିଶ ଏୟାର ୱେଜ୍ ଓ ଲୁପଥାନ୍ସା ଏୟାରୱେଜରେ ଚାକିରି ଦେବ କହିଥିଲା ଠକ ।  ତାଙ୍କ […]

Read More Text.
Image 2025 05 23t105614.282

ଭିଜିଲାନ୍ସ ଜାଲରେ ଜେଇ, ଏକକାଳୀନ ୮ଟି ସ୍ଥାନରେ ରେଡ୍

ନୂଆପଡ଼ା: ଭିଜିଲାନ୍ସ ଜାଲରେ ନୂଆପଡ଼ା ଜିଲ୍ଲା ଖଡ଼ିଆଳର ଆର ଆଣ୍ଡ ବି ଡିଭିଜନର କନିଷ୍ଠ ଯନ୍ତ୍ରୀ । ଆୟ ବହିର୍ଭୃତ ସମ୍ପତ୍ତି ଠୁଳ ଅଭିଯୋଗରେ କନିଷ୍ଠ ଯନ୍ତ୍ରୀ ସୁଶାନ୍ତ ସେଠୀଙ୍କ ଘରେ ଚଢ଼ାଉ । ନୂଆପଡ଼ା, ଭୁବନେଶ୍ୱର ଓ ପୁରୀ ଜିଲ୍ଲା ପିପିଲିର ଏକକାଳୀନ ୮ ଟି ସ୍ଥାନରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ାଉ କରାଯାଇଛି । ଏହି ଚଢ଼ାଉ ଭୁବନେଶ୍ୱର ସ୍ଥିତ ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ଓ୍ୱାରେଣ୍ଟ ଆଧାରରେ ୭ […]

Read More Text.
Saha

ସହଦେବ ନାୟକ ହତ୍ୟା ମାମଲା, ମାଟିରେ ମିଶିଲା ଅଭିଯୁକ୍ତଙ୍କ ଘର

ଭୁବନେଶ୍ବର: ଭୁବନେଶ୍ବରରେ ପୋଲିସ ମିତ୍ର ସହଦେବ ନାୟକ ହତ୍ୟା ମାମଲାରେ ସମ୍ପୃକ୍ତ ଥିବା ଅଭିଯୁକ୍ତଙ୍କ ଘର ଭଙ୍ଗାଯାଉଛି । ମୁଖ୍ୟ ଅଭିଯୁକ୍ତ ରମା ନାୟକର ଘର ଭାଙ୍ଗିଲା BMC । କେଦାରପଲ୍ଲୀ ବସ୍ତିରେ ଥିବା ଘର ଭଙ୍ଗାଯାଇଛି । ପୋଲିସ ଉପସ୍ଥିତିରେ ଜେସିବିରେ ଭଙ୍ଗା କାର୍ଯ୍ୟ ଚାଲିଛି । ସୂଚନାଯୋଗ୍ୟ ଯେ, ରସୁଲଗଡ଼ କେଦାରପଲ୍ଲୀ ବସ୍ତିର ସହଦେବ ନାୟକ ହେଉଛନ୍ତି ସଫେଇ କର୍ମଚାରୀ ସଂଘ ସଭାପତି । ତାଙ୍କୁ 2025 ଜାନୁୟାରୀରେ ଜାତୀୟ ରାଜପଥର ବାଣୀବିହାର ଓଭରବ୍ରିଜ ଉପରେ […]

Read More Text.
Cmcm

ମେ ୨୭ ନୁହେଁ, ୨୬ରେ ବନ୍ଦ ରହିବ ସରକାରୀ ଅଫିସ୍

ଭୁବନେଶ୍ବର: ଆସନ୍ତା ମେ ୨୭ ତାରିଖ ଅର୍ଥାତ୍ ମଙ୍ଗଳବାର ସରକାରୀ ଛୁଟି ନୁହେଁ, ବରଂ ମେ ୨୬, ସେମାବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ । ସାବିତ୍ରୀ ଅମାବାସ୍ୟା ମେ ୨୬ରେ ପାଳନ ହେଉଥିବାରୁ, ଏହି ଦିନ ସରକାରୀ ଛୁଟି ଘୋଷଣା ହୋଇଛି । ମଙ୍ଗଳବାର ମେ ୨୭ ତାରିଖ ସମସ୍ତ ସରକାରୀ ଅଫିସ୍ ଖୋଲା ରହିବ । ଏନେଇ ଅନୁମୋଦନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ତେବେ କ୍ୟାଲେଣ୍ଡରରେ ମେ ୨୭ ତାରିଖ […]

