ଅଦିନିଆ ବର୍ଷା ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା; ଅଧିକ ଉପକୃତ ହେବେ ଚାଷୀ !

ଭୁବନେଶ୍ୱର: ରାଜ୍ୟ ସରକାର ଅଦିନିଆ ବର୍ଷାକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ମନେ କରିଛନ୍ତି। ଏଭଳି ବିପର୍ଯ୍ୟୟ ପାଇଁ ଗୁରୁତ୍ବପୂର୍ଣ୍ଣ ଘୋଷଣା ମଧ୍ୟ କରିଛନ୍ତି। ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ଅନୁମୋଦନ କରିଛନ୍ତି। ଓଡ଼ିଶା ପ୍ରତିବର୍ଷ ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଛି। ବନ୍ୟା ଓ ବାତ୍ୟା ଏକ ସାଧାରଣ ଘଟଣା ଘଟୁଛି। ବାତ୍ୟା ପରବର୍ତ୍ତୀ ସମୟରେ ବର୍ଷା ହୋଇଥାଏ। ଏଥିରେ ରାଜ୍ୟବାସୀଙ୍କର ବହୁ କ୍ଷୟକ୍ଷତି ଘଟିଥାଏ। ବିଶେଷ ଭାବରେ ଚାଷୀମାନେ ଅଧିକ କ୍ଷତି ସହ୍ୟ କରିଥାନ୍ତି। ବର୍ଷର […]

Read More Text.
Nh 55 532368

‘ଚଳିତ ବର୍ଷ ଶେଷ ସୁଦ୍ଧା ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ସରିବ’

ଭୁବନେଶ୍ବର: ବହୁ ପ୍ରତିକ୍ଷିତ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଚଳିତ ବର୍ଷ ଶେଷ ସୁଦ୍ଧା ହେବ। ବର୍ତ୍ତମାନ ଏହି କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ବର୍ଷ ଶେଷ ସୁଦ୍ଧା ଏହା ଶେଷ ହୋଇଯିବ। ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଶ୍ରୀ ହରିଚନ୍ଦନ କହିଛନ୍ତି ଯେ, ୨୬୫ କିଲୋମିଟର ବିଶିଷ୍ଟ କଟକ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥର ନିର୍ମାଣ କାମ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏଥିରେ ଯେଉଁ […]

Read More Text.

ଏସ୍‌ଇବିସି ବର୍ଗର ଛାତ୍ରଛାତ୍ରୀଙ୍କୁ ସଂରକ୍ଷଣରୁ ବଞ୍ଚିତ କରାଯାଇଥିଲା: ଧର୍ମେନ୍ଦ୍ର

ଭୁବନେଶ୍ୱର: ଓଡ଼ିଶାରେ ସାମାଜିକ ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗ (ଏସଇବିସି)ର ଛାତ୍ରଛାତ୍ରୀଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ଆସନ ସଂରକ୍ଷଣ ଦେବା ଦିଗରେ ପୂର୍ବ କଂଗ୍ରେସ ଏବଂ ବିଜେଡି ସରକାର କେବଳ ଛଳନା କରିଥିଲେ। କୋର୍ଟ କଚେରିର ବାହାନା ଦେଖାଯିବା ସହ ଛଦ୍ମ ସର୍ଭେର ପ୍ରହସନ କରାଯାଇଥିଲା ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏ ପ୍ରସଙ୍ଗରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ୧୯୯୦ ମସିହାରୁ ମଣ୍ଡଳ କମିସନ ଲାଗୁ […]

Read More Text.
Z

ଭାରତୀୟ ସେନାର ଶକ୍ତି ବଢାଇଲା ଓଡ଼ିଶା, ଟେଷ୍ଟ କଲା ଡ୍ରୋନ୍‌ କିଲର ‘ଭାର୍ଗବାସ୍ତ୍ର’

ବ୍ରହ୍ମପୁର : ଡ୍ରୋନ୍‌ ଜରିଆରେ ହେଉଥିବା ଆକ୍ରମଣକୁ ରୋକିବା ପାଇଁ ‘ଭାର୍ଗବାସ୍ତ୍ର’ ନାମରେ ଏକ କାଉଣ୍ଟର୍‌ ଆଟାକ ସିଷ୍ଟମ ତିଆରି କରାଯାଇଛି। ଗଞ୍ଜାମ ଜିଲାର ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜ ପରିସରରେ ଥିବା ଫାୟାରିଂ ରେଞ୍ଜରେ ଏହାର ସଫଳ ପରୀକ୍ଷଣ କରାଯାଇଛି। ସୋଲାର୍‌ ଡିଫେନ୍ସ ଆଣ୍ଡ୍‌ ଏରୋସ୍ପେସ୍‌ ଲିମିଡେଟ (ଏସ୍‌ଡିଏଲ) ଦ୍ବାରା ଏହା ପ୍ରସ୍ତୁତ କରାଯାଇଛି। ଡ୍ରୋନ ଆକ୍ରମଣକୁ ରୋକିବା ପାଇଁ ଏହି ସିଷ୍ଟମ ତିଆରି କରାଯାଇଛି। ଯାହାକି ଭାରତୀୟ ସେନା ପାଇଁ ବେଶ ଉପଯୋଗୀ […]

