Photo for the news of btpur

କାଗଜ କଲମରେ ସୀମିତ ଉନ୍ନୟନମୂଳକ କାର୍ଯ୍ୟ, ବିଭାଗୀୟ ଅଧିକାରୀଙ୍କ ଅଣଦେଖାକୁ ନେଇ ଚର୍ଚ୍ଚା

ଆଗରପଡ଼ା :ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବନ୍ତ ତହସିଲଦାରଙ୍କ ଅଣଦେଖା ତାଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳନିର୍ଦ୍ଦେଶ କରୁଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବନ୍ତ ବ୍ଳକ ବଡ଼ହାଟ ତ୍ରିଲୋଚନପୁର(ବିଟିପୁର)ପଂଚାୟତରେ । ଗତ ଜୁଲାଇ ମାସରେ ବିଟିପୁର ସରପଂଚ ଓ ପଂଚାୟତବାସୀ ପଂଚାୟତର ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ସରକାରୀ ଜାଗାର ଆବଶ୍ୟକତା ଥିବାରୁ ଉକ୍ତ ଆବଶ୍ୟକତାକୁ ପୂରଣ ନିମନ୍ତେ ପତ୍ର ମାଧ୍ୟମରେ ସ୍ଥାନୀୟ ବିଧାୟକ ସଂଜୀବ ମଲ୍ଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ୭ଟି […]

Read More Text.
Photo for the news of pradhan paninala

ପ୍ରଧାନ ପାଣିନାଳ ଉପର ବେଆଇନ ପକ୍କାଘର ନିର୍ମାଣ, ଅଭିଯୋଗର ୧୦ମାସ ପରେବି କାର୍ଯ୍ୟାନୁଷ୍ଠାନ ଶୂନ

ଆଗରପଡ଼ା :ନୂତନ ସରାକର ଆସିବା ପରେ ବର୍ତ୍ତମାନ ଜିଲ୍ଲାର ବିଭିନ୍ନ ବ୍ଳକରେ ଜବର ଦଖଲରେ ଥିବା ବିଭିନ୍ନ ଜାଗାରୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ ପ୍ରକ୍ରିୟାକୁ ଜୋରଦାର କରାଯାଇଥିବା ବେଳେ ଏହାର ବ୍ୟତିକ୍ରମ କିନ୍ତୁ ବନ୍ତ ବ୍ଲକରେ ଦେଖିବାକୁ ମିଳିଛି । ଅଭିଯୋଗକୁ ୧୦ମାସ ବିତିଯିବା ପରେ ମଧ୍ୟ ପ୍ରଶାସନ ନୀରବ ଦ୍ରଷ୍ଟା ସାଜିବା ତାର କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳ ନିର୍ଦ୍ଦେଶ କରୁଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଅନ୍ତର୍ଗତ ଅଣିଜୋ ମାଇନର କେନାଲରୁ ବାହାରିଥିବା ଆଉଟ୍‌ଲେଟର […]

Read More Text.
Img 20250511 wa0203

ବିଦାୟ ସମ୍ବର୍ଦ୍ଧନା ଏବଂ ପୁସ୍ତକର ଲୋକାର୍ପଣ ଉତ୍ସବ, କାଳଜୟୀ ସୃଷ୍ଟି ସ୍ରଷ୍ଟାକୁ ଆମରତ୍ୱ ପ୍ରଦାନ କରିଥାଏ

ବାରିପଦା: ଲେଖକଟିଏ ସୃଜନୀ ଶକ୍ତିର ଭଣ୍ଡାର. ନିତିଦିନିଆ ସଂସାର ଭିତରେ ସବୁ ମଣିଷ ଘାଣ୍ଟି ହେଉଥିବା ବେଳେ, ସାହିତ୍ୟିକ ଟିର ମନ ଏବଂ ମସ୍ତିଷ୍କ ସବୁବେଳେ ନୂତନତ୍ୱର ସନ୍ଧାନରେ ନିମଗ୍ନ ରହିଥାଏ. ସମାଜକୁ ଜ୍ଞାନ ବାଣ୍ଟିବା ପାଇଁ ନିଜ କଲମ ମୁନରେ ଯେଉଁ କାଳଜୟୀ ସାହିତ୍ୟକୁ ସୃଷ୍ଟି କରିଥାଏ, ସେହି କାଳଜୟୀ ସୃଷ୍ଟି ସ୍ରଷ୍ଟାକୁ ଆମରତ୍ୱ ପ୍ରଦାନ କରିଥାଏ ବୋଲି ସମ୍ବଲପୁର ବରଗଡ଼ ଓଡ଼ିଆ ଗବେଷଣା ପରିଷଦ ଏବଂ ଓଡ଼ିଆ ଜାଗରଣ ମଞ୍ଚ ମୟୁରଭଞ୍ଜ ଆନୁକୂଲ୍ୟରେ ବାରିପଦା […]

Read More Text.

ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ

ପୁରୀ : ଦିଘା ଜଗନ୍ନାଥ ମନ୍ଦିର ବିବାଦରେ ଜଡ଼ିତ ହୋଇ ପଡ଼ିଥିବା ବରିଷ୍ଠ ଦଇତାପତି ସେବାୟତ ରାମକୃଷ୍ଣ ଦାସମହାପାତ୍ର ନିଲମ୍ବିତ ହୋଇଛନ୍ତି । ବଳକା ଦାରୁରେ ଦିଘା ମନ୍ଦିର ଜଗନ୍ନାଥ ବିଗ୍ରହ ନିର୍ମାଣ ନେଇ ଦ୍ବନ୍ଦ୍ବାତ୍ମକ ଏବଂ ବିବାଦୀୟ ବୟାନ ଦେଇ ଥିବା ରାମକୃଷ୍ଣଙ୍କୁ ଶ୍ରୀମନ୍ଦିର ପ୍ରଶାସନ ତରଫରୁ କୈଫିୟତ ମଗା ଯାଇଥିଲା । ଆଜି ତାଙ୍କୁ ୩୦ ଦିନ ପାଇଁ ନିଲମ୍ବିତ କରାଯାଇଥିବା ସୂଚନା ଦିଆଯାଇଛି । ସେ ୩୦ ଦିନ ଯାଏ ଶ୍ରୀମନ୍ଦିରରେ ପ୍ରବେଶ କରି […]

Read More Text.

ସର୍ଟ ସର୍କିଟରୁ ଗୁଣପୁର ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ବଡ଼ ଧରଣର ଅଗ୍ନିକାଣ୍ଡ

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଗୁଣପୁର ସ୍ଥିତ ଜି ଆଇ ଇ ଟି ବିଶ୍ୱବିଦ୍ୟାଳୟରେ ସର୍ଟ ସର୍କିଟ ଯୋଗୁ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛିI କମ୍ପ୍ୟୁଟର ବିଭାଗରେ ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଛି ବୋଲି ପ୍ରାରମ୍ଭିକ ସୂଚନା ମିଳିଛି I ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ ଲାଗିଥିବା ନିଆଁକୁ ଆୟତ୍ତ କରିଥିଲେ। ଅପରପକ୍ଷରେ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିର କର୍ତ୍ତୃପକ୍ଷ ଏବଂ ପୁଲିସ ଘଟଣାର […]

Read More Text.

ବାରିପଦା ରେ ଦ୍ଵିତୀୟରାଷ୍ଟ୍ରୀୟ ଲୋକ ଅଦାଲତ, ୨୦୨୫

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧ‌ିକରଣ, ମୟୂରଭଞ୍ଜ ପକ୍ଷରୁ ବାରିପଦା ଠାରେ ଜିଲ୍ଲା ଓ ଦୌରାଜଜଙ୍କ କାର୍ଯ୍ୟାଳୟ ପରିସରରେ ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଲୋକ ଅଦାଲତରେ ମୋଟ ୯୩୫୪ ଟି ମାମଲା ମଧ୍ୟରୁ ୨୪୯୧ ଟି ମାମଲାର ଅପୋଷ ବିଚାର ହୋଇ ମୋଟ ୨,୧୩,୮୭,୦୨୦ ଟଙ୍କା ଅଦାୟ ପାଇଁ ସମାଧାନ ହୋଇଥିବା ଜଣାପଡିଛି । ଜିଲ୍ଲା ଓ ଦୌରାଜକ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣର ଅଧ୍ୟକ୍ଷ ଶ୍ରୀ ଅରବିନ୍ଦ ପଟ୍ଟନାୟକ […]

Read More Text.

