ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ଇସ୍ତଫା ଦେଲେ ମୁନା ଖାନ୍
ଭୁବନେଶ୍ୱର,୧୫।୫: ଇସ୍ତଫା ଦେଲେ ମୁନା ଖାନ୍! ସଂଖ୍ୟାଲଘୁ ସଂପ୍ରଦାୟ କମିଟିରୁ ମୁନା ଖାନ ଇସ୍ତଫା ଦେଇଥିବା ଚର୍ଚ୍ଚା ହେଉଛି। ବର୍ତ୍ତମାନ ନବୀନ ନିବାସରେ ପହଞ୍ଚିଛନ୍ତି ବିଜେଡି ଏମପି ମୁନା ଖାନ୍। ଗଣମାଧ୍ୟମ ରିପୋର୍ଟ ଅନୁସାରେ ସଂଖ୍ୟାଲଘୁ ସେଲର ସାଉଥ ଜୋନ ସଂଯୋଜକ ପଦରୁ ସେ ଇସ୍ତଫା ଦେଇଥିବା କୁହାଯାଉଛି। ଏଥିପାଇଁ ସେ ସକାଳୁ ସକାଳୁ ନବୀନ ନିବାସ ପହଞ୍ଚିଥିବା ଚର୍ଚ୍ଚା ହେଉଛି। ତେବେ ଗତ ୫ ତାରିଖରେ ସଂଖ୍ୟାଲଘୁ ସଂପ୍ରଦାୟ କମିଟି ଗଠନ ହୋଇଥିଲା। ଦିଲ୍ଲୀପ ତିର୍କିଙ୍କୁ […]
Read More Text.