ୱିପ୍ରର ସହଯୋଗରେ ଓଡ଼ିଶା ରକ୍ତଦାତା ମହାସଂଘ ପକ୍ଷରୁ ରକ୍ତଦାନ ଶିବିର, ୫୭ଟି ୟୁନିଟ ରକ୍ତ ସଂଗ୍ରହ

ଭୁବନେଶ୍ବର : ଗ୍ରୀଷ୍ମ ପ୍ରବାହ ଆରମ୍ଭ ହେବା ମାତ୍ରେ ରାଜ୍ୟ ରେ ରକ୍ତର ଅଭାବ ଦେଖା ଗଲାଣି । ବିଭିନ୍ନ ରକ୍ତ ଭଣ୍ଡାର ରେ ରକ୍ତ ର ଅଭାବ ଯୋଗୁଁ ଅନେକ ଲୋକ ହନ୍ତସନ୍ତ ହେଉଛନ୍ତି । ଏହି ପରି ସମୟ ରେ ଓଡ଼ିଶା ରକ୍ତଦାତା ମହାସଂଘ ଆଗେଇ ଆସିଛି ରକ୍ତଦାନ ଶିବିର ଆୟୋଜନ କରି କିଛକାଂଶରେ ଲାଘବ କରିବା ପାଇଁ । ଦିଗରେ ସାହାଯ୍ୟର ହାତ ବଢ଼େଇଛନ୍ତି ୱିପ୍ର ର କର୍ମକର୍ତ୍ତା ମାନେ । ଏକ […]

Read More Text.

ବ୍ଲକସ୍ତରୀୟ ପଂଚାୟତରାଜ ଦିବସ, ସଭାରେ ଶୋଭା ପାଇଲେ ଜଣେ ସମିତି ସଭ୍ୟ

ଆଗରପଡ଼ା :ଜାତୀୟ ପଂଚାୟତରାଜ ଦିବସ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ବ୍ଲକ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଳମ୍ବରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହେବାରୁ ଦୂରଦୂରାନ୍ତ ପଞ୍ଚଚାୟତରୁ ଆସିଥିବା ସିଆରପି ଓ ଏମବିକେ ମହିଳାମାନେ ସଭା ଆରମ୍ଭରୁ ଉଠି ପଳାଇଥିଲେ । ସଭାଶେଷ ହେବା ପୂର୍ବରୁ ସବୁ ଚେୟାର ଫାଙ୍କା ହୋଇ ଯାଇଥିଲା । କେବଳ ହାତଗଣତି କେତେଜଣ ବ୍ଲକ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିବାର ପରିଲକ୍ଷିତ ହୋଇଥିଲା । କେବଳ ବନ୍ତ ସମିତିସଭ୍ୟଙ୍କୁ […]

Read More Text.

କାମରେ ଲାଗୁନି ଗାଁ କଲ୍ୟାଣ ସମିତି, କାଗଜ କଲମରେ ସୀମିତ ଯୋଜନା

ଆଗରପଡ଼ା :ନା ଅଛି ସ୍ୱାସ୍ଥ୍ୟ ଫଳକ ନା ଦୃଷ୍ଟି ଗୋଚର ହେଉଛି ସ୍ୱାସ୍ଥ୍ୟ ବାର୍ତ୍ତା ତଥାପି ଚାଲିଛି ଗାଁ କଲ୍ୟାଣ ସମିତି । ଏହି ପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକର ବିଭିନ୍ନ ଗ୍ରାମରେ । ଜାତୀୟ ଗ୍ରାମୀଣ ସ୍ୱାସ୍ଥ୍ୟ ମିଶନ ଆନୁକୂଲ୍ୟରେ ଗ୍ରାମାଂଚଳ ଲୋକଙ୍କ ମଧ୍ୟରେ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ସରକାରଙ୍କ ତରଫରୁ ଗାଁ କଲ୍ୟାଣ ସମିତି ସୃଷ୍ଟି କରାଯାଇଛି । ଏହି ସମିତିରେ ୱାର୍ଡ଼ସଭ୍ୟ, ଆଶା କର୍ମୀ […]

Read More Text.