Read More Text.
Cm 5

ଉଚ୍ଚଶିକ୍ଷାରେ ଏସ୍‌ଇବିସିଙ୍କୁ ୧୧.୨୫% ସଂରକ୍ଷଣ

ଭୁବନେଶ୍ବର: ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ସାମାଜିକ ଓ ଅର୍ଥନୈତିକ ପଛୁଆବର୍ଗ (ଏସଇବିିସି) ଛାତ୍ରଛାତ୍ରୀଙ୍କ ପାଇଁ ସଂରକ୍ଷଣ ବ୍ୟବସ୍ଥା ଲାଗୁ ହୋଇଛି। ଏହି ସଂରକ୍ଷଣ ନୀତି ଅନୁସାରେ ଉଚ୍ଚଶିକ୍ଷାନୁଷ୍ଠାନରେ ଏସଇବିସି ବର୍ଗର ଛାତ୍ରଛାତ୍ରୀଙ୍କ ନାମଲେଖା ପାଇଁ ୧୧.୨୫% ଆସନ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରାଯିବ। ଚଳିତ ଶିକ୍ଷାବର୍ଷ ୨୦୨୫–୨୬ରୁ ରାଜ୍ୟର ସରକାରୀ ବିଶ୍ବବିଦ୍ୟାଳୟ, ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ଉଚ୍ଚଶିକ୍ଷାନୁଷ୍ଠାନରେ ଏହା ପ୍ରଚଳନ କରାଯିବ। ରାଜ୍ୟ କ୍ୟାବିନେଟ୍‌ରେ ଉଚ୍ଚଶିକ୍ଷା ବିଭାଗର ଏହି ପ୍ରସ୍ତାବ ସମେତ ୬ ବିଭାଗର ମୋଟ୍ […]

Read More Text.
Image 2025 05 14t155123.144

ପିପିଲି ନାବାଳିକା ଦୁଷ୍କର୍ମ ଘଟଣା; ନ୍ୟାୟ ପାଇଁ ଏସପିଙ୍କୁ ଭେଟିଲା ବିଜେଡି ପ୍ରତିନିଧି ମଣ୍ଡଳୀ

ପୁରୀ: ପିପିଲି ଅଞ୍ଚଳରେ ନାବାଳିକା ଦୁଷ୍କର୍ମ ଘଟଣାରେ ତ୍ଵରିତ ନ୍ୟାୟ ପାଇଁ ଏସପିଙ୍କୁ ଭେଟିଛନ୍ତି ବିଜେଡି ପ୍ରତିନିଧି ମଣ୍ଡଳୀ । ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତି ଓ ନାରୀ ସୁରକ୍ଷା ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଏହି ପ୍ରତିନିଧି ମଣ୍ଡଳୀ । ସେପଟେ ଏହି ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ତୁରନ୍ତ ଚାର୍ଜସିଟ୍ ପ୍ରଦାନ ସହ ଫାଷ୍ଟଟ୍ରାକ କୋର୍ଟର ମାମଲାର ବିଚାର ହେବ ବୋଲି ଏସପି ବିନୀତ ଅଗ୍ରୱାଲ ସୂଚନା ଦେଇଛନ୍ତି । ତେବେ କିଛିଦିନ […]

Read More Text.
Screenshot 2025 05 13 110622 e17

ଓରେରାର ଅଧ୍ୟକ୍ଷ ଭାବରେ ନିଯୁକ୍ତ ଅସିତ କୁମାର ମହାପାତ୍ର

ଭୁବନେଶ୍ୱର: ଦୀର୍ଘ ଦିନର ଅପେକ୍ଷା ପରେ ରାଜ୍ୟ ସରକାର ବୁଧବାର ଅସିତ କୁମାର ମହାପାତ୍ରଙ୍କୁ ଓଡ଼ିଶା ରିଅଲ୍ ଇଷ୍ଟେଟ୍ ନିୟାମକ ପ୍ରାଧିକରଣ (ଓରେରା)ର ଅଧ୍ୟକ୍ଷ ଭାବରେ ନିଯୁକ୍ତ କରିଛନ୍ତି। ଏକ ସରକାରୀ ବିଜ୍ଞପ୍ତି ଅନୁଯାୟୀ, ନୂତନ ନିଯୁକ୍ତି ତାଙ୍କ କାର୍ଯ୍ୟଭାର ଗ୍ରହଣ କରିବା ତାରିଖରୁ କାର୍ଯ୍ୟକାରୀ ହେବ। ଏନେଇ ଗୃହ ଏବଂ ନଗର ଉନ୍ନୟନ ବିଭାଗ ଦ୍ୱାରା ଜାରି ଏକ ବିଜ୍ଞପ୍ତିରେ କୁହାଯାଇଛି। ଏହା ବ୍ୟତୀତ ସରକାର ରାଜେନ୍ଦ୍ର ମିଶ୍ର ଏବଂ ଶ୍ୟାମ ସୁନ୍ଦର ଦାଶଙ୍କୁ ଓରେରାର […]

