କାଳବୈଶାଖୀ ପ୍ରଭାବ ; ବାଦ ପଡ଼ିଲେନି ଭଗବାନ
ଆଠଗଡ : କାଳବୈଶାଖୀ ତାଣ୍ଡବରେ ବାଦ ପଡ଼ିଲେ ନାହିଁ ଭଗବାନ। ଗଛ ପଡ଼ି ଭାଙ୍ଗିଲା ମନ୍ଦିର ଗୃହ। କଟକ ଜିଲ୍ଲା ଆଠଗଡ ବ୍ଲକ କନ୍ଦରପୁର ଅଞ୍ଚଳରେ ଦେଖିବାକୁ ମିଳିଛି ଏହି ଦୃଶ୍ୟ। ଦୁଇଦିନ ତଳେ ହଠାତ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଥିଲା। ମାତ୍ର ୧୦ ମିନିଟ ପ୍ରବଳ ଝଡପବନ ବୋହିବା ଫଳରେ ବହୁ ଗଛ ଉପୁଡିବା ସହ ଡାଳ ଭାଙ୍ଗିବା ଫଳରେ ବିଦ୍ୟୁତ ଯୋଗାଣ ବାଧାପ୍ରାପ୍ତ ହୋଇଥିଲା। ପ୍ରବଳ ପବନ ଯୋଗୁଁ କୈବର୍ତ୍ତ ସାହିର ଏକ ୨୦୦ […]
Read More Text.