ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ
ବାରିପଦା : ମୟୂରଭଞ୍ଜ ଜିଲ୍ଲ ବହଳଦା ବ୍ଳକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଅଁଳାଯୋଡି ଗ୍ରାମ ପଞ୍ଚାୟତର କୁଳୁତା ଗ୍ରାମରେ ଥିବା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ରାଜ୍ୟ ସରକାରଙ୍କ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଅନ୍ତର୍ଗତ ନୂତନ ବିଦ୍ୟାଳୟ ଭବନର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହଳଦା ବିଇଓ ଶୁଭଶ୍ରୀ ସିଂହଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। କାର୍ଯ୍ୟକ୍ରମରେ ମୟୂରଭଞ୍ଜ […]
Read More Text.