ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ବିବାଦ: ଆସିଲା ତଦନ୍ତ ରିପୋର୍ଟ, କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା

ଦୀଘା ଶ୍ରୀଜଗନ୍ନାଥ ମନ୍ଦିର ନେଇ ସୃଷ୍ଟି ହୋଇଥିବା ବିବାଦର ତଦନ୍ତ କରୁଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ ପାଢ଼ୀ ସୋମବାର ରାଜ୍ୟ ସରକାରଙ୍କୁ ମଧ୍ୟବର୍ତ୍ତିକାଳୀନ ତଦନ୍ତ କମିଟି ରିପୋର୍ଟ ପ୍ରଦାନ କରିଛନ୍ତି। ଡଃ ପାଢ଼ୀ ଆଜି ଲୋକସେବା ଭବନରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ ଏହି ରିପୋର୍ଟ ପ୍ରଦାନ କରିଛନ୍ତି। ତଦନ୍ତ ରିପୋର୍ଟରେ ଦିଘାଠାରେ ଶ୍ରୀଜଗନ୍ନାଥଙ୍କର ମନ୍ଦିର ନିର୍ମାଣ ହେବା, ମନ୍ଦିରର ନାମକୁ ଜଗନ୍ନାଥ ଧାମ ଲେଖାଯିବା, ଏଠାରୁ ସେବାୟତମାନେ ମନ୍ଦିର ପ୍ରତିଷ୍ଠାରେ ଯୋଗଦେବା ତଥା […]

Read More Text.

ବାରିପଦା ଉପଖଣ୍ଡ ପାଇଁ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ

ମୋଟ ୧୬୯ଗୋଟି ଅଭିଯୋଗର ହେଲା ଶୁଣାଣୀ ବାରିପଦା: ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ସକାଳ ୭ଘଟିକା ସମୟରେ ମୟୂରଭଞ୍ଜ ଜ଼ିଲ୍ଲା ସଦରମହକୁମା ବାରିପଦା ଠାରେ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଭା. ପ୍ର. ସେଙ୍କ ଅଧ୍ୟକ୍ଷତାରେ  କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷରେ ଏକ ଯୁଗ୍ମ ଜନଶୁଣାଣୀ ଶିବିର ଆରମ୍ଭ ହୋଇଥିଲା . ଉକ୍ତ ଜନଶୁଣାଣୀ ଶିବିରରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପଲ୍ଲୀ,ଭା.ପୋ.ସେ., ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା,  […]

Read More Text.

ରାଜଧାନୀରେ ଲଜ୍ଜା; ମା’ ଝିଅକୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

ଭୁବନେଶ୍ବର: ରାଜଧାନୀରେ ମାଆ ଓ ଝିଅକୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ । ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ହୋଇଛି । ଅଶ୍ଲୀଳ ଫଟୋ ଉଠାଇ ଦୁଷ୍କର୍ମ କରିଥିବା ଅଭିଯୋଗ । ରବିବାର ଅଭିଯୁକ୍ତକୁ ଗିରଫ କରି ତଦନ୍ତ ଆରମ୍ଭ କରିଛି ବରଗଡ଼ ପୋଲିସ । ଗିରଫ ଅଭିଯୁକ୍ତ ଜଣକ ଯାଜପୁର ଜିଲ୍ଲା ଟମକା ଥାନା ଅଞ୍ଚଳର ସରୋଜ କୁମାର ବେହେରା ଓରଫ ରବି (୨୨) ବୋଲି ଜଣାପଡିଛି । ଅଭିଯୁକ୍ତ ରବି ପୀଡିତାଙ୍କ ଭଡ଼ାଘର ପାଖରେ […]

Read More Text.
Img 20250505 wa0173

ଗୃହ ଓ ନଗର ଉନ୍ନୟନ ବିଭାଗ ମନ୍ତ୍ରୀଙ୍କ ଦ୍ୱାରା ଅତ୍ୟାଧୁନିକ ସୁଲଭ ଶୌଚାଳୟ ଉଦଘାଟିତ

ବାରିପଦା : ବାରିପଦା ପୌରପାଳିକା ତରଫରୁ ନିର୍ମିତ ୨ ଗୋଟି ଅତ୍ୟାଧୁନିକ ସୁଲଭ ଶୌଚାଳୟକୁ ମାନ୍ୟବର ମନ୍ତ୍ରୀ, ଗୃହ ଓ ନଗର ଉନ୍ନୟନ ବିଭାଗ, ଓଡିଶା, ଡ଼. କୃଷ୍ଣ ଚନ୍ଦ୍ର ମହାପାତ୍ର ଜନସାଧାରଣଙ୍କ ଉଦେଶ୍ୟରେ ଶୁଭ  ଉଦଘାଟନ କରିଛନ୍ତି। ଏଥି ମଧ୍ୟରୁ ଗୋଟିଏ ବାରିପଦା ସ୍ଥିତ ଜିଲ୍ଲା ଓ ଦୌରା ଜଜଙ୍କ ଅଦାଲତ କାର୍ଯ୍ୟାଳୟ ପରିସରରେ ଏବଂ ଅନ୍ୟଟି ତକତପୁରସ୍ଥିତ ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟ ସମ୍ମୁଖରେ ନିର୍ମିତ ହୋଇଛି। ଏହି ଶୁଭ ଉଦଘାଟନ ଅବସରରେ କୋର୍ଟ କାର୍ଯ୍ୟାଳୟ […]

Read More Text.

ଦିଦିଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ କଡ଼ା ଜବାବ, କହିଲେ ମମତା ହିନ୍ଦୁ ବିରୋଧୀ

ଭୁବନେଶ୍ୱର: ଦୀଘା ଜଗନ୍ନାଥ ମନ୍ଦିରକୁ ନେଇ ବିବାଦ ଜୋର ଧରିଛି। ଏହି ପ୍ରସଙ୍ଗରେ ଆଜି ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି ମମତା ବାନାର୍ଜୀ। ଏହାପରେ କଡ଼ା ଜବାବ ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ମନ୍ତ୍ରୀ କହିଛନ୍ତି, “ମମତା ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ। ପ୍ରତିଦିନ ଗଣତନ୍ତ୍ରକୁ ରକ୍ତାକ୍ତ କରୁଛନ୍ତି।” ମମତା ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛ କି ବୋଲି ପ୍ରଶ୍ନ କରିଛନ୍ତି ରାଜସ୍ୱ ମନ୍ତ୍ରୀ। ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛନ୍ତି। […]

Read More Text.
Img 20250505 wa0206

ବେତନଟି ବ୍ଲକର ମାଟ୍ରିକ୍ ଟପ୍ପର୍ ପ୍ରିୟଙ୍କା ମହାପାତ୍ର ସମ୍ମାନିତ

ବାରିପଦା -, ଭାରତୀୟ ଷ୍ଟେଟ ବ୍ୟାଙ୍କର ବେତନଟୀ ଶାଖା ପକ୍ଷରୁ ଚଳିତ ବର୍ଷ ମେଟ୍ରିକ ପରୀକ୍ଷାରେ ବେତନଟି ବ୍ଲକରେ ସର୍ବୋଚ୍ଚ ମାର୍କ ରଖିଥିବା ପ୍ରିୟଙ୍କା ମହାପାତ୍ରଙ୍କୁ ମାନ ପତ୍ର ଓ ଉପଢୌକନ ପ୍ରଦାନ ସହ ସମ୍ମାନିତ କରାଯାଇଛି। ଏହି ଅବସରରେ ପ୍ରିୟଙ୍କାଙ୍କର ପିତା ଶ୍ରୀ ପ୍ରଦୀପ କୁମାର ମହାପାତ୍ର ଉପସ୍ଥିତ ଥିବା ବେଳେ ଓ ଏମପିସି ହାଇସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀ ଅର୍ଜୁନ ସିଂ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ଏଠାରେ ଉଲ୍ଲେଖ ଯୋଗ୍ୟ ପ୍ରିୟଙ୍କା ମହାପାତ୍ର […]

Read More Text.

ମହଙ୍ଗା ପଡ଼ିଲା ପ୍ରେମ, ଘଟଣାର ତଦନ୍ତ ପାଇଁ ଚାଇଲ୍ଡ ହେଲ୍ପଲାଇନକୁ ନିର୍ଦ୍ଦେଶ

ଅନୁଗୁଳ: ମହଙ୍ଗା ପଡିଲା ଅଳ୍ପ ବୟସରେ ପ୍ରେମ ।  ଚାଇଲ୍ଡ କେୟାର ସେଣ୍ଟରରେ ପ୍ରେମିକା ।  ଅନୁଗୁଳ ଜିଲ୍ଲା କଣିଁହା ବ୍ଲକ ଗଣ୍ଡମାଳା ପଞ୍ଚାୟତର ଜଣେ ନାବାଳକ ଓ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢିଉଠିଥିଲା।  ଗାଁରେ ଯାତ୍ରା ଚାଲିଥିବାବେଳେ ନାବାଳକ ଜଣକ ପ୍ରେମିକାକୁ ନିଜ ଘରକୁ ଆଣିଥିବାର ଖବର ପାଇଥିଲେ ଅଙ୍ଗନୱାଡି କର୍ମୀ । ଦୁଇ ପରିବାରଙ୍କ ଉପସ୍ଥିତିରେ ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ନାବାଳିକା ନିଜ ଘରକୁ ଫେରିଥିଲା ।  ଏହି ଖବର ଅନୁଗୁଳ ଜିଲ୍ଲାପାଳ […]

