ଏସବୁ ଜିଲାରେ ବର୍ଷିବ ; ୨ ଦିନ ପରେ ପୁଣି ଫେରିବ ତାତି

ଭୁବନେଶ୍ୱର : ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ବର୍ଷା କାରଣରୁ ତାତିରୁ ସାମାନ୍ୟ ଆଶ୍ୱସ୍ତି ମିଳିଛି । କାଳବୈଶାଖୀ ବର୍ଷା ପାଇଁ ବୁଧବାର ପାଇଁ ୨୩ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହାସହ ଆଜି ପାଇଁ କୋରାପୁଟ, ମାଲକାନଗିରି, ରାୟଗଡା, ଗଜପତି, ଗଞ୍ଜାମ, ମୟୁରଭଞ୍ଜ, କେନ୍ଦୁଝରକୁ ବିଜୁଳି, ଘଡଘଡି ସହ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଏହାସହ ଆଗାମୀ ୨ ଦିନ ପରେ ପୁଣି ଫେରିବ ତାତି […]

Read More Text.
Mohan majhi mamta banarjee

ଦୀଘା ଜଗନ୍ନାଥ ମନ୍ଦିର ବିବାଦ: ମମତାଙ୍କୁ ଚିଠି ଲେଖିଲେ ମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଚିଠି ଲେଖିଛନ୍ତି। ଶ୍ରୀ ମାଝୀ ଚିଠି ଲେଖବାର କାରଣ ହେଲା ପଶ୍ଚିମବଙ୍ଗର ଦୀଘାରେ ଜଗନ୍ନାଥ ମନ୍ଦିର ବିବାଦ। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଦୀଘା ଜଗନ୍ନାଥ ମନ୍ଦିରକୁ ‘ଧାମ’ କୁହାନଯାଉ। ପଶ୍ଚିମବଙ୍ଗ ସରକାର ‘ଧାମ’ ଶଦ୍ଦ ବ୍ୟବହାରରୁ ଦୂରରେ ରୁହନ୍ତୁ। ଆନ୍ତଃରାଜ୍ୟ ସମ୍ମାନ ଓ ସାଂସ୍କୃତିକ ସମ୍ବେଦନଶୀଳତାକୁ ବଜାୟ ରଖନ୍ତୁ। ପୁରୀ ଜଗନ୍ନାଥଧାମର ସ୍ଥାନ ସ୍ବତନ୍ତ୍ର ଓ ପବିତ୍ର। ଅନ୍ୟ କୌଣସି […]

Read More Text.

ନାବାଳିକା ଦୁଷ୍କର୍ମ ଅଭିଯୋଗରେ ଅଭିଯୁକ୍ତ କୁ 30 ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା

ବାରିପଦା: ଏକ ଜନୈକ ନାବାଳିକା ସହିତ ହୋଇଥିବା ଦୁଷ୍କର୍ମ ସଂକ୍ରାନ୍ତ ମାମଲାର ବିଚାର କରି ମାନ୍ୟବର ଆଡ଼ ହକ ଆଡିସନାଲ ଜିଲ୍ଲା ଓ ଦୌରାଜଜ ଫାଷ୍ଟଟ୍ରାକ ସ୍ପେଶାଲ କୋର୍ଟ ଅଣ୍ଡାର ପୋକ୍ସ ଆକ୍ଟ ସନ୍ତୋଷ କୁମାର ନାୟକ ଅଭିଯୁକ୍ତ ମୟୁରଭଞ୍ଜ ଜିଲ୍ଲା ବିଶୋଇ ଥାନା ଅନ୍ତର୍ଗତ ବାଧୁନିଆ ଗ୍ରାମର ଭାଲୁ ଏଲିଏସ ନାରଣ ସୋରେନ (30) କୁ ଦଫା 450 ଏବଂ 363 ଉଭୟରେ ଅନୁଯାୟୀ ପାଞ୍ଚ ବର୍ଷ ଲେଖାଏଁ ସଶ୍ରମ କାରାଦଣ୍ଡ ସମେତ ମୋଟ ଦଶ […]

Read More Text.