ସ୍ବେଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ, ୨୦ ୟୁନିଟ ରକ୍ତ ସଂଗ୍ରହ

ବାରିପଦା : ସ୍ଥାନୀୟ ଓଡିଶା ରକ୍ତ କେନ୍ଦ୍ର, ବାରିପଦା ପରିସରରେ ଓଡିଶା ରକ୍ତଦାତା ମହାସଂଘ, ବାରିପଦା ଶାଖା ଆନୁକୂଲ୍ୟରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି I ଏହି ଶିବିରକୁ ବରିଷ୍ଠ ସଦସ୍ୟ ସର୍ଦ୍ଦାର ହରିଚରଣ ସିଂହ ଓ ରକ୍ତ ଭଣ୍ଡାର ଅଧିକାରୀ ଡଃ ସୌମ୍ୟ ରଞ୍ଜନ ନାୟକ ଉଦଘାଟନ କରିଥିଲେ I ଏହି ଶିବିରରେ ୨ ଜଣ ମହିଳା ସମେତ ମୋଟ ୨୦ ଜଣ ସ୍ବେଛାକୃତ ଭାବେ ରକ୍ତଦାନ କରିଥିଲେ I ରକ୍ତଭଣ୍ଡାରର ରୁଚିକା ଖୁରାନା, […]

Read More Text.

ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ – ୧୨ ରୁ ୧୮ ତାରିଖ 

ବାରିପଦା : ସ୍ଥାନୀୟ ମଧୁବନ ମିନି ଷ୍ଟାଡିୟମ ପଡିଆରେ ମହେଶ ଦାଶ ଫୁଟବଲ ଏକାଡେମୀ ଆନୁକୂଲ୍ୟରେ ମହେଶ ଦାଶ ମେମୋରିଆଲ ଫୁଟବଲ ଟୁର୍ଣ୍ଣାମେଣ୍ଟ ଚଳିତ ମାସ ୧୨ ରୁ ୧୮ ତାରିଖ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଅଛି I ଏହି ଟୁର୍ଣ୍ଣାମେଣ୍ଟରେ ଯୁବ ଟିମର ୮ ଟି ଓ ଭେଟେରାନ ଟିମର ୮ ଟି ଦଳ ଅଂଶଗ୍ରହଣ କରୁଛନ୍ତି ବୋଲି ମୁଖ୍ୟ ଆୟୋଜକ ଲୋହିତ ଦାଶ ଜଣାଇଛନ୍ତି I ପ୍ରତ୍ୟେକ ଦିନ ଅପରାହ୍ନ ୩ଟା ରୁ ୬ଟା […]

Read More Text.

ନାବାଳିକା କୁ ବିବାହ ର ପ୍ରତିଶୃତି ଦେଇ ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ ୨୨ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଜନୈକ  ନାବାଳିକା କୁ ବିବାହ ର ମିଛ ପ୍ରତିଶୃତି ଦେଇ  ବାରମ୍ବାର ଦୁଷ୍କର୍ମ କରିଥିବା ଅଭିଯୋଗ ସଂକ୍ରାନ୍ତ ଏକ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ରାସଗୋବିନ୍ଦପର ଥାନା ଅନ୍ତର୍ଗତ ବାଧିମୁହା ଗ୍ରାମର ଶରତ ପରମାଣିକ (38) କୁ ଦଫା 354   ଅନୁଯାୟୀ  ଦୁଇ ବର୍ଷ   ସଶ୍ରମ କାରାଦଣ୍ଡ ସମେତ ପାଞ୍ଚ […]

Read More Text.

ଧନ, ଜୀବନର ସୁରକ୍ଷା ଆମ ଦାୟିତ୍ୱ : ସିଭିଲ ଡିଫେନ୍ସ ସଙ୍ଗଠନରେ ଯୋଗ ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

ଭୁବନେଶ୍ୱର :  ଦେଶର ସାଧାରଣ ଲୋକଙ୍କ ଧନ, ଜୀବନର ସୁରକ୍ଷା ଆମ ସମସ୍ତଙ୍କ ଦାୟିତ୍ୱ ।  ସୁରକ୍ଷା ଓ ସେବା ଆମର ସର୍ବୋଚ୍ଚ କର୍ତ୍ତବ୍ୟ ।  ଏଥିପାଇଁ ଜାତୀୟତାର ମନୋଭାବ ନେଇ ବେସାମରିକ ସୁରକ୍ଷା ବା ସିଭିଲ ଡିଫେନ୍ସ ସଙ୍ଗଠନରେ ସ୍ବେଚ୍ଛାସେବୀ ଭାବେ ଯୋଗ ଦେବାକୁ ଯୁବ ସମାଜ ଆଗେଇ ଆସିବାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅପିଲ କରିଛନ୍ତି  । ସେବା ଓ ଜାତୀୟତାର ମନୋଭାବକୁ ଆହୁରି ଦୃଢ଼ କରିବା ଉପରେ ସେ ଜୋର ଦେଇଛନ୍ତି । ଇଚ୍ଛୁକ […]

Read More Text.