ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ
ଭୁବନେଶ୍ୱର: ଗୃହରେ ରାଜ୍ୟ ରାଜପଥ ପ୍ରାଧିକରଣ ବିଲ୍-୨୦୨୫ ପାରିତ। ବିଧାନସଭାରେ ୬ଟା ୨୫ ମିନିଟ୍ରେ ପାରିତ ହେଲା ବିଲ୍। ନିର୍ମାଣ ହେବ ୭୫ହଜାର କିମି ବିଶ୍ବସ୍ତରୀୟ ସଡ଼କ। ଧାର୍ଯ୍ୟ ସମୟରେ ନିର୍ମାଣ କାର୍ଯ୍ୟ ସାରିବାକୁ ଫାଷ୍ଟଟ୍ରାକ ଆପ୍ରୋଚରେ କାର୍ଯ୍ୟ ତ୍ବରାନ୍ବିତ ହେବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ- ଏନଏଚଏଆଇ ଢାଞ୍ଚାରେ ଓଡ଼ିଶାରେ ରାଜ୍ୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ- OSHA ଗଠନ ହେବ। ଓଡ଼ିଶା ଷ୍ଟେଟ ହାଇୱେଜ ଅଥରିଟି ବିଲ-୨୦୨୫ ବିଧାନସଭାରେ […]
Read More Text.