Read More Text.
Pruthwi raj chahun 694x430

ଖୁବଶୀଘ୍ର ଲାଗୁ ହେବ ନୂଆ ଅବକାରୀ ନୀତି: ୩ ବର୍ଷିଆ ପଲିସି ଆଣିବେ ସରକାର

ଭୁବନେଶ୍ବର: ରାଜ୍ୟରେ ଖୁବଶୀଘ୍ର ନୂଆ ଅବକାରୀ ନୀତି ଲାଗୁ ହେବ  । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂଆ ଅବକାରୀ ନୀତି ନେଇ ପଲିସି ଆସିବ । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି, ଖୁବଶୀଘ୍ର ରାଜ୍ୟରେ ନୂଆ ଅବକାରୀ ନୀତି ଲାଗୁ ହେବ । ଏଥିପାଇଁ ୩ ବର୍ଷିଆ ପଲିସି ଆଣିବାକୁ ଯାଉଛୁ ।ଲଗା ରାଜ୍ୟର ପଲିସି ଷ୍ଟଡି କରିବାକୁ ଟିମ୍ ଯାଉଛନ୍ତି । ସଚିବଙ୍କ ନେତୃତ୍ବରେ […]

Read More Text.
Rain heavy

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା, ୮ ଜିଲ୍ଲାକୁ ୟେଲୋ ୱର୍ଣିଂ

ଭୁବନେଶ୍ୱର : ଆସୁଛି ଲଘୁଚାପ,୨୭ରୁ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଦେଲା ପାଣିପାଗ ବିଭାଗ । ସଅଳ ମୌସୁମୀ ଆସିବାକୁ ସହାୟକ ହେବ ଲଘୁଚାପ । ଆସନ୍ତା ୨୭ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତୀ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଇଛି ପାଣିପାଗ ବିଭାଗ । ଲଘୁଚାପ ସୃଷ୍ଟି ହେବାର ୨ ଭିତରେ ଏହା ଅଧିକ ଘନୀଭୂତ ହୋଇ ରାଜ୍ୟରେ ପ୍ରବଳ ବର୍ଷା କରାଇବ ନେଇ ପୂର୍ବାନୁମାନ କରିଛି […]

Read More Text.
Rathayatra

ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଭୁବନେଶ୍ୱର: ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା। ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସହାୟତା। ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ରଥ ନିର୍ମାଣ ଓ ରଥଯାତ୍ରା ପାଇଁ ଆର୍ଥିକ ସହାୟତା କରିବ ଆଇନ ବିଭାଗ। ଦେବୋତ୍ତର ଆୟୋଗ ଅଧୀନରେ ଥିବା ଜଗନ୍ନାଥ ମନ୍ଦିରକୁ ମିଳିବ ସହାୟତା। ସହାୟତା ପାଇଁ ଅନେକ ଆବେଦନ ଆସିଥିବା ବେଳେ ତାହାକୁ ନେଇ ବିଚାର କରାଯାଉଛି। ଯେଉଁମାନେ ଆବେଦନ କରିନାହିଁନ୍ତି ସେମାନଙ୍କ ପାଇଁ ମଧ୍ୟ […]

Read More Text.
Mao 1 750x430

ଟଳିଲେ ୪ କୁଖ୍ୟାତ ମାଓବାଦୀ

ସୁରକ୍ଷା ବାହିନୀଙ୍କ ଗୁଳିରେ ଟଳିଲେ ୪ କୁଖ୍ୟାତ ମାଓବାଦୀ। ମହାରାଷ୍ଟ୍ର ପୁଲିସ ଓ କେନ୍ଦ୍ରୀୟ ସୁରକ୍ଷା ବଳ(ସିଆରପିଏଫ)ର ମାଓ ବିରୋଧୀ ଅଭିଯାନରେ ମିଳିଛି ଏହି ବଡ଼ ସଫଳତା। ମହାରାଷ୍ଟ୍ର-ଛତିଶଗଡ଼ର ସୀମାନ୍ତ ଗଡ଼ଚିରୋଲି ଥାନା ଅଧୀନ ଏକ ଜଙ୍ଗଲରେ ଶୁକ୍ରବାର ସୁରକ୍ଷା ବାହିନୀ ଏବଂ ମାଓମାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଏଥିରେ ସୁରକ୍ଷା ବାହିନୀଙ୍କ ଗୁଳିରେ ୪ ଜଣ କୁଖ୍ୟାତ ମାଓବାଦୀ ନିପାତ ହୋଇଥିବା ଜଣାପଡ଼ିଛି। ଏଥିସହ ବିପୁଳ ମାଓ ସାମଗ୍ରୀ ଜବତ ହୋଇଛି। ବିଶ୍ଵସ୍ତ ସୂତ୍ରରୁ ଖବର […]

Read More Text.