ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ, ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ
ଭୁବନେଶ୍ୱର: ପ୍ରକାଶ ପାଇଲା ଯୁକ୍ତ ଦୁଇ ପରୀକ୍ଷା ରେଜଲ୍ଟ। CHSE କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ। କଳା, ବାଣିଜ୍ୟ, ବିଜ୍ଞାନ, ଧନ୍ଦାମୂଳକ ଶିକ୍ଷା ରେଜଲ୍ଟ ପ୍ରକାଶ ପାଇଛି। ଏଥିସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇଛି। ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି। ସିଏଚସିଇ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ପରୀକ୍ଷା ଫଳ ପୁସ୍ତିକା ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଉନ୍ମୋଚନ କରିଛନ୍ତି। […]
Read More Text.