Image 2025 05 02t163648.438

ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ଚାଲିଥିଲା ଦେଶୀ ମଦ ତିଆରି, ୪ ଗିରଫ

ଭୁବନେଶ୍ୱର: ପାଣି ବୋତଲ ପ୍ୟାକିଂ ଫ୍ୟାକ୍ଟ୍ରିରେ ପ୍ରସ୍ତୁତ ହେଉଥିବା ଦେଶୀ ମଦ ଫ୍ୟାକ୍ଟ୍ରିକୁ ଠାବ କରିଛି ପୋଲିସ । ଏଭଳି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ଦାରୁଠେଙ୍ଗ ଜଙ୍ଗଲରେ । ଯାହାର ଆନୁମାନିକ ମୂଲ୍ୟ ପ୍ରାୟ ୧୯ ଲକ୍ଷ ଟଙ୍କା ହେବ । ଏହା ସହ ଘଟଣାସ୍ଥଳରୁ ୪ ଜଣଙ୍କୁ ଗିରଫ କରିଛି ଅବକାରୀ ଥାନା ପୋଲିସ । ତେବେ ଦାରୁଠେଙ୍ଗ ଜଙ୍ଗଲରେ ଦେଶୀ ମଦ ଫ୍ୟାକ୍ଟ୍ରି ଚାଲିଥିବା ନେଇ ବିଶେଷ ସୂତ୍ରରୁ ଖବର ପାଇ ଅବକାରୀ […]

Read More Text.

ରାଜ୍ୟରେ ୪ ଦିନ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି କାଳବୈଶାଖୀ। ତେବେ ରାଜ୍ୟରେ ମେ ୬ ତାରିଖ ପର୍ଯ୍ୟନ୍ତ ବଜ୍ରପାତ ସହିତ ଝଡ଼ବର୍ଷା, ପବନ ବହିବା, କୂଆପଥର ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭାରତୀୟ ପାଣିପାଗ ବିଭାଗ (IMD)ପକ୍ଷରୁ ସୂଚନା ରହିଛି। ଆଜି ୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଅରେଞ୍ଜ ୱାର୍ଣ୍ଣିଂ ଥିବା ଜିଲ୍ଲାର କିଛି ସ୍ଥାନରେ କୁଆପଥର ମାଡ ହୋଇପାରେ। ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସେହିପରି […]

Read More Text.

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ

ଭୁବନେଶ୍ୱର: ଆସନ୍ତା ୧୦ରେ ଦୁଇଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ। ଏନେଇ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି। ଆସନ୍ତା ୧୦ତାରିଖରେ ଭୁବନେଶ୍ୱରରେ ପହଞ୍ଚିବେ ଅମିତ ଶାହ। ଜଟଣୀ ଯାଇ ଫରେନସିକ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ। ଏହାପରେ ସନ୍ଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ ଏବଂ ସେଠାରେ ରାତ୍ରିଯାପନ କରିବେ। ପର ଦିନ ସମ୍ବଲପୁର ଯାଇ ମା’ ସମଲେଶ୍ୱରୀଙ୍କ ଦର୍ଶନ କରିବା ସହ କିଛି ପ୍ରକଳ୍ପର ଶିଳାନ୍ୟାସ […]

Read More Text.

