ଅଖିମୁଠି ଅନୁକୂଳ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର : ପବିତ୍ର ଅକ୍ଷୟ ତୃତୀୟା ଦିନ ଅଖିମୁଠି ଅନୁକୂଳ କରାଯିବାର ପରମ୍ପରା ରହିଛି। ଆଜି ଓଡ଼ିଶାର ରାଜ୍ୟପାଳ ହରିବାବୁ କମ୍ଭମପତି ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଅନ୍ତର୍ଗତ ଗୋଳନ୍ଥରା ଗ୍ରାମର କୃଷି ବିଜ୍ଞାନ କେନ୍ଦ୍ରରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା କୃଷକ କାର୍ଯ୍ୟକ୍ରମରେ ଯୋଗ ଦେଇ ଅଖିମୁଠି ଅନୁକୂଳ କରିଛନ୍ତି। ଏହି ଅବସରରେ ଇସ୍ପାତ, ଖଣି, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତିଭୂଷଣ ଜେନା ମଧ୍ୟ ଉପସ୍ଥିତ ଥିଲେ। ସେ ସେଠାରେ ଜମିରେ ହଳଲଙ୍ଗଳ ଧରି ହଳ […]
Read More Text.