ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ
ଓଡ଼ିଶା ଛାଡିଲେ ପାକିସ୍ତାନୀ ମହିଳା ନଗମା ୟୁସୁଫ । ୨୦୨୪ରେ ନଗମାଙ୍କ ଦୀର୍ଘ ମିଆଦୀ ଭିସା ଅବଧି ସରିଥିଲା । ସେ ଏକ୍ସିଟ୍ ପରମିଟ୍ ଆବେଦନ କରିଥିଲେ । ଅତଙ୍କୀ ଆକ୍ରମଣ ପରେ ୪୮ ଘଣ୍ଟା ମଧ୍ୟରେ ଭାରତ ଛାଡ ନୋଟିସ୍ ଦିଆଯାଇଥିଲା । ନୋଟିସ୍ ପରେ ସେ ଭୁବନେଶ୍ୱର ଛାଡିଛନ୍ତି । ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟର ନିର୍ଦ୍ଦେଶ ମୁତାବକ ଓଡ଼ିଶାରେ ରହୁଥିବା ୧୨ ଜଣ ପାକିସ୍ତାନୀ ନାଗରିକଙ୍କୁ ଦେଶ ଛାଡ଼ିବା […]
Read More Text.