Read More Text.
Wea

ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟ ର ବିଭିନ୍ନ ସମସ୍ୟା କୁ ନେଇ ଓଡ଼ିଆ ଜାଗରଣ ମଞ୍ଚ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ

ବାରିପଦା : ଆଜି ଓଡ଼ିଆ ଜାଗରଣ ମଞ୍ଚର ପ୍ରତିଷ୍ଠାତା ସମ୍ପାଦକ ଶରତ ଚନ୍ଦ୍ର ନାୟକ ଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ମୟୁରଭଞ୍ଜ ଅତିରିକ୍ତ ଜିଲ୍ଲାପାଳଙ୍କ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ମହାରାଜା ଶ୍ରୀରାମଚନ୍ଦ୍ର ବିଶ୍ୱ ବିଦ୍ୟାଳୟର ବିଭିନ୍ନ ସମସ୍ୟା ନେଇ ଏକ ଦାବିପତ୍ର ପ୍ରଦାନ କରିଥିବାର ଜଣାଯାଇଛି | ମୟୂରଭଞ୍ଜ ଜିଲ୍ଲା ବାସୀଙ୍କର ବହୁବର୍ଷର ଦାବୀ ଫଳରେ ବିଗତ ୧୯୯୮ ମସିହାରେ ଓଡିଶା ସରକାର ବାରିପଦାର ତକତପୁରଠାରେ ଉତ୍ତର ଓଡ଼ିଶା ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା କରିଥିଲେ. ପରବର୍ତ୍ତୀ […]

Read More Text.
Img 20250513 wa0251

ଖେରୱାଳବୀର ଟ୍ରଷ୍ଟ ପକ୍ଷରୁ ପଣ୍ଡିତ ରଘୁନାଥ ମୁର୍ମୁ ଙ୍କ ଜୟନ୍ତୀ ପାଳିତ

ବାରିପଦା –  ମୟୁରଭଞ୍ଜ ଜିଲ୍ଲା କୁଳିଅଣା ବ୍ଲକର  ଖେରୱାଳବୀର ଟ୍ରଷ୍ଟ ଦ୍ବାରା ପରିଚାଳିତ ଖେରୱାଳବୀର ଅଲ ଇତୁନ ଆଶ୍ଳା-ଟଲକଚୁଇଁ  ଏବଂ କିଶୁନ ବାଗାନ ଅଲ ଇତୁନ ଆଶ୍ଳା-ଶୁଖୁଆପୋଡା ଠାରେ ପୃଥକ ପୃଥକ ଭାବରେ   ପଣ୍ତିତ ରଘୁନାଥ ମୁର୍ମୁଙ୍କ ୧୨୦ ତମ ଜୟନ୍ତୀ ଏବଂ ଅଲଚିକି ଲିପିର ୧୦୦ ବର୍ଷ ପୂର୍ତ୍ତି ଉତ୍ସାହର ସହ ପାଳିତ ହୋଇଯାଇଛି | ସୁଖୁଆପୋଡାଠାରେ ଗ୍ରାମବାସୀଙ୍କ ମିଳିତ ସହଯୋଗଗରେ ଟ୍ରଷ୍ଟି ହରି ମୋହନ ବେଶ୍ରା, ରବିନ୍ଦ୍ର ନାଥ ସୋରେନ ଙ୍କ ତତ୍ତ୍ବବଧାନରେ କାର୍ଯ୍ୟକ୍ରମ […]

Read More Text.
Whatsapp image 2025 05 15 at 3.27.35 pm 1536x872

ଷ୍ଟିଲ କମ୍ପାନୀ ଗୁଡିକୁ ସମସ୍ତ ସୁବିଧା ସୁଯୋଗ ଯୋଗାଇ ଦିଆଯିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଇଣ୍ଡିଆନ୍ ଷ୍ଟିଲ ଆସୋସିଏସନ୍‌ର ଅଧ୍ୟକ୍ଷ ନବୀନ ଜିନ୍ଦଲଙ୍କ ନେତୃତ୍ୱରେ ଇସ୍ପାତ କ୍ଷେତ୍ରର ଅନେକ ପ୍ରତିନିଧି ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ରାଜ୍ୟରେ ଅଧିକ ଷ୍ଟିଲ ଉତ୍ପାଦନ ଓ ଏଥିପାଇଁ ଆବଶ୍ୟକ ସୁବିଧା ସୁଯୋଗର ବୃଦ୍ଧି ଉପରେ ଆଲୋଚନା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ୨୦୩୬ ସୁଦ୍ଧା ସମୃଦ୍ଧ ଓଡିଶା ଗଠନ ଓ ୨୦୪୭ ସୁଦ୍ଧା ବିକଶିତ ଭାରତର ଗ୍ରୋଥ୍ ଇଞ୍ଜିନ ହେବା ଓଡିଶାର ଲକ୍ଷ୍ୟ। ଏଥିରେ ଖଣି ଓ […]

Read More Text.