ଚଳିତ ମଇ ମାସ ୧୦ ତାରିଖ ରେ ଅନୁଷ୍ଠିତ ହେବ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ

ବାରିପଦା: ଜିଲ୍ଲା ଆଇନ ସେବା ପ୍ରାଧିକରଣ,ମୟୁରଭଞ୍ଜ, ବାରିପଦାଙ୍କ ତରଫରୁ ଚଳିତ ମଇମାସ ତା ୧୦-୦୫-୨୦୨5 ରିଖ (ଶନିବାର) ବାରିପଦାସ୍ଥିତ ସିଭିଲ କୋର୍ଟ ପରିସରରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ। ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାର ବିଚାରଧିନ ମକଦ୍ଦମା ଯଥା ଫୌଜଦାରୀ (ସାଲିସ ଯୋଗ୍ୟ ) ଚେକ ବାଉନ୍ସ, ବ୍ୟାଙ୍କ ଋଣ ମାମଲା, ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ଶ୍ରମ ବିବାଦ ମାମଲା, ଲୋକ ଉପଯୋଗୀ ସେବା ସମ୍ବନ୍ଦୀୟ ବିଦ୍ୟୁତ, ଜଳ ବିଲ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ଫିଟ୍‌ ଇଣ୍ଡିଆ ୨୦୨୫ ଅନୁଷ୍ଠିତ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟରେ ଫିଟ୍‌ ଇଣ୍ଡିଆ ୨୦୨୫ ଅନୁଷ୍ଠିତ ହୋଇଯାଇଛି । ନାଗରିକମାନଙ୍କୁ ସେମାନଙ୍କର ଦୈନନ୍ଦିନ ଜୀବନରେ ଶାରୀରିକ କାର୍ଯ୍ୟକଳାପକୁ ସାମିଲ କରିବାକୁ ଉତ୍ସାହିତ କରିବା ପାଇଁ ଭାରତ ସରକାରଙ୍କ ଏକ ପଦକ୍ଷେପକୁ କାର୍ଯ୍ୟକାରୀ କରିବାପାଇଁ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଅନୁଷ୍ଠିତ ଏହି ଫିଟ୍‌ ଇଣ୍ଡିଆ କାର୍ଯ୍ୟକ୍ରମରେ ଏକ ସାଇକେଲ ର‍୍ୟାଲିର ଆୟୋଜନ କରାଯାଇଥିଲା । ଏଥିରେ ୬୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ, ଅଧ୍ୟାପକ ଅଧ୍ୟାପିକା ଏବଂ କର୍ମଚାରୀ […]

Read More Text.
Gqp tztwgaat63q

‘ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ’ ଖବରରେ ପୂର୍ଣ୍ଣଚ୍ଛେଦ ଟାଣିଲେ ଜୁଏଲ ଓରାମ

ନୂଆଦିଲ୍ଲୀ: ‘ମୁଁ ସମ୍ପୂର୍ଣ୍ଣ ସୁସ୍ଥ ଅଛି, ମୋ ସ୍ବାସ୍ଥ୍ୟକୁ ନେଇ ହୋଇଥିବା ଗୁଜବ ସମ୍ପୂର୍ଣ୍ଣ ଭିତ୍ତିହୀନ ଏବଂ ଭ୍ରମାତ୍ମକ। ମୁଁ ସମସ୍ତଙ୍କୁ ସତ୍ୟ ଆଧାରିତ ତଥ୍ୟ ଉପରେ ଧ୍ୟାନ ଦେବାକୁ ଅନୁରୋଧ କରୁଛି ଏବଂ ମୁଁ ମୋ କାମ ପ୍ରତି ପୂରାପୂରି ସମର୍ପିତ ଅଛି…’ କହି ଚଳନ୍ତା ଟ୍ରେନରୁ କେନ୍ଦ୍ରମନ୍ତ୍ରୀ ନିଖୋଜ ହୋଇଥିବା ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି ଜୁଏଲ ଓରାମ। ଏହି ନିଖୋଜ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇବା ପରେ କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ ପ୍ରତିକ୍ରିୟା […]

Read More Text.
Img 20250506 wa0243

ବାରିପଦା ବି ଇ ଓ ଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

ବାରିପଦା:  ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଡି ଆଇ ଇ ଟି ସମ୍ମିଳନୀ କକ୍ଷରେ ବାରିପଦାର ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି I ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବ୍ରଜମୋହନ ମୁର୍ମୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ପୂର୍ଣ୍ଣଚନ୍ଦ୍ର ସେଠି, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶଶୀଧର ସିଂ ଓ ବିନୋଦ ସିଂ, ଅବସପ୍ରାପ୍ତ କୃତୀ ଶିକ୍ଷକ ଭାଗବତ ପଣ୍ଡା, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ […]

Read More Text.