Read More Text.
Image 2025 05 05t153416.474

ରଥଯାତ୍ରା ୨୦୨୫: ସାହି ଅଞ୍ଚଳ ପରିଦର୍ଶନ ସହ ବିଭିନ୍ନ ସମସ୍ୟା ନେଇ ଲୋକଙ୍କ ସହ କଥା ହେଲେ ଏସପି

ପୁରୀ: ଆସନ୍ତା ରଥଯାତ୍ରା ୨୦୨୫ ସମୟରେ ଶାନ୍ତିପୂର୍ଣ୍ଣ ଓ ସୁସଂଗଠିତ ଭାବରେ ଭକ୍ତମାନେ ଯାତ୍ରା କରିପାରିବେ ବୋଲି ନିଶ୍ଚିତ କରିବାକୁ ପୁରୀ ଏସପି ବିନିତ ଅଗ୍ରୱାଲ ଆଜି ନରେନ୍ଦ୍ର କୋଣ ଛକ, ବିଶ୍ୱେଶ୍ୱରୀ ମନ୍ଦିର, ଚୁଡ଼ଙ୍ଗ ସାହି, ୟଙ୍ଗ ଷ୍ଟାର କ୍ଲବ ଓ ହାଡଗୁଡିଆ ସାହି ଆଦି ସ୍ଥାନ ଦର୍ଶନ କରିଛନ୍ତି । ଏହି ଦର୍ଶନ ସମୟରେ ସ୍ଥାନୀୟ ନିବାସୀମାନଙ୍କ ସହ ଆଲୋଚନା କରି ସେମାନଙ୍କ ଅଭିଯୋଗଗୁଡ଼ିକୁ ଗ୍ରହଣ କରିଛନ୍ତି । ମୁଖ୍ୟ ଅଭିଯୋଗଗୁଡ଼ିକ ମଧ୍ୟରେ ରହିଛି, […]

Read More Text.

ଧାମ ବିବାଦ : ଫଳକ ହଟାଇଲେ, ହେଲେ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ ମମତା

ଭୁବନେଶ୍ଵର: ଧାମ ବିବାଦରେ ମୁହଁ ଖୋଲିଲେ, ହେଲେ ଭୁଲ ମାନିବେ କ’ଣ, ଓଲଟା ବିତଣ୍ଡା ଯୁକ୍ତି କଲେ। ଖାଲି ଯୁକ୍ତି କଲେନି, ମୂଳ ପୀଠ ଶ୍ରୀକ୍ଷେତ୍ରକୁ ଗୌଣ କରି କହିଲେ। ଦୀଘାର ‘ଜଗନ୍ନାଥ ଧାମ’ ବିବାଦ ଉପରେ କିଛି ଏପରି ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୁରୀ, ଦୀଘା ମନ୍ଦିରର ଗୁରୁତ୍ୱକୁ ସମାନ କରି, ଦୀଘା ମନ୍ଦିରକୁ ‘ଧାମ’ ବୋଲି କହିବା ଉପରେ ଉଠିଥିବା ଆପତ୍ତି ନେଇ ବିଜେପି ଉପରେ ବର୍ଷିଛନ୍ତି। ଏନେଇ ଦିଦି କହିଛନ୍ତି, […]

Read More Text.

ରଥ ନିର୍ମାଣ କାର୍ଯ୍ୟ: ଶାଳ ପୂଜା ପରେ ପଡିଲା ଅରକଣ୍ଟା, ୨୮ ତୁମ୍ବ ଗୋଲେଇ ଶେଷ

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଦ୍ରୁତ ଗତିରେ ଆଗେଇ ଚାଲିଛି ତିନି ରଥ ନିର୍ମାଣ କାର୍ଯ୍ୟ । ରବିବାର ୬୮ ଜଣ ନିର୍ମାଣକାରୀ ରଥ ତିଆରିରେ ଯୋଗ ଦେଇଛନ୍ତି । ଶ୍ରୀନହର ସମ୍ମୁଖ ରଥଖଳାରେ ତୁମ୍ବ ତିଆର ଚାଲିଛି । କରତି ସେବକମାନେ ମୋଟ ୪୨ ତୁମ୍ବ ମଧ୍ୟରୁ ମାପ ଅନୁସାରେ ୪୧ଟି ତୁମ୍ବ କାଟି ବିଶ୍ୱକର୍ମାଙ୍କୁ ଯୋଗାଇଛନ୍ତି । ବିଶ୍ୱକର୍ମାଙ୍କ ଦ୍ୱାରା ୨୮ଟି ତୁମ୍ବ ଗୋଲେଇ ଶେଷ ହୋଇଛି । ବର୍ତ୍ତମାନ ସୁଦ୍ଧା ତାଳଧ୍ଵଜ […]

Read More Text.