ଖୁବ୍ ଶୀଘ୍ର ରାଜ୍ୟରେ ସକାଳୁଆ ସ୍କୁଲ
ଭୁବନେଶ୍ଵର: ଖୁବଶୀଘ୍ର ରାଜ୍ୟରେ ହେବ ସକାଳୁଆ ସ୍କୁଲ । ସକାଳୁଆ ସ୍କୁଲ୍ ନେଇ ଶୀଘ୍ର ନିଷ୍ପତ୍ତି ନିଆଯିବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ ରାଜ୍ୟରେ ଦିନକୁ ଦିନ ତାତି ବଢ଼ୁଛି । ସରକାର ଏନେଇ ଅବଗତ ଅଛନ୍ତି । କେବେ ସକାଳୁଆ ସ୍କୁଲ୍ ହେବ ସେନେଇ ରାଜସ୍ବ ବିଭାଗ ସହ ଆଲୋଚନା ହେବ । ଆଲୋଚନା ହେବା ପରେ ଏହା ଉପରେ ନିଶ୍ଚୟ ନିଷ୍ପତ୍ତି ନେବୁ ବୋଲି କହିଛନ୍ତି […]
Read More Text.