ଆଦିବାସୀଙ୍କ ଜମିପଟାରେ ବେଆଇନ ସଂଶୋଧନ ବନ୍ଦ କରିବାକୁ ଭାରତ ମୁଣ୍ଡା ସମାଜ ର ଦାବୀ

ବାରିପଦା- ଆଦିବାସୀ ମାନଙ୍କ ସମ୍ପତିର ଉତ୍ତରାଧିକାରୀ ଭାବେ ତାଙ୍କ ପୁତ୍ର ସନ୍ତାନମାନେ ହିଁ ଆବାହନ କାଳରୁ ରହିଆସୁଛନ୍ତି l ଯେଉଁ ଆଦିବାସୀ ପିତା ମାତା ଙ୍କର ପୁତ୍ର ସନ୍ତାନ ନାହାନ୍ତି ସେମାନଙ୍କର ଝିଅ ମାନେହିଁ ଉତ୍ତରାଧିକାରୀ ହୋଇପାରିବେ l ଯାହାକି କେନ୍ଦ୍ର ସରକାର ଏବଂ ଅନ୍ୟ ରାଜ୍ୟ ସରକାର ମାନେ ଏହି ନିୟମକୁ ଆଜି ପର୍ଯ୍ୟନ୍ତ କାର୍ଯ୍ୟ କାରୀ କରିଆସୁଛନ୍ତି l ମାତ୍ର ଦୁଃଖ ର ବିଷୟ ଯେ ଓଡିଶା ରାଜ୍ୟ ସରକାର ଙ୍କ କ୍ଷେତ୍ରରେ ଏହି […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ପ୍ରାଣୀ ବିଜ୍ଞାନ ବିଭାଗର ଜାତୀୟ ଆଲୋଚନାଚକ୍ର

ବାରିପଦା  : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ପ୍ରାଣୀ ବିଜ୍ଞାନ ବିଭାଗ ଦ୍ଵାରା ଆୟୋଜିତ ଏକ ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦଘାଟିତ ହେଇଯାଇଛି । “ଧାରଣକ୍ଷମ ବିକାଶ ଲକ୍ଷ୍ୟ ହାସଲ କରିବାରେ ପ୍ରାଣୀ ବିଜ୍ଞାନ ଗବେଷଣାର ଭୂମିକା” ଶୀର୍ଷକ ଏହି ଆଲୋଚନାଚକ୍ରରେ ବିଶ୍ଵବିଦ୍ୟାଳୟର କୂଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ପୃଷ୍ଠପୋଷାକ ଭାବେ ଯୋଗ ଦେଇ ଅଧ୍ୟକ୍ଷତା କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ତ୍ରିପାଠୀ ଧାରଣକ୍ଷମ ବିକାଶ କେବଳ ଅଭିଧାନର ଏକ […]

Read More Text.

ଗଳ୍ପ ସଂକଳନ “ଋତୁ ଏକ କଥା ଅନେକ” ଲୋକାର୍ପିତ 

ବାରିପଦା – ପବିତ୍ର ଅକ୍ଷୟ ତୃତୀୟା ଅବସରରେ ବାରିପଦା ଷ୍ଟାଡିଅମ ସ୍ଥିତ ସମ୍ମିଳନୀ କକ୍ଷରେ ଡ଼. ଅର୍ଚନା ପ୍ରଧାନ ଙ୍କ ଗଳ୍ପ ସଂକଳନ “ଋତୁ ଏକ କଥା ଅନେକ” ର ଶୁଭ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ   ହୋଇଯାଇଛି l  ଏହି ଉତ୍ସବର ପ୍ରାରମ୍ଭରେ ଚିତ୍ରଡା ମହାବିଦ୍ୟାଳୟର ଦର୍ଶନ ଅଧ୍ୟାପକ ବୁଦ୍ଧିରାମ ସିଂ ଅତିଥି ମାନଙ୍କ ପରିଚୟ ପ୍ରଦାନ କରିବା ସହ ସ୍ୱାଗତ ଅଭିଭାଷଣ ଦେଇଥିଲେ l ବିଶିଷ୍ଟ ସାହିତ୍ୟିକ, ସଂଗଠକ, ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ଅଜୟ କୁମାର […]

Read More Text.
Matric

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ : ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ, ପାସ ହାର-୯୪.୯୩ %