ଖବର ପ୍ରକାଶ ପରେ ବି କାର୍ଯ୍ୟାନୁଷ୍ଠାନ ଶୂନ, ଦିନକୁ ଦିନ ବିଗିଡ଼ି ଚାଲିଛି ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ

ଆଗରପଡ଼ା :ରାସ୍ତା ସମସ୍ୟାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ବାରମ୍ବାର ଖବର ପ୍ରକାଶିତ ହେବା ପରେ ଗତ ଜୁନମାସରେ ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ ଓଡ଼ଙ୍ଗ ପଂଚାୟତ ଅନ୍ତର୍ଗତ ଗୋହିରା ଗାଁକୁ ସଂଯୋଗ କରୁଥିବା ରାସ୍ତାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିଲା । ବର୍ଷାଋତୁ ଚାଲୁଥିବାରୁ ରାସ୍ତାକୁ ସମତୁଲ କରାଯାଇ କିଛି ବାଟ କଂକ୍ରିଟ କରାଯାଇଥିଲା ଓ ବାକି କିଛି ବାଟରେ ବଜୁରୀ ଗୁଣ୍ଡ ବିଛାଯାଇ ତାଉପରେ ଡ଼ଷ୍ଟ ବିଛା ଯାଇ ଗମନାଗମନ ଉପଯୋଗୀ କରାଯାଇଥିଲା ଓ ଆଗାମୀ […]

Read More Text.

ଶ୍ରୀମାଙ୍କ ଦର୍ଶନ ଦିବସ ପାଳିତ

ଆଗରପଡ଼ା :ଆଗରପଡ଼ା ସ୍ଥିତ ଶ୍ରୀଅରବିନ୍ଦ ସାଧନାପୀଠ ଟ୍ରଷ୍ଟ ପରିସରରେ ଶ୍ରୀମାଙ୍କ ଦର୍ଶନ ଦିବସ ପାଳିତ ହୋଇଯାଇଛି । ଦିବ୍ୟଜନନୀ ଶ୍ରୀମାଙ୍କର ସ୍ଥାୟୀ ପ୍ରତ୍ୟାବର୍ତ୍ତର ଦିବସ ରୂପେ ଆଜିର ଦିବସ ବିଶେଷ ଗୁରୁତ୍ୱ ବହନ କରିଥାଏ । ଶ୍ରୀମାଙ୍କ ଏହି ପ୍ରତ୍ୟାବର୍ତ୍ତନର ଏକ ବିଶେଷ ତାତ୍ପର୍ଯ୍ୟ ହେଲା “ମୋର ଭାରତକୁ ସ୍ଥାୟୀ ଭାବରେ ପ୍ରତ୍ୟାବର୍ତ୍ତନ ଅର୍ଥ,ବିରୋଧୀ ଶକ୍ତି ଉପରେ ନିଶ୍ଛିତ ବିଜୟର ବାସ୍ତବ ସଙ୍କେତ”ା ଏହି ଦିବସ ଉପଲକ୍ଷେ ଟ୍ରଷ୍ଟ ପରିସରରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥ୍‌ôଲା […]

Read More Text.

ବାରିପଦା ଠାରେ ଜାତୀୟ ପଂଚାୟତିରାଜ ଦିବସ ପାଳିତ

ବାରିପଦା: ଓଡିଶା ସରକାରଙ୍କ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ତରଫରୁ ଆଜି ପୁରୀର ତାଳବଣିଆ ଠାରେ ଆୟୋଜିତ ରାଜ୍ୟ ସ୍ତରୀୟ ଜାତୀୟ ପଂଚାୟତିରାଜ ଦିବସ ପାଳନ ଉତ୍ସବରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଛନ୍ତି। ଏହି ଦିବସ ପାଳନ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଇ- ପଂଚାୟତ ସଭା (ପଂଚାୟତ ସମିତି) ପୋର୍ଟାଲ, ପି ଏମ ଏସ ପୋର୍ଟାଲ, ପଂଚାୟତ ମନିଟରିଙ୍ଗ ସିଷ୍ଟମ ପୋର୍ଟାଲ […]

Read More Text.

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ ପ୍ରମୁଖ ଶାସନ ସଚିବ ଙ୍କ ମୟୁରଭଞ୍ଜ ଜିଲ୍ଲା ଗସ୍ତ

ବାରିପଦା: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗର ପ୍ରମୁଖ ଶାସନ ସଚିବ ତଥା ମୟୁରଭଞ୍ଜ ଜିଲ୍ଲା ଦାୟିତ୍ୱ ରେ ଥିବା ଶାସନ ସଚିବ, ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ସୁରେଶ କୁମାର ବଶିଷ୍ଠ ମୟୁରଭଞ୍ଜ ଜିଲ୍ଲା ଗସ୍ତ ରେ ଆସି ଆଜି ସକାଳେ କ୍ଷେତ୍ର ପରିଦର୍ଶନରେ ବିଭିନ୍ନ ସ୍ଥାନକୁ ଯାଇ ଜିଲ୍ଲାର ବିଭିନ୍ନ ବିଭାଗ ଅଧୀନରେ କାର୍ଯ୍ୟକାରି ହେଉଥିବା ସରକାରୀ ଯୋଜନାର ଉନ୍ନୟନ ମୂଳକ ପ୍ରକଳ୍ପ କାର୍ଯ୍ୟ ଗୁଡିକର ଅଗ୍ରଗତି ଏବଂ ସମୀକ୍ଷା […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଇତିହାସ ବିଭାଗର ଜାତୀୟ ଆଲୋଚନାଚକ୍ର

