ଚଳିତ ମଇ ମାସ ୧୦ତାରିଖ ରେ ଅନୁଷ୍ଠିତ ହେବ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ
ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧିକରଣ,ମୟୁରଭଞ୍ଜ, ବାରିପଦାଙ୍କ ତରଫରୁ ଚଳିତ ମଇମାସ ତା ୧୦-୦୫-୨୦୨5 ରିଖ (ଶନିବାର) ବାରିପଦାସ୍ଥିତ ସିଭିଲ କୋର୍ଟ ପରିସରରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ ) ଚେକ ବାଉନ୍ସ, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ବିବାଦ ମାମଲା, ଲୋକ ଉପଯୋଗୀ ସେବା ସମ୍ବନ୍ଦୀୟ ବିଦ୍ୟୁତ, ଜଳ ବିଲ […]
Read More Text.