ଦ୍ୱିତୀୟ ଜାତୀୟ ନାଟ୍ୟ ମହୋତ୍ସବ ଅବସରରେ ନାଟ୍ୟ ଆଲୋଚନାଚକ୍ର
ବାରିପଦା :- ସ୍ଥାନୀୟ ମହାରାଜା ସ୍ୱୟଂ ଶାସିତ ମହାବିଦ୍ୟାଳୟର ସମ୍ମିଳନୀ କକ୍ଷରେ ବାରିପଦାର ଅଗ୍ରଣୀ ନାଟ୍ୟସଂସ୍ଥା “ଆମେ” ଦ୍ୱାରା ଆୟୋଜିତ ହେବାକୁଥିବା ଦ୍ୱିତୀୟ ଜାତୀୟ ନାଟ୍ୟ ମହୋତ୍ସବ ଅବସରରେ ଜାତୀୟ ନାଟ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି I “ଆଜିର ସମାଜ : ଆଜିର ନାଟକ” ବିଷୟ ଉପରେ ମହାବିଦ୍ୟାଳୟର ଓଡ଼ିଆ ବିଭାଗର ସହଯୋଗୀତାରେ ଅନୁଷ୍ଠିତ ଏହି ଆଲୋଚନା ଚକ୍ରକୁ ଅଧ୍ୟକ୍ଷ ପ୍ରଫେସର ନାରାୟଣ ପ୍ରସାଦ ବେହେରା ଉଦଘାଟନ କରିଥିଲେ I ମହୋତ୍ସବର ଅଧ୍ୟକ୍ଷ ଡା. କୈଳାଶ […]
Read More Text.