ପୁରୀ ବିମାନବନ୍ଦରକୁ କେନ୍ଦ୍ରର ମଞ୍ଜୁରି

ଭୁବନେଶ୍ୱର, ୬।୫: ଓଡିଶାରେ ପର୍ଯ୍ୟଟନ କ୍ଷେତ୍ରରେ ବିକାଶକୁ ଆହୁରି ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ପୁରୀଠାରେ ଏକ ନୂତନ ଗ୍ରୀନଫିଲ୍ଡ ବିମାନ ବନ୍ଦର ନିର୍ମାଣ ପାଇଁ କେନ୍ଦ୍ର ସରକାର ନୀତିଗତ ଅନୁମୋଦନ ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ ଯେ, ଶ୍ରୀଜଗନ୍ନାଥ ବିମାନ ବନ୍ଦର ନାମରେ ନାମିତ ଏହି ମହତ୍ୱାକାଂକ୍ଷୀ ଭିତ୍ତିଭୂମି ପ୍ରକଳ୍ପଟି ୫,୬୩୧ କୋଟି ଟଙ୍କା ମୂଲ୍ୟରେ ୧,୧୬୪ ଏକର ଜମିରେ ବିକଶିତ ହେବ। ଏହି ନିର୍ମାଣ କାର୍ଯ୍ୟ ୩ଟି ପର୍ଯ୍ୟାୟରେ ହେବାକୁ ଯାଉଥିବା ବେଳେ ଏହା […]

Read More Text.

ବିଦେଶୀ ମଦ ଦୋକାନରେ ମାଲିକଙ୍କୁ ଗୁଳି ମାରି ଟଙ୍କା ଲୁଟ୍, ମଦ ମାଲିକ ଗୁରୁତର, କଟକ ସ୍ଥାନାନ୍ତରିତ

ବାରିପଦା: ମୟୂରଭଞ୍ଜ ଜିଲ୍ଲାର ସିମାନ୍ତ ଗୋରୁମହିଷାଣୀ ଥାନା ଅନ୍ତର୍ଗତ ଗୋରୁମହିଷାଣୀ ବଜାରରେ ଥିବା ଥାନା ପାଖରୁ ୪୦୦ ମିଟର ଦୂର ଏକ ବିଦେଶୀ ମଦ ଦୋକାନର ମାଲିକଙ୍କ ଉପରେ ଗୁଳି ମାରିମାରି ଲକ୍ଷାଧିକ ଟଙ୍କା ଲୁଟ୍ କରି ଫେରାର ହୋଇଗଲେ ଦୁଇ ଅଜଣା ଦୁବୃର୍ତ୍ତ । ସୂଚନାଯୋଗ୍ୟ ଆଜି ମଙ୍ଗଳବାର ଗୋରୁମହିଷାଣୀ ସାପ୍ତାହିକ ହାଟ ବଜାର ପୁରା ଗହଳି ଥିଲା । ଅପରାହ୍ନର ୨ ଟା ପାଖାପାଖି ସମୟରେ ଏକ କଳା ପଲସର ( JHO5CW7856)ରେ ଦୁଇ […]

Read More Text.
2

୫ ବର୍ଷ ହେଲା ଜଗା ରଥପାଇଁ ପଠାଯାଉଛି କାଠ: ଭଞ୍ଜନଗରରୁ ପ୍ରଥମ ପର୍ଯ୍ୟାୟରେ ଗଲା ରଥକାଠ

ଭଞ୍ଜନଗର : ବିଶ୍ବ ପ୍ରସିଦ୍ଧ ପୁରୀ ରଥଯାତ୍ରା ଜୁନ ୨୭ ତାରିଖରେ ହେବ। ତେଣୁ ତିନି ଠାକୁରଙ୍କ ରଥ ନିର୍ମାଣ କାର୍ଯ୍ୟ ପୁରୀ ରଥଖଳାରେ ଚାଲିଛି। ଏଥିପାଇଁ ରାଜ୍ୟର ବିଭିନ୍ନ ବନଖଣ୍ଡରୁ ରଥକାଠ ପୁରୀ ଅଭିମୂଖେ ଅଣାଯାଉଛ। ଏହିଭଳି ଗଞ୍ଜାମ ଜିଲା ଘୁମୁସର ଦକ୍ଷୀଣ ବନଖଣ୍ଡ ଏବଂ ଉତ୍ତର ବନଖଣ୍ଡରୁ ଆଜକୁ ୫ ବର୍ଷ ହେବ ପୁରୀ ରଥଯାତ୍ରା ପାଇଁ କାଠ ପଠାଯାଉଛି। ଏହିଭଳି ମଙ୍ଗଳବାର ଘୋଗଡ ସଂରକ୍ଷିତ ଜଙ୍ଗଲରୁ ୨୩ ଖଣ୍ଡ କାଠକୁ ପୂଜାର୍ଚ୍ଚନା କରାଯିବା […]

Read More Text.