କଟକ : ଆଜି ପ୍ରକାଶ ପାଇଲା ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ । କଟକ ବୋର୍ଡ଼ ମୁଖ୍ୟାଳୟରେ ଅପରାହ୍ନ ୪ ଟାରେ ପ୍ରକାଶ ପାଇଲା ରେଜଲ୍ଟ. । ରେଜଲ୍ଟ ପୁସ୍ତିକା ଉନ୍ମୋଚନ କଲେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ବୋର୍ଡ଼ର ୱେବସାଇଟwww.bseodisha.ac.in ରେ ସନ୍ଧ୍ୟା ୬ ଟାରୁ ଉପଲବ୍ଧ ହେବ ରେଜଲ୍ଟ. । ଏସଏମଏସ କରି ରେଜଲ୍ଟ ମଧ୍ୟ ଜାଣିହେବ.OR10 ଲେଖି ରୋଲ ନମ୍ବର ଦେଇ 5676750 କୁ ମେସେଜ କଲେ ଆସିଯିବ […]

Read More Text.
Screenshot 2025 05 02 164938 750

ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ରବି ଋତୁରେ ୧୪ ଲକ୍ଷ ମେଟ୍ରିକ୍‌ ଟନ୍‌ ଧାନ ସଂଗ୍ରହ ଲକ୍ଷ୍ୟ ରଖାଯାଇଛି। ମନ୍ତ୍ରୀସ୍ତରୀୟ ବୈଠକ ପରେ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏନେଇ ସୂଚନା ଦେଇଛନ୍ତି। ତେବେ ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ସାଟେଲାଇଟ୍‌ ସର୍ଭେ ଚାଲିଛି ଏବଂ ଫିଜିକାଲ ସର୍ଭେ ହେବ। ଜଗତସିଂହପୁର, ସୁନ୍ଦରଗଡ଼ ସହ ୨୦ଟି ଜିଲ୍ଲାରେ ଏହି ସର୍ଭେ ହେବ। ଖରିଫ୍‌ ଋତୁରେ ୭୪ ଲକ୍ଷ ମେଟ୍ରିକ ଧାନ କିଣା ହୋଇଛି। ୨୨ ହଜାର ୭୭୭ କୋଟି ଟଙ୍କା […]

Read More Text.
1

ଅନ୍ତର୍ଜାତୀୟ ଶ୍ରମିକ ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏବଂ ପ୍ରଭାତୀ ପରିଡା ଅନ୍ତର୍ଜାତୀୟ ଶ୍ରମିକ ଦିବସ ଅବସରରେ ଶ୍ରମିକ ବର୍ଗଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋସିଆଲ ମିଡିଆ ଏକ୍ସରେ ରାଷ୍ଟ୍ର ନିର୍ମାଣରେ ଶ୍ରମିକମାନଙ୍କ ଅମୂଲ୍ୟ ଅବଦାନକୁ ସ୍ୱୀକାର କରିଛନ୍ତି ଏବଂ ସେମାନଙ୍କର ସାମାଜିକ ସୁରକ୍ଷା ସୁନିଶ୍ଚିତ କରିବା ନେଇ ଗୁରୁତ୍ୱାରୋପ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଷ୍ଟ୍ର ଗଠନରେ ଅମୂଲ୍ୟ ଅବଦାନ ଦେଉଥିବା ମୋର ଶ୍ରମିକ […]

Read More Text.
2

ମଇ ୧ ଠାରୁ ୩ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ

କେନ୍ଦ୍ରାପଡ଼ା: କୁମ୍ଭୀରଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରଜନନ ଋତୁ ଯୋଗୁ ମେ’୧ ଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି କେନ୍ଦ୍ରାପଡ଼ା ଜିଲ୍ଲାରେ ଥିବା ଭିତରକନିକା ଜାତୀୟ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। ଏନେଇ ପୂର୍ବରୁ ସୂଚନା ପ୍ରଦାନ କରାଯାଇଥିଲା। ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦର ଉଦ୍ଦେଶ୍ୟ ହେଉଛି ସରୀସୃପଙ୍କ ବସା ବାନ୍ଧିବା ଏବଂ ପ୍ରଜନନ ଋତୁ ସମୟରେ ସେମାନଙ୍କ ପ୍ରତି ହେଉଥିବା ବାଧାକୁ ରୋକିବା। ଏହି ସମୟରେ ମାଈ କୁମ୍ଭୀରମାନେ ବିଶେଷ ଭାବରେ […]

Read More Text.