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ଵବିଦ୍ୟାଳୟର ସ୍ନାତକୋତ୍ତର ଇତିହାସ ବିଭାଗ ଦ୍ଵାରା ଆୟୋଜିତ ଏକ ଦୁଇ ଦିବସୀୟ ଜାତୀୟ ଆଲୋଚନାଚକ୍ର ଉଦଘାଟିତ ହେଇଯାଇଛି । “ଉତ୍ତର ଓଡ଼ିଶା ଜନଜାତିଙ୍କ ସାମାଜିକ-ଅର୍ଥନୈତିକ ଏବଂ ସାଂସ୍କୃତିକ ରୂପରେଖ: ଯୁଗ ଯୁଗ ଧରି ପରିବର୍ତ୍ତନ” ଶୀର୍ଷକ ଏହି ଆଲୋଚନାଚକ୍ରରେ ବିଶ୍ଵବିଦ୍ୟାଳୟର କୂଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀ ମୁଖ୍ୟ ପୃଷ୍ଠପୋଷାକ ଭାବେ ଯୋଗ ଦେଇ ଅଧ୍ୟକ୍ଷତା କରିଥିଲେ । ନିଜ ବକ୍ତବ୍ୟରେ ପ୍ରଫେସର ତ୍ରିପାଠୀ ଉତ୍ତର ଓଡ଼ିଶାର ସ୍ଥାନୀୟ ଜନଜାତି […]

Read More Text.

ରାଉରକେଲାରେ ପୋଲିସ ଏନକାଉଣ୍ଟର

ରାଉରକେଲା: ରାଉରକେଲାରେ ଏନକାଉଣ୍ଟର। ଗୁରୁବାର ରାତି ୧୦ଟାରେ ଲୁଟ୍‌ କରିବାକୁ ଆସି ହୋଟେଲ ମାଲିକଙ୍କୁ ଗୁଳି ମାଡ଼ କଲେ ୮ ଦୁର୍ବୃତ୍ତ। ହୋଟେଲ ମାଲିକ ଗଙ୍ଗେ ଓରାମଙ୍କ ଡ଼ାହାଣ ଗୋଡ଼ ଆଣ୍ଠୁ ତଳକୁ ବାଜିଛି ଗୁଳି। ଘଟଣା ଘଟିବାର ୪ ଘଣ୍ଟା ମଧ୍ୟରେ ଡବଲ ଏନକାଉଣ୍ଟର୍‌ କରିଛି ପୋଲିସ। ଏଥିରେ ଦୁଇ ଜଣ ଦୁର୍ବୃତ୍ତଙ୍କ ଗୋଡ଼ରେ ଗୁଳି ବାଜିଥିବା ବେଳେ ଜଣକୁ ପୋଲିସ ଅଟକ ରଖିଛି। ହେଲେ ଆଉ ୫ ଜଣ ଫେରାର ହୋଇ ଯାଇଛନ୍ତି। ଦୁଇ […]

Read More Text.

ଡେଲାଙ୍ଗରେ ନକଲି ଟଙ୍କା କାରବାର, ୩ ଅଟକ

ପୁରୀ : ୫୦ ହଜାର ଟଙ୍କା ଦିଅ ୩ ଲକ୍ଷ ଟଙ୍କା ନିଅ । ଗାଁରେ ପଶି ଟଙ୍କା କାରବାର ବେଳେ ଘେରିଲେ ଗାଁ ଲୋକ । ନକଲି ଟଙ୍କା କାରବାର ସନ୍ଦେହରେ ୩ଜଣଙ୍କୁ ଅଟକ ରଖି ପୋଲିସ ଜିମା ଦେଲେ ଗ୍ରାମବାସୀ । ପୁରୀ ଜିଲ୍ଲା ଡେଲାଙ୍ଗ ସାଧପଡା ଗାଁରେ ଘଟିଛି ଏଭଳି ଘଟଣା । ଡେଲାଙ୍ଗ ପୋଲିସ ଗାଁରେ ପହଞ୍ଚି ଡକାୟତଙ୍କୁ କାବୁ କରିଛନ୍ତି । ଏହାସହ ସେମାନଙ୍କ ନିକଟରୁ ଟଙ୍କା ଗଣତି ମେସିନ […]